Categories: Home Leftଖେଳ

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା ରହିବ ଓ ବ୍ୟାଟରଙ୍କ ପରୀକ୍ଷା ନେବ।

ଗତ ଶୁକ୍ରବାର ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ୨୩ ରନରେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ଭାରତ-ପାକିସ୍ତାନ ମ୍ୟାଚ୍‌ ଖେଳାଯିବ। କୌତୁହଳର ବିଷୟ ଯେ, ଏଠାରେ ଖେଳାଯାଇଥିବା ମ୍ୟାଚ୍‌ରେ ପେସରଙ୍କ ପ୍ରାଧାନ୍ୟ ରହିଥିଲା।