Posted inଖେଳ

ରେକର୍ଡରେ ଭାରତ-ପାକିସ୍ତାନ ମ୍ୟାଚ୍‌

ମୁମ୍ବାଇ,୯।୧୧: ଅକ୍ଟୋବର ୨୪ ତାରିଖରେ ଚଳିତ ଟି୨୦ ବିଶ୍ୱକପ୍‌ରେ ମୁହଁାମୁହିଁ ହୋଇଥିଲେ ଭାରତ ଓ ପାକିସ୍ତାନ। ଏହି ମ୍ୟାଚ୍‌ର ଭୁୟର୍ସ(ଦେଖଣାହାରୀ)ଙ୍କ ସଂଖ୍ୟା ରେକର୍ଡ ଭାଙ୍ଗିଛି। ପୂରା ବିଶ୍ୱରେ ମ୍ୟାଚ୍‌କୁ ୧୬୭ ନିୟୁତ ଦର୍ଶକ ଉପଭୋଗ କରିଥିଲେ। ଅନ୍ତର୍ଜାତୀୟ ଟି୨୦ କ୍ରିକେଟର ଇତିହାସରେ କୌଣସି ମ୍ୟାଚ୍‌କୁ ଏତେ ସଂଖ୍ୟକ ଭିୟୁର୍ସ ମିଳି ନ ଥିଲା। ପୂର୍ବରୁ ୨୦୧୬ ଟି୨୦ ବିଶ୍ୱକପ୍‌ରେ ଭାରତ ଓ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ଖେଳାଯାଇଥିବା ସେମିଫାଇନାଲକୁ ୧୩୬ ନିୟୁତ ଦେଖଣାହାରୀ ଉପଭୋଗ କରିଥିଲେ।

 

 


Enter your email to get our daily news in your inbox.

All Right Reserved By Dharitri.Com

ବିରାଟ-ରୋହିତଙ୍କୁ ଟେଷ୍ଟରୁ ଅବସର ନେବାକୁ କରାଯାଇଥିଲା ବାଧ୍ୟ! ଏହି ଖେଳାଳିଙ୍କ ବୟାନ ପରେ କ୍ରିକେଟ ଜଗତରେ ଝଡ

ନୂଆଦିଲ୍ଲୀ,୩୧।୧୨: କ୍ରିକେଟର ଦୁଇ ବଡ ନାମ ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ହଠାତ୍‌ ଟେଷ୍ଟ କ୍ରିକେଟରୁ ଅବସରକୁ ନେଇ ଚର୍ଚ୍ଚା ପୁଣି ଥରେ ତୀବ୍ର...

ସମୟସୀମା ମଧ୍ୟରେ ଯୁକ୍ତି ରଖିବେ ଆଇନଜୀବୀ

ନୂଆଦିଲ୍ଲୀ,୩୧ା୧୨: ସୁପ୍ରିମକୋର୍ଟ ନୂଆ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜିଓର (ଏସ୍‌ଓପି) ଜାରି କରିଛନ୍ତି, ଯେଉଁଥିରେ ଆଇନଜୀବୀମାନେ ଅଦାଲତରେ ସମସ୍ତ ନୋଟିସ୍‌ ପରବର୍ତ୍ତୀ ଏବଂ ନିୟମିତ ଶୁଣାଣିରେ ଯୁକ୍ତି...

ବରଗଡ଼କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ୧୩ କୋଟି ଟଙ୍କା ବ୍ୟୟ ଅଟକଳରେ ହେବ ଧନୁଯାତ୍ରା ମହୋତ୍ସବର ସ୍ଥାୟୀ ରାଜମହଲ

ମଥୁରାନଗରୀ,୩୧।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବ ସବୁଠାରୁ ଅନନ୍ୟ ଓ ନିଆରା। କେବଳ ବରଗଡ଼, ପଶ୍ଚିମ ଓଡ଼ିଶା, ଓଡ଼ିଶା କିମ୍ବା ଭାରତ ନୁହେଁ, ଦେଶ ବାହାର...

ଚମକିଲେ କୁନି ଝିଅ: ଇଫ୍ରାତ୍‌ ଜୋଏଲ୍‌ଙ୍କୁ ଲିଟିଲ ମିସ୍‌ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ଟାଇଟଲ୍‌

ଲୋଇସିଂହା,୩୧ା୧୨(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗ୍‌ଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ସୋମବାର ଆୟୋଜିତ ଲିଟିଲ ମିସ୍‌ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀରର କୁନି ଝିଅ...

ବ୍ଲକ୍‌ ପ୍ରଶାସନର ବିଚିତ୍ର ନୀତି: ଅଙ୍ଗନଓ୍ବାଡି କେନ୍ଦ୍ର ନିର୍ମାଣ ପାଇଁ ରାସ୍ତାରେ ଗାତଖୋଳା

ଲୋଇସିଂହା,୩୧ା୧୨(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଞ୍ଚଳର ଅନେକ ସରକାରୀ ଜମି ଜବରଦଖଲକାରୀଙ୍କ କବ୍‌ଜ୍ଜାରେ ରହିଛି। ହେଲେ ଲୋଇସିଂହା ବ୍ଲକ୍‌ ପ୍ରଶାସନ ପକ୍ଷରୁ ଏକ...

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri