ପୁଣି ମୁହାଁମୁହିଁ ଭାରତ-ପାକିସ୍ତାନ: ଆଜିଠାରୁ ଯୁଦ୍ଧାଭ୍ୟାସ

ନୂଆଦିଲ୍ଲୀ,୧୧ା୮:ଭାରତୀୟ ନୌସେନାର ଯୁଦ୍ଧଜାହାଜଗୁଡ଼ିକ ମଙ୍ଗଳବାର ଓ ବୁଧବାର ଆରବ ସାଗରରେ ସମରାଭ୍ୟାସ ପାଇଁ କାର୍ଯ୍ୟକ୍ରମ ସ୍ଥିର କରିଥିବାବେଳେ ପାକ୍‌ ନୌସେନା ମଧ୍ୟ ସେହି ସମୟରେ ଯୁଦ୍ଧାଭ୍ୟାସ କରିବାକୁ ଘୋଷଣା କରିଛି। ସାମୁଦ୍ରିକ ବାଣିଜ୍ୟର ମୁଖ୍ୟ ମାର୍ଗ ଏବଂ ଆଞ୍ଚଳିକ ସୁରକ୍ଷା ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଆରବ ସାଗରରେ ଯୁଦ୍ଧାଭ୍ୟାସ ରଣନୈତିକ ଦୃଷ୍ଟିରୁ ମହତ୍ତ୍ୱପୂର୍ଣ୍ଣ। ତେବେ ଏନେଇ ଦୁଇ ଦେଶର ନୌସେନା ମଧ୍ୟରେ ପ୍ରତ୍ୟକ୍ଷ ସମନ୍ବୟ ଥିବାର କୌଣସି ସୂଚନା ପ୍ରତିରକ୍ଷା ଅଧିକାରୀ ଦେଇନାହାନ୍ତି। ମେ’ ୭ରେ ଭାରତୀୟ ସେନାର ଅପରେଶନ ସିନ୍ଦୂର ଜନିତ ଉତ୍ତେଜନା ପରେ ପ୍ରଥମ ଥର ପାଇଁ ୨ ନୌସେନା ଏକ ସମୟରେ ସମରାଭ୍ୟାସ କରିବାକୁ ଯାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାରକୋଟରେ ଚାଞ୍ଚଲ୍ୟ: ଲଜରୁ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ସାଥିରେ ରହୁଥିବା ଯୁବକ ଫେରାର

ଦେବଗଡ଼, ୧୨।୫(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟସ୍ଥିତ ଏକ ଲଜରୁ ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତ ମହିଳା ଜଣକ ହେଲେ ବାରକୋଟ…

ଦିନରେ ଲୁଚୁଛି, ରାତିରେ ବୁଲୁଛି: ରତନେଇ ପାହାଡ଼ ଖୋଲରେ ଡେରା ପକାଇଛି କଲରାପତରିଆ,ଡ୍ରୋନ୍ କ୍ୟାମେରାରେ…

ଦିଗପହଣ୍ଡି,୧୨। ୫(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ଫରେଷ୍ଟ ରେଞ୍ଜ ଅଧିନ ରତନେଇ ରେଖାଙ୍କିତ ସଂରକ୍ଷିତ ଜଙ୍ଗଲ ଜକର ଫରେଷ୍ଟ ବିଟ୍ର ଜକର ଗ୍ରାମ ନିକଟ ମା…

ଇନଷ୍ଟାଗ୍ରାମ୍‌ରେ ଖୁଲମ୍‌ ଖୁଲା ମନର କଥା କହିଦେଲେ ତ୍ରିଶା! ବିଜୟଙ୍କୁ ନେଇ କହିଦେଲେ…

ଦକ୍ଷିଣ ଭାରତୀୟ ସିନେମା ଜଗତର ଦୁଇଟି ବଡ଼ ନାଁ ଥାଲାପଥି ବିଜୟ ଏବଂ ତ୍ରିଷା କୃଷ୍ଣନ୍। କେତେବେଳେ ସେମାନଙ୍କ ଅନସ୍କ୍ରିନ୍ କେମିଷ୍ଟ୍ରି ତ କେତେବେଳେ ଅଫସ୍କ୍ରିନ୍ ଆଫେୟାର୍,…

ୟୁପିରେ ଆରମ୍ଭ ହୋଇପାରେ ଅନଲାଇନ କ୍ଲାସ ଓ ୱାର୍କ ଫ୍ରମ ହୋମ୍‌! ଆକ୍ସନରେ ଯୋଗୀ ସରକାର

ଲକ୍ଷ୍ନୌ,୧୨।୫: ଉତ୍ତରପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ। ମଙ୍ଗଳବାର ଦିନ ‘୫ କାଳିଦାସ ମାର୍ଗ ’ ସ୍ଥିତ ନିଜ ସରକାରୀ ବାସଭବନରେ ଅଧିକାରୀମାନଙ୍କ…

ବାଂଲାଦେଶର ଐତିହାସିକ ବିଜୟ

ଢାକା,୧୨ା୫: ଅଧିନାୟକ ନଜମୁଲ ହୋସେନ ଶାଣ୍ଟୋଙ୍କ ଶତକ ପରେ ମେହିଦି ହାସନ ମିରାଜ ଓ ନାହିଦ ରାଣାଙ୍କ ୫ ଉଇକେଟ ସଫଳତା ବଳରେ ପାକିସ୍ତାନ ବିପକ୍ଷରେ ଖେଳାଯାଇଥିବା…

ସରକାର ହେଉ ହେଉ ଥାଲାପଥି ବିଜୟଙ୍କୁ ଝଟ୍‌କା! ସୁପ୍ରିମକୋର୍ଟ ପହଞ୍ଚିଲା…

ଚେନ୍ନାଇ,୧୨।୫: ଟିଭିକେ ବିଧାୟକ ଆର. ଶ୍ରୀନିବାସ ସେତୁପତି ମାଡ୍ରାସ ହାଇକୋର୍ଟଙ୍କ କୌଣସି ଫ୍ଲୋର ଟେଷ୍ଟରେ ଭୋଟ ଦେବାରୁ ବାରଣ କରିବା ନିର୍ଦ୍ଦେଶକୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟରେ ଏକ…

ଥାଇଲାଣ୍ଡ ଓପନ: ସାତ୍ତ୍ୱିକ-ଚିରାଗ ଯୋଡ଼ି ଜିତିଲେ

ବ୍ୟାଙ୍କକ୍‌, ୧୨ା୫: ଟପ୍‌ ସିଡ୍‌ ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ଯୋଡ଼ି ଥାଇଲାଣ୍ଡ ଓପନ ସୁପର ୫୦୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ପ୍ରଥମ ରାଉଣ୍ଡରେ ବିଜୟ ଲାଭ…

ଭିନେଶଙ୍କ ସମର୍ଥନରେ ବାହାରି ସାକ୍ଷୀ ମଲିକ

ନୂଆଦିଲ୍ଲୀ,୧୨ା୫: ଅବସରରୁ ଫେରିବାକୁ ନେଇ ରେସଲିଂ ଫେଡେରେଶନ ଅଫ୍‌ ଇଣ୍ଡିଆ (ଡବ୍ଲ୍ୟୁଏଫ୍‌ଆଇ) ସହ ଚାଲିଥିବା ବିବାଦରେ ଭିନେଶ ଫୋଗତଙ୍କ ସମର୍ଥନରେ ବାହାରିଛନ୍ତି ଅଲିମ୍ପିକ୍‌ ବ୍ରୋଞ୍ଜ ପଦକଧାରୀ ରେସଲର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri