Posted inଖେଳ

ପୁଣି ବିଶ୍ୱକପ୍‌ରେ ଭାରତ-ପାକିସ୍ତାନ ମ୍ୟାଚ୍‌

ଦୁବାଇ, ୧୫।୧୨: ୨୦୨୨ ମାର୍ଚ୍ଚ ୪ରୁ ନ୍ୟୁଜିଲାଣ୍ଡରେ ଆରମ୍ଭ ହେବାକୁ ଥିବା ମହିଳା ଦିନିକିଆ କ୍ରିକେଟ ବିଶ୍ୱକପ୍‌ର କାର୍ଯ୍ୟସୂଚୀ ଘୋଷଣା କରିଛି ଅନ୍ତର୍ଜାତୀୟ କ୍ରିକେଟ କାଉନ୍‌ସିଲ୍‌ (ଆଇସିସି)। ଏହି ଇଭେଣ୍ଟରେ ଭାରତ ପ୍ରଥମେ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନକୁ ଭେଟିବ। ଏହି ମ୍ୟାଚ ମାର୍ଚ୍ଚ ୬ରେ ଟୌରଙ୍ଗାଠାରେ ଖେଳାଯିବ।

ଭାରତ ଭଳି ଅଷ୍ଟ୍ରେଲିଆ ମଧ୍ୟ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ଗତଥରର ଚାମ୍ପିୟନ ଇଂଲଣ୍ଡ ବିପକ୍ଷ ମ୍ୟାଚ୍‌ରୁ ତା’ର ଅଭିଯାନ ଆରମ୍ଭ କରିବ। ଏହି ମ୍ୟାଚ ହାମିଲଟନର ଶେଡନ ପାର୍କରେ ଖେଳାଯିବ। ପ୍ରତିଯୋଗିତାରେ ଅଂଶଗ୍ରହଣକାରୀ ୮ ଦଳ ମଧ୍ୟରେ ନକଆଉଟ୍‌ ପର୍ଯ୍ୟାୟ ମ୍ୟାଚ୍‌କୁ ମିଶାଇ ୩୧ ଦିନରେ ମୋଟ ୩୧ଟି ମ୍ୟାଚ ଅନୁଷ୍ଠିତ ହେବ। ଇଭେଣ୍ଟର ସମସ୍ତ ମ୍ୟାଚ୍‌ ଅକ୍‌ଲାଣ୍ଡ, ଖ୍ରିଷ୍ଟଚର୍ଚ୍ଚ, ଡୁନେଡିନ, ହାମିଲଟନ, ଟୌରଙ୍ଗା ଓ ଓ୍ବେଲିଂଟନ ଆଦି ୬ଟି ଭେନ୍ୟୁରେ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ଯୁଦ୍ଧବିରତି ଭିତରେ ଇରାନ କଲା ବଡ଼ ଘୋଷଣା, ହର୍ମୁଜରେ ଜାହାଜ ଗଲେ ଉଡାଇ ଦେବୁ…

ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି କାର୍ଯ୍ୟକାରୀ ହେବାର ପ୍ରାୟ 12 ଘଣ୍ଟା ବିତିଗଲା, ଯେତେବେଳେ ଇରାନ ନୌସେନା ହରମୁଜ ପ୍ରଣାଳୀ ସମ୍ପର୍କରେ ଏକ ବଡ଼…

ଯୁଦ୍ଧବିରତିର ମାତ୍ର କିଛି ଘଣ୍ଟା ପରେ ଇରାନ ତୈଳ ବିଶୋଧନାଗାରରେ ବିସ୍ଫୋରଣ, କିଏ କଲା ଆକ୍ରମଣ?

ତେହେରାନ,୮।୪: ଆମେରିକା ସର୍ତ୍ତମୂଳକ ଯୁଦ୍ଧବିରତି ଘୋଷଣା କରିବାର କିଛି ଘଣ୍ଟା ପରେ ଇରାନର ଲାଭାନ ଦ୍ୱୀପରେ ପ୍ରଥମ ବଡ଼ ଆକ୍ରମଣ ହୋଇଛି । ଲାଭାନ ଦ୍ୱୀପରେ ଥିବା…

ଯୁଦ୍ଧବିରତି ଭିତରେ ଭାରତର ବଡ଼ ବିଜୟ! ୭ବର୍ଷ ପରେ ଚାଇନାକୁ ଦେଲା ଝଟ୍‌କା

ନୂଆଦିଲ୍ଲୀ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ, ବୁଧବାର (୮ ଏପ୍ରିଲ, ୨୦୨୬) ଦିନ ଅଶୋଧିତ ତୈଳ ଭବିଷ୍ୟତରେ ତୀବ୍ର…

ବିବାଦୀୟ ମନ୍ତବ୍ୟ ଦେବା ପରେ କ୍ଷମା ମାଗିଲେ ଖାର୍ଗେ, ଭାବନାକୁ ଆଘାତ ଦେବା…

ନୂଆଦିଲ୍ଲୀ,୮।୪: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଗୁଜରାଟର ଲୋକଙ୍କ ସମ୍ପର୍କରେ ଦେଇଥିବା ବୟାନ ପାଇଁ କ୍ଷମା ପ୍ରାର୍ଥନା କରିଛନ୍ତି । ସେ କହିଛନ୍ତି ଯେ ସେ ସବୁବେଳେ ଗୁଜରାଟର…

ବଡ଼ ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ: ପ୍ରଥମ ୩ ବଲ୍‌ରେ କଲେ ଆଶ୍ଚର୍ଯ୍ୟଜନକ କାରନାମା

ମୁମ୍ବାଇ,୮।୪: ଭାରତୀୟ ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବୈଭବ ସୂର୍ଯ୍ୟବଂଶୀ ଯେତେବେଳେ କ୍ରିଜରେ ଥାଆନ୍ତି ସେତେବେଳେ ଝଡ଼ ପରି ଲାଗେ। IPL 2026ର ୧୩ତମ ମ୍ୟାଚରେ ମଧ୍ୟ ସମାନ କିଛି…

ଯୁଦ୍ଧବିରତି ପରେ ଭାରତୀୟଙ୍କୁ ତୁରନ୍ତ ଇରାନ ଛାଡ଼ିବାକୁ ନିର୍ଦ୍ଦେଶ, ହେଲ୍‌ପଲାଇନ ନମ୍ବର ଜାରି କରି…

ତେହରାନ,୮ା୪: ଇରାନରେ ବଢ଼ୁଥିବା ସଂଘର୍ଷ ମଧ୍ୟରେ ତେହରାନର ଭାରତୀୟ ଦୂତାବାସ ବୁଧବାର ଏକ ନୂଆ ସୁରକ୍ଷା ପରାମର୍ଶ ଜାରି କରିଛି। ଏଥିରେ ଇରାନରେ ରହୁଥିବା ଭାରତୀୟ ନାଗରିକମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri