ଭାରତ ପାକିସ୍ତାନ ଯୁଦ୍ଧ: କରାଚୀ ବନ୍ଦରରେ ଭାରତୀୟ ନୌସେନାର ବଡ଼ ହମଲା

ଇସଲାମାବାଦ,୮।୫:

ଭାରତ ପାକିସ୍ତାନ ଉପରେ ଆକ୍ରମଣ କରିବା ସମୟରେ ପାକିସ୍ତାନର କରାଚୀ ବନ୍ଦରରୁ ଏକାଧିକ ବିସ୍ଫୋରଣ ହୋଇଥିବା ଖବର ମିଳିଛି। ଭାରତୀୟ ନୌସେନା ପାକିସ୍ତାନର ପ୍ରମୁଖ ବାଣିଜ୍ୟ ଓ ସାମରିକ କେନ୍ଦ୍ର କରାଚୀ ବନ୍ଦର ଉପରେ ଏକ ବଡ଼ ଧରଣର ଆକ୍ରମଣ କରିଥିବା ଖବର ମିଳିଛି। ଏହି ଆକ୍ରମଣ ଅପରେସନ ସିନ୍ଦୂରର ଏକ ଅଂଶ ବୋଲି ଅନୁମାନ କରାଯାଉଛି, ଯେଉଁଥିରେ ଭାରତ ପାକିସ୍ତାନର ଆତଙ୍କବାଦୀ ଶିବିର ଏବଂ ସାମରିକ ସ୍ଥାପନାଗୁଡ଼ିକୁ ଟାର୍ଗେଟ କରିଛି।

ସୂତ୍ର ଅନୁସାରେ, ଭାରତୀୟ ନୌସେନାର ପ୍ରଥମ ଦେଶୀୟ ବିମାନବାହୀ ଜାହାଜ ଆଇଏନଏସ ବିକ୍ରାନ୍ତ ଏବଂ ଅନ୍ୟାନ୍ୟ ଯୁଦ୍ଧଜାହାଜ ଅରବ ସାଗରରୁ କରାଚୀ ବନ୍ଦରରେ ସଠିକ ମିସାଇଲ ଏବଂ ଡ୍ରୋନ ଆକ୍ରମଣ କରିଛି। ଏହି ଆକ୍ରମଣରେ ପାକିସ୍ତାନୀ ନୌସେନାର କେତେକ ଜାହାଜ ଏବଂ ବନ୍ଦରରେ ଥିବା ସାମରିକ ସ୍ଥାନ ଗୁଡିକୁ ଟାର୍ଗେଟ କରାଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜେଲରେ ୨ ବିରୋଧୀ ଗୋଷ୍ଠୀ ମଧ୍ୟରେ ସଂଘର୍ଷ: ୨୫ ମୃତ

କଲମ୍ବୋ,୬ା୭(ପି.ଟି.):ଶ୍ରୀଲଙ୍କାର ପଶ୍ଚିମ ଉପକୂଳ ସହର ନେଗୋମ୍ବୋରସ୍ଥିତ ଏକ ଜେଲରେ ସଂଘର୍ଷ ଘଟି ୨୫ ଜଣଙ୍କ ମୃତ୍ୟୁ ଘଟିଥିବା କର୍ତ୍ତୃପକ୍ଷ ସୋମବାର କହିଛନ୍ତି। ସାମର୍ଥ୍ୟଠାରୁ ଅଧିକ ବନ୍ଦୀ ରହିଥିବା…

ନୀରବ ମୋଦିଙ୍କ ଭାରତ ଫେରିବା ପାଇଁ ପଥ ପରିଷ୍କାର: ହାରିଗଲେ ଶେଷ ଆଇନଗତ ଲଢ଼େଇ

ନୂଆଦିଲ୍ଲୀ,୬।୭: ପଳାତକ ଭାରତୀୟ ହୀରା ବ୍ୟବସାୟୀ ନୀରବ ମୋଦିଙ୍କ ଭାରତ ଫେରିବା ପାଇଁ ପଥ ପରିଷ୍କାର ହୋଇଛି। ସେ ୟୁରୋପୀୟ କୋର୍ଟରେ ତାଙ୍କର ଶେଷ ଆଇନଗତ ଲଢ଼େଇ…

କ୍ରିଷ୍ଣ ମୋହନଙ୍କୁ ମିଳିଲା ଗୁରୁଦାୟିତ୍ୱ: ଜାଣନ୍ତୁ ସେ କିଏ

ନୂଆଦିଲ୍ଲୀ,୬।୭: ଅଯୋଧ୍ୟା ରାମମନ୍ଦିର ଦାନ ଅର୍ଥ ଆତ୍ମସାତ ଅଭିଯୋଗ ପରେ ଶ୍ରୀରାମ ଜନ୍ମଭୂମି ତୀର୍ଥକ୍ଷେତ୍ର ଟ୍ରଷ୍ଟର ସାଧାରଣ ସମ୍ପାଦକ ଚମ୍ପତ ରାୟ ଓ ସଦସ୍ୟ ଅନିଲ ମିଶ୍ରା…

ଜିମ୍ବାଓ୍ବେ ବିପକ୍ଷ ଟି୨୦ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା: ସଞ୍ଜୁ ସାମସନ ବାଦ୍‌

ନୂଆଦିଲ୍ଲୀ, ୬ା୭: ଚଳିତମାସ ପରବର୍ତ୍ତୀ ଭାଗରେ ଖେଳାଯିବାକୁ ଥିବା ଜିମ୍ବାଓ୍ବେ ବିପକ୍ଷ ଅନ୍ତର୍ଜାତୀୟ ଟି୨୦ କ୍ରିକେଟ ସିରିଜ ପାଇଁ ସୋମବାର ଭାରତୀୟ ଦଳ ଘୋଷଣା କରାଯାଇଛି। ଚୟନକର୍ତ୍ତାମାନେ…

ହଠାତ୍‌ ପ୍ରଧାନମନ୍ତ୍ରୀ ମୋଦିଙ୍କ ବିମାନ ଚାରିପଟେ ଘୁରିବୁଲିଲା ଇଣ୍ଡୋନେସିଆର ବାୟୁସେନାର ଲଢ଼ୁଆ ବିମାନ: ଆଉ ତା’ପରେ…ଦେଖନ୍ତୁ VIDEO

ନୂଆଦିଲ୍ଲୀ,୬।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତିନିଟି ରାଷ୍ଟ୍ର ଗସ୍ତରେ ଅଛନ୍ତି। ଗସ୍ତର ପ୍ରଥମ ପର୍ଯ୍ୟାୟରେ ସେ ଇଣ୍ଡୋନେସିଆରେ ପହଞ୍ଚିଛନ୍ତି। ଏଠାରେ ତାଙ୍କୁ ରାଜଧାନୀ ଜାକର୍ତ୍ତାରେ ଜୋରଦାର ସ୍ବାଗତ…

ଅଗ୍ନିବୀରଙ୍କ ପାଇଁ ଖୁସିଖବର: ସେନାରେ ବଢ଼ିବ ସ୍ଥାୟୀ କୋଟା!

ନୂଆଦିଲ୍ଲୀ,୬।୭: ‘ଅଗ୍ନିବୀର’ ଯୋଜନା ଦେଶର ସବୁଠାରୁ ଚର୍ଚ୍ଚିତ ସାମରିକ ପଦକ୍ଷେପ ମଧ୍ୟରୁ ଗୋଟିଏ। କିନ୍ତୁ ଏହା ଦେଶରେ ବହୁତ ବିରୋଧର ସମ୍ମୁଖୀନ ହୋଇଥିଲା। ଏହି ଯୋଜନା ଅଧୀନରେ…

ଟିଏମସିରେ ଫାଟ ପରେ ବି କମିନି ମମତାଙ୍କ ଦବଦବା; ତାଙ୍କ ବିନା ରାଜ୍ୟ ସଭାର ଗୋଟିଏ ବି ସିଟ୍‌ ଜିତିପାରିବେନି…

କୋଲକାତା,୬।୭: ପଶ୍ଚିମବଙ୍ଗରେ ରାଜ୍ୟସଭାର ତିନୋଟି ଆସନ ପାଇଁ ନିର୍ବାଚନ କମିଶନ ଉପ-ନିର୍ବାଚନ ଘୋଷଣା କରିଛନ୍ତି। ଏହି ଆସନଗୁଡ଼ିକ ପାଇଁ ଜୁଲାଇ ୨୪ରେ ମତଦାନ ହେବ ଏବଂ ସେହି…

ଗାଈ ଚରାଇବା ବେଳେ ମାଡ଼ିବସିଲା ସିଂହ, ଗୋଡ଼କୁ ଧରି…

ନୂଆଦିଲ୍ଲୀ,୬।୭:  ଗୁଜୁରାଟର ପାଲିଟାନାରୁ ଏକ ଆଶ୍ଚର୍ଯ୍ୟଜନକ ଭିଡିଓ ସାମ୍ନାକୁ ଆସିଛି । ଭିଡିଓରେ, ଏକ ସିଂହ ଜଣେ ବ୍ୟକ୍ତିଙ୍କୁ ଆକ୍ରମଣ କରିବା ପରେ ତାଙ୍କ ଗୋଡକୁ ଧରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri