Posted inଖେଳ

ପୁଣି ବିଶ୍ୱକପ୍‌ରେ ଭାରତ-ପାକିସ୍ତାନ ମ୍ୟାଚ୍‌

ଦୁବାଇ, ୧୫।୧୨: ୨୦୨୨ ମାର୍ଚ୍ଚ ୪ରୁ ନ୍ୟୁଜିଲାଣ୍ଡରେ ଆରମ୍ଭ ହେବାକୁ ଥିବା ମହିଳା ଦିନିକିଆ କ୍ରିକେଟ ବିଶ୍ୱକପ୍‌ର କାର୍ଯ୍ୟସୂଚୀ ଘୋଷଣା କରିଛି ଅନ୍ତର୍ଜାତୀୟ କ୍ରିକେଟ କାଉନ୍‌ସିଲ୍‌ (ଆଇସିସି)। ଏହି ଇଭେଣ୍ଟରେ ଭାରତ ପ୍ରଥମେ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନକୁ ଭେଟିବ। ଏହି ମ୍ୟାଚ ମାର୍ଚ୍ଚ ୬ରେ ଟୌରଙ୍ଗାଠାରେ ଖେଳାଯିବ।

ଭାରତ ଭଳି ଅଷ୍ଟ୍ରେଲିଆ ମଧ୍ୟ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ଗତଥରର ଚାମ୍ପିୟନ ଇଂଲଣ୍ଡ ବିପକ୍ଷ ମ୍ୟାଚ୍‌ରୁ ତା’ର ଅଭିଯାନ ଆରମ୍ଭ କରିବ। ଏହି ମ୍ୟାଚ ହାମିଲଟନର ଶେଡନ ପାର୍କରେ ଖେଳାଯିବ। ପ୍ରତିଯୋଗିତାରେ ଅଂଶଗ୍ରହଣକାରୀ ୮ ଦଳ ମଧ୍ୟରେ ନକଆଉଟ୍‌ ପର୍ଯ୍ୟାୟ ମ୍ୟାଚ୍‌କୁ ମିଶାଇ ୩୧ ଦିନରେ ମୋଟ ୩୧ଟି ମ୍ୟାଚ ଅନୁଷ୍ଠିତ ହେବ। ଇଭେଣ୍ଟର ସମସ୍ତ ମ୍ୟାଚ୍‌ ଅକ୍‌ଲାଣ୍ଡ, ଖ୍ରିଷ୍ଟଚର୍ଚ୍ଚ, ଡୁନେଡିନ, ହାମିଲଟନ, ଟୌରଙ୍ଗା ଓ ଓ୍ବେଲିଂଟନ ଆଦି ୬ଟି ଭେନ୍ୟୁରେ ହେବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପେସାଦାର ପ୍ରଦର୍ଶନ ନ କରିବାରୁ ସୁଆରେଜ ଦଣ୍ଡିତ

ନ୍ୟୁୟର୍କ,୩୦।୮: ୟୁଏସ୍‌ ଓପନ ଟୁର୍ନାମେଣ୍ଟ ପକ୍ଷରୁ କାର୍ଲା ସୁଆରେଜ ନାଭାରୋଙ୍କୁ ଗୁରୁବାର ଦଣ୍ଡିତ କରାଯାଇଛି। ସେ ପ୍ରଥମ ରାଉଣ୍ଡ ପରଫର୍ମାନ୍ସ ନିୟମ ଭଙ୍ଗ କରିଛନ୍ତି। ୩୦...

ଆଇପିଏଲ୍‌ ୧୨: ମୁମ୍ବାଇକୁ ଚତୁର୍ଥ ଟାଇଟଲ

ହାଇଦ୍ରାବାଦ, ୧୩।୫(ପି.ଟି.)- ରୋହିତ ଶର୍ମାଙ୍କ ନେତୃତ୍ୱାଧୀନ ମୁମ୍ବାଇ ଇଣ୍ଡିଆନ୍ସ ୨୦୧୯ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ଟାଇଟଲ ହାସଲ କରିଛି। ସ୍ଥାନୀୟ ରାଜୀବ ଗାନ୍ଧୀ ଆନ୍ତର୍ଜାତିକ...

ଅନ୍ତର୍ଜାତୀୟ ଅଲିମ୍ପିକ ଦିବସ ପାଳନ ଅବସରରେ ଓ୍ବେବିନାର୍‌

ନୂଆଦିଲ୍ଲୀ, ୨୪ା୬: ଅନ୍ତର୍ଜାତୀୟ ଅଲିମ୍ପିକ ଦିବସ ପାଳନ ଅବସରରେ ନାଭାଲ ଟାଟା ହକି ଏକାଡେମୀ ସହଯୋଗରେ ଓଡ଼ିଶା କ୍ରୀଡ଼ା ଓ ଯୁବ ସେବା ବିଭାଗ ପକ୍ଷରୁ...

ଅମିତାଭ ବଚ୍ଚନଙ୍କ ପାଇଁ ପ୍ରାର୍ଥନା କଲେ ଏହି ପାକିସ୍ତାନ କ୍ରିକେଟର

ବଲିଉଡ୍‌ ମେଗାଷ୍ଟାର ଅମିତାଭ ବଚ୍ଚନ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ତାଙ୍କ ଆରୋଗ୍ୟ କାମନା କରି ଦେଶର ବିଭିନ୍ନ ଯାଗାରେ ପୂଜାର୍ଚ୍ଚନା ଚାଲିଥିବା ଦେଖାଯାଇଛି। ଅମିତାଭ...

ଟେଷ୍ଟ କ୍ରିକେଟ ଇତିହାସରେ ନୂଆ ସିକ୍ସର କିଙ୍ଗ୍‌ ପାଲଟିଲେ ଷ୍ଟୋକ୍ସ

ନୂଆଦିଲ୍ଲୀ,୧୮।୨: ଇଂଲଣ୍ଡ ଅଧିନାୟକ ବେନ୍‌ ଷ୍ଟୋକ୍ସ ନ୍ୟୁଜିଲାଣ୍ଡର ପୂର୍ବତନ ଅଧିନାୟକ ତଥା ବର୍ତ୍ତମାନ ଇଂଲଣ୍ଡର କୋଚ୍‌ ବ୍ରେଣ୍ଡନ୍‌ ମ୍ୟାକ୍‌କୁଲମଙ୍କ ଟେଷ୍ଟ କ୍ରିକେଟରେ ସର୍ବାଧିକ ଛକାର ରେକର୍ଡ...

କିଏ ସେହି ଡାରିଲ ମିଚେଲ? ଇଂଲଣ୍ଡ ବିପକ୍ଷରେ ଚୌକା-ଛକା ବର୍ଷା କରି…

ଆବୁଧାବି,୧୧।୧୧: ଇଂଲଣ୍ଡଠାରୁ ୨୦୧୯ ଦିନିକିଆ ବିଶ୍ୱକପ ଫାଇନାଲ ହାରିବାର ପ୍ରତିଶୋଧ ନେଇଛି ନ୍ୟୁଜିଲ୍ୟାଣ୍ଡ। ବୁଧବାର ଏଠାକାର ଶେଖ ଜାଏଦ ଷ୍ଟାଡିୟମରେ ଖେଳାଯାଇଥିବା ମୁକାବିଲାକୁ କେନ ୱିଲିୟମସନଙ୍କ...

ଉଗାଣ୍ଡା ପାରା ବ୍ୟାଡମିଣ୍ଟନ: ପ୍ରମୋଦଙ୍କୁ ଡବଲ ସ୍ବର୍ଣ୍ଣ

କଟକ ଅଫିସ,୨୯ା୪- ଉଗାଣ୍ଡାର କାମ୍ପାଲା ସ୍ଥିତ ଲୁଗୋଗୋ ଇନ୍‌ଡୋର ଷ୍ଟାଡିୟମରେ ଚାଲିଥିବା ଉଗାଣ୍ଡା ପାରା ବ୍ୟାଡମିଣ୍ଟନ ଅନ୍ତର୍ଜାତୀୟ ଚାମ୍ପିୟନଶିପ୍‌ରେ ପୁଣି ଚମକିଛନ୍ତି ଓଡ଼ିଶାର ତାରକା ଖେଳାଳି...

କରାଟେରେ ବ୍ଲାକ୍‌ ବେଲ୍ଟ ଜିତିଛନ୍ତି ଏହି କ୍ରିକେଟର୍‌ଙ୍କ ସ୍ତ୍ରୀ

ନୂଆଦିଲ୍ଲୀ, ୨୧।୭- ଅଷ୍ଟ୍ରେଲିଆ କ୍ରିକେଟ୍‌ ଦଳର ପୂର୍ବତନ ଦ୍ରୁତ ବୋଲର ମିଚେଲ ଜନସନ ନିଜର ଶାଣିତ ବୋଲିଂ ଲାଗି ବିଶ୍ୱ କ୍ରିକେଟରେ ବେଶ୍‌ ପରିଚିତ ଲାଭ...

Advertisement
Archives

Model This Week