Posted inଖେଳ

ଭାରତ-ପାକିସ୍ତାନ ମ୍ୟାଚ ୩-୩ରେ ଡ୍ର

ଜୋହର ବାହରୁ (ମାଲେସିଆ), ୨୮ା୧୦: ସୁଲତାନ ଜୋହର କପ୍‌ ଜୁନିୟର ପୁରୁଷ ହକି ଟୁର୍ନାମେଣ୍ଟର ଉଦ୍‌ଘାଟନୀରେ ଗତଥରର ଚାମ୍ପିୟନ ଭାରତ ଏହାର ପାମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନ ବିପକ୍ଷ ମ୍ୟାଚ ୩-୩ ଗୋଲ୍‌ରେ ଡ୍ର ରଖିଛି। ଶୁକ୍ରବାର ଖେଳାଯାଇଥିବା ଏହି ମ୍ୟାଚରେ ଭାରତ ତରଫରୁ ଅମନଦୀପ ଲାକ୍ରା (୩୦ତମ ମିନିଟ), ଆଦିତ୍ୟ ଅର୍ଜୁନ ଲାଲାଗେ (୫୬ତମ) ଓ ଉତ୍ତମ ସିଂ (୫୯ତମ) ଗୋଟିଏ ଲେଖାଏ ଗୋଲ ସ୍କୋର କରିଥିଲେ। ଅନ୍ୟପକ୍ଷରେ ପାକିସ୍ତାନ ପକ୍ଷରୁ ଅର୍ବାଜ ଅହମଦ (୩୧ତମ ଓ ୫୮ତମ) ଦୁଇଟି ଏବଂ ଅବଦୁଲ ଶାହିଦ (୪୯ତମ) ଗୋଟିଏ ଗୋଲ ଦେଇଥିଲେ। ଡିସେମ୍ବରରେ ମାଲେସିଆରେ ପୁରୁଷ ଜୁନିୟର ବିଶ୍ୱକପ୍‌ ଖେଳାଯିବାକୁ ଥିବାରୁ ଦୁଇ ଦଳ ଏହି ମ୍ୟାଚରେ ଉଭୟଙ୍କ ବଳ କଷିବାକୁ ଚେଷ୍ଟା କରିଥିଲେ। ଭାରତ ଏହାର ପରବର୍ତ୍ତୀ ମ୍ୟାଚ ଶନିବାର ଆୟୋଜକ ମାଲେସିଆ ବିପକ୍ଷରେ ଖେଳିବ।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କୁ ଅପହରଣ କରି ବଳାତ୍କାର କଲେ ରାହୁଲ: ଘଟଣା ଜଣାପଡ଼ିବା ପରେ…

ଦେବଗଡ,୨୬।୬(ଶଶାଙ୍କ ଶେଖର ଝାଙ୍କର):ଜଣେ ନାବାଳିକାଙ୍କୁ ଅପହରଣ ଓ ବଳାତ୍କାର ଅଭିଯୋଗରେ ଦେବଗଡ ଆଦର୍ଶ ଥାନା ପୋଲିସ କାଲକାଠ ଗ୍ରାମର ଯୋଗେଶ୍ୱର ପାତ୍ରଙ୍କ ପୁଅ ରାହୁଲ ପାତ୍ର (୧୯)କୁ…

କ୍ରିଷ୍ଣା ବିକାଶ ଗ୍ରୁପର ଅଭୂତପୂର୍ବ ସଫଳତା: ଶିକ୍ଷାନୁଷ୍ଠାନ ପାଇଁ ଗୌରବ ଆଣିଲେ ୬୦ଜଣ ଛାତ୍ରୀଛାତ୍ର

ବରଗଡ଼,୨୬୬(ପ୍ରେମାନନ୍ଦ ଖମାରୀ):ଚଳିତବର୍ଷ ପ୍ରକାଶିତ କମନ୍‌ ୟୁନିଭର୍ସିଟି ଏଣ୍ଟ୍ରାନ୍ସ ଟେଷ୍ଟ(ସିୟୁଇଟି) ପରୀକ୍ଷାରେ କ୍ରିଷ୍ଣା ବିକାଶ ଗ୍ରୁପ ଅନ୍ତର୍ଗତ ବରଗଡ଼ ସହର ଉପକଣ୍ଠ ବିକାଶ ଆବାସିକ ବିଦ୍ୟାଳୟ ଓ ବିକାଶ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ଭିଆଇପି ଟ୍ରିଟମେଣ୍ଟ! ସଚିନଙ୍କୁ ମିଳି ନ ଥିଲା; କାହିଁକି ହେଲା…?

ନୂଆଦିଲ୍ଲୀ, ୨୫ା୬: ଭାରତର ୧୫ ବର୍ଷୀୟ ପ୍ରତିଭାବାନ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀଙ୍କ ଇଂଲଣ୍ଡ ଗସ୍ତକୁ ନେଇ ଏବେ ସାରା ଦେଶରେ ଜୋରଦାର ଚର୍ଚ୍ଚା ଚାଲିଛି। ଖବର ଅନୁଯାୟୀ, ଇଂଲଣ୍ଡରେ…

ଚଳନ୍ତା ଟ୍ରେନ୍‌ରୁ କାଠଯୋଡ଼ି ନଦୀବାଲିକୁ ଖସିପଡ଼ିଲେ ଯୁବକ: ଅଗ୍ନିଶମ ବାହିନୀ ଦ୍ୱାରା ଉଦ୍ଧାର, ଏସ୍‌ସିବିରେ ଭର୍ତ୍ତି

କଟକ, ୨୫ା୬(କାର୍ତ୍ତିକ ସାହୁ): କଟକ କାଠଯୋଡ଼ି ନଦୀ ବ୍ରିଜ୍‌ ଉପରେ ଏକ ରେଳ ଦୁର୍ଘଟଣାରୁ ବର୍ତ୍ତି ଯାଇଛନ୍ତି ଜଣେ ଯୁବକ। ଏକ ଚଳନ୍ତା ଟ୍ରେନ୍‌ରୁ ଜଣେ ଯୁବକ…

ଟି୨୦ ବିଶ୍ୱକପ୍‌: ବାଂଲାଦେଶକୁ ହରାଇ ଭାରତର ତୃତୀୟ ବିଜୟ

ମାଞ୍ଚେଷ୍ଟର,୨୫ା୬: ଶେଫାଳି ବର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଗୁରୁବାର ଖେଳାଯାଇଥିବା ବାଂଲାଦେଶ ବିପକ୍ଷ ମହିଳା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌କୁ ଭାରତ ୫ ଉଇକେଟରେ ଜିତି ନେଇଛି। ବାଂଲାଦେଶ…

ସାଇକେଲରେ ଶବ ବୋହିବା ଘଟଣା: ପ୍ରଶାସନିକ ତତ୍ପରତା,ଶୋକସନ୍ତପ୍ତ ପରିବାରକୁ ଭେଟି…

ପାଇକମାଳ,୨୫।୬(ବଡ଼ ଶତପଥୀ)- ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ କଣ୍ଟାପଡ଼ା ଗ୍ରାମରେ ଘଟିଥିବା ଏକ ଅଭାବନୀୟ ଘଟଣାରେ ଜିଲା ଓ ବ୍ଲକ ପ୍ରଶାସନ ପକ୍ଷରୁ ତୁରନ୍ତ ସହାୟତାର…

ସ୍କୁଲକୁ ବିଳମ୍ବରେ ଆସିବା ପଡ଼ିଲା ମହଙ୍ଗା

ଉମରକୋଟ, ୨୫।୬(ସନ୍ତୋଷ ଶତପଥୀ): ଜଣେ ଶିକ୍ଷକ ସ୍କୁଲକୁ ପ୍ରତିଦିନ ବିଳମ୍ବରେ ଆସୁଥିବା ଅଭିଯୋଗ ହେବା ପରେ ଗୁରୁବାର ଉମରକୋଟ ବିଇଓ ତାଙ୍କର ଦରମା ବନ୍ଦ କରିଛନ୍ତି। ଏଥିସହ…

ମେଡିକାଲରୁ ଚମ୍ପଟ ମାରିଲେ ଅଭିଯୁକ୍ତ

ମାଲକାନଗିରି,୨୫।୬(ଦୁର୍ଯ୍ୟୋଧନ ପାତ୍ର): ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଗିରଫ ହୋଇଥିବା ଜଣେ ଅଭିଯୁକ୍ତଙ୍କୁ ପୋଲିସ ଗୁରୁବାର ମେଡିକାଲ ଚେକ୍‌ଅପ୍‌ ପାଇଁ ନେଉଥିବା ବେଳେ ଚିକିତ୍ସାଳୟ ନିକଟରୁ ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri