Posted inଖେଳ

ରେକର୍ଡରେ ଭାରତ-ପାକିସ୍ତାନ ମ୍ୟାଚ୍‌

ମୁମ୍ବାଇ,୯।୧୧: ଅକ୍ଟୋବର ୨୪ ତାରିଖରେ ଚଳିତ ଟି୨୦ ବିଶ୍ୱକପ୍‌ରେ ମୁହଁାମୁହିଁ ହୋଇଥିଲେ ଭାରତ ଓ ପାକିସ୍ତାନ। ଏହି ମ୍ୟାଚ୍‌ର ଭୁୟର୍ସ(ଦେଖଣାହାରୀ)ଙ୍କ ସଂଖ୍ୟା ରେକର୍ଡ ଭାଙ୍ଗିଛି। ପୂରା ବିଶ୍ୱରେ ମ୍ୟାଚ୍‌କୁ ୧୬୭ ନିୟୁତ ଦର୍ଶକ ଉପଭୋଗ କରିଥିଲେ। ଅନ୍ତର୍ଜାତୀୟ ଟି୨୦ କ୍ରିକେଟର ଇତିହାସରେ କୌଣସି ମ୍ୟାଚ୍‌କୁ ଏତେ ସଂଖ୍ୟକ ଭିୟୁର୍ସ ମିଳି ନ ଥିଲା। ପୂର୍ବରୁ ୨୦୧୬ ଟି୨୦ ବିଶ୍ୱକପ୍‌ରେ ଭାରତ ଓ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ଖେଳାଯାଇଥିବା ସେମିଫାଇନାଲକୁ ୧୩୬ ନିୟୁତ ଦେଖଣାହାରୀ ଉପଭୋଗ କରିଥିଲେ।

 

 


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କେକେଆର ବୋଲରଙ୍କ ଉପରେ ଭାରି ପଡ଼ିଲେ ସିଏସ୍‌କେ ଓପନର

ମୁମ୍ବାଇ,୨୧।୪: କୋଲକାତା ନାଇଟ୍‌ ରାଇଜଡର୍ସ (କେକେଆର)ର ବୋଲରଙ୍କ ଉପରେ ଭାରି ପଡ଼ିଲେ ସିଏସ୍‌କେର ବ୍ୟାଟ୍ସମ୍ୟାନ। ପ୍ରଥମେ ଚେନ୍ନାଇ ସୁପର କିଙ୍ଗ୍ସର ଓପନର ଛକା ଓ ଚୌକାର...

ବିରାଟ ଧମାଲ୍‌:ଚୌକା ମାରି ଶତକ ପୂରଣ କଲେ କୋହଲି

ପୁଣେ, ୧୧।୧୦: ଦକ୍ଷିଣ ଆଫ୍ରିକା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଭାରତୀୟ ଅଧିନାୟକ ବିରାଟ କୋହଲି ଶତକ ଅର୍ଜନ କରିଛନ୍ତି। ସେ ଚୌକା ମାରି ଟେଷ୍ଟରେ ୨୬ତମ...

ଜନ୍ମଦିନ ପାଳିବେ ନାହିଁ ତେନ୍ଦୁଲକର

ନୂଆଦିଲ୍ଲୀ, ୨୩ା୪ (ପି.ଟି.)-କ୍ରିକେଟ କିମ୍ବଦନ୍ତୀ ସଚିନ ତେନ୍ଦୁଲକର ଏବର୍ଷ ତାଙ୍କ ଜନ୍ମଦିନ ପାଳିବେ ନାହିଁ। ଶୁକ୍ରବାର ସେ ୪୭ ବର୍ଷରେ ପଦାର୍ପଣ କରିବେ। ଭାରତରେ କୋଭିଡ୍‌-୧୯...

ପ୍ରିକ୍ୱାର୍ଟରରେ ଲିଭରପୁଲ, ଚେଲସି

ପ୍ୟାରିସ,୧୧।୧୨- ଚଳିତ ସିଜନର ୟୁଏଫା ଚାମ୍ପିୟନ୍ସଲିଗ୍‌ର ପ୍ରି-କ୍ୱାର୍ଟର ଫାଇନାଲରେ ଲିଭରପୁଲ ଓ ଚେଲସି ସ୍ଥାନ ପକ୍କା କରିଛନ୍ତି। ଅନ୍ୟପକ୍ଷରେ ଆଜାକ୍ସ ଓ ଇଣ୍ଟର ମିଲନ ଭଳି...

ଟୋକିଓ ଅଲିମ୍ପିକ୍‌: ଏବେ ବି ଅଛି ଦୂତୀଙ୍କ ଆଶା

ଭୁବନେଶ୍ୱର, ୩୦।୬(କ୍ରୀଡ଼ା ପ୍ରତିନିଧି)- ଜାପାନର ଟୋକିଓରେ ଜୁଲାଇ ୨୩ରୁ ଅଗଷ୍ଟ ୮ ପର୍ଯ୍ୟନ୍ତ ଅଲିମ୍ପିକ୍ସ ଅନୁଷ୍ଠିତ ହେବ। କ୍ୱାଲିଫାଇଂ ପାଇଁ ଡେଡ୍‌ଲାଇନ୍‌ ଶେଷ ହୋଇଥିବାରୁ ଏବେ...

ଅନୁଷ୍କାଙ୍କ ସହ ନ୍ୟୁଜିଲାଣ୍ଡରେ ଭାଲେଣ୍ଟାଇନ୍‌ସ ଡେ’ ପାଳିଲେ କୋହଲି

ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ନ୍ୟୁଜିଲାଣ୍ଡରେ ସ୍ତ୍ରୀ ଅନୁଷ୍କା ଶର୍ମାଙ୍କ ସହ ଭାଲେଣ୍ଟାଇନ୍ସ ଡେ’ ପାଳନ କରିଛନ୍ତି। ଭାରତୀୟ ଦଳ ଏବେ ନ୍ୟୁଜିଲାଣ୍ଡ...

ଟିମ୍‌ ଇଣ୍ଡିଆର ସଦସ୍ୟଙ୍କୁ ଘୁଷୁରି, ଗୋମାଂସ ଖାଇବା ମନା

ନୂଆଦିଲ୍ଲୀ,୨୩।୧୧: ଆସନ୍ତା ଗୁରୁବାରଠାରୁ ନ୍ୟୁଜିଲାଣ୍ଡ ସହ ଦୁଇ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ୍‌ ଖେଳିବାକୁ ଯାଉଛି ଭାରତୀୟ ଦଳ। କାନପୁର ଟେଷ୍ଟ ପୂର୍ବରୁ ଏକ ନିର୍ଦ୍ଦିଷ୍ଟ...

ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ଆବେଦନ ତାରିଖ ଘୁଞ୍ଚିବ

ଭୁବନେଶ୍ୱର, ୨୮।୩ (କ୍ରୀଡ଼ା ପ୍ରତିନିଧି)- କରୋନା ଭାଇରସ ସଂକ୍ରମଣ ଏବେ ସାରା ବିଶ୍ୱରେ କାୟା ବିସ୍ତାର କରିଛି। ସଂକ୍ରମଣକୁ କିପରି ରୋକାଯାଇ ପାରିବ ଏବଂ ଏଥିରୁ...

Advertisement


Archives

Model This Week