୧୬୦ କୋଟି କରୋନା ଟିକା କିଣିବା ପାଇଁ ଭାରତର ଯୋଜନା

ନୂଆଦିଲ୍ଲୀ,୫।୧୨: ଭାରତ ୧୬୦ କୋଟି କରୋନା ଟିକା କିଣିବା ପାଇଁ ଯୋଜନା କରିଛି। ପୃଥିବୀର ବିଭିନ୍ନ ଦେଶର ବିଶେଷଜ୍ଞମାନଙ୍କ ପକ୍ଷରୁ କରାଯାଇଥିବା ବିଶ୍ଳେଷଣ ରିପୋର୍ଟରେ ଏହା ଉଲ୍ଲେଖ କରାଯାଇଛି। ଦେଶର ୬୦ ପ୍ରତିଶତ ଲୋକଙ୍କୁ କରୋନା ଟିକା ଦିଆଯିବ। ଏହାଦ୍ୱାରା ୮୦ କୋଟି ପାଖାପାଖି ଲୋକଙ୍କଠାରେ ଟିକାର ପ୍ରୟୋଗ କରାଯାଇ ଯାଇ ପାରିବ। ଅବଶିଷ୍ଟ ଲୋକଙ୍କ ମଧ୍ୟରେ ହର୍ଡ ଇମ୍ୟୁନିଟି ସୃଷ୍ଟି କରାଯିବାର ଯୋଜନା କରାଯାଇଛି। ଭାରତ ସର୍ବାଧିକ ସଂଖ୍ୟକ ଟିକା କିଣିବାକୁ ଚାହୁଁଥିବା ବୋଲି ରିପୋର୍ଟରେ ପ୍ରକାଶ ପାଇଛି। ସେହିପରି ୟୁରୋପୀୟ ସଂଘ ୧୫୮ କୋଟି ଟିକା କିଣିବାକୁ ପ୍ରସ୍ତୁତି ଆରମ୍ଭ କରିଥିବା ବିଶେଷଜ୍ଞମାନେ ମତପୋଷଣ କରିଛନ୍ତି। ୨୦୨୧ ଜୁଲାଇ ସୁଦ୍ଧା ଭାରତ ୨୫ରୁ ୩୦ କୋଟି ଲୋକଙ୍କ ପାଇଁ ୪୦ରୁ ୫୦ କୋଟି ଟିକା କିଣିବ। ପରବର୍ତ୍ତୀ ସମୟରେ ଅବଶିଷ୍ଟ ଟିକା କିଣାଯିବ ବୋଲି ରିପୋର୍ଟରେ ଦର୍ଶାଯାଇଛି। ପ୍ରଥମ ପର୍ଯ୍ୟାୟରେ କିଣାଯାଇଥିବା ଟିକା ୬୫ ବର୍ଷରୁ ଅଧିକ ବୟସ୍କ ବ୍ୟକ୍ତି ବିଶେଷ, ସାସ୍ଥ୍ୟକର୍ମୀ, ଡାକ୍ତର, ନର୍ସ ଏବଂ ଜରୁରୀକାଳୀନ ସେବା ଯୋଗାଇ ଦେଉଥିବା କର୍ମଚାରୀଙ୍କୁ ପ୍ରଦାନ କରାଯିବ। ଏହାପରେ ଅନ୍ୟ ଲୋକଙ୍କ ଟିକାକରଣ କରାଯିବ ବୋଲି ରିପୋର୍ଟରେ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨୦୧୯-୨୦ ଆର୍ଥିକ ବଜେଟ ମୁଖ୍ୟାଂଶ: ୧ କୋଟି ଯୁବକଙ୍କ ପାଇଁ ଆସିବ ସ୍କିଲ ଯୋଜନା

ନୂଆଦିଲ୍ଲୀ, ୫।୭: ଶିକ୍ଷା ପାଇଁ ଚଳିତ ବଜେଟରେ କେନ୍ଦ୍ର ସରକାର ନୂଆ ଯୋଜନାମାନ ଆପଣାଇଛନ୍ତି। ବଜେଟ୍‌ ମୁଖ୍ୟାଂଶ -ଉଚ୍ଚଶିକ୍ଷା ପାଇଁ ୪୦୦ କୋଟିର ବ୍ୟୟ ବରାଦ,...

ଶ୍ମଶାନ ବାହାରେ ମୃତଦେହର ଲମ୍ବା ଲାଇନ୍‌: ସରକାର ମୃତ୍ୟୁ ସଂଖ୍ୟା ଲୁଚାଉଥିବା ଅଭିଯୋଗ…

ନୋଏଡା,୨୨।୪: କରୋନା ସଂକ୍ରମଣ ନେଇ ଅସମ୍ଭାଳ ସ୍ଥିତି ସୃଷ୍ଟି ହୋଇଛି। ନୋଏଡ଼ାରେ ଅନ୍ତିମ ସଂସ୍କାର ପାଇଁ ଶ୍ମଶାନ ବାହାରେ ମୃତଦେହର ଲମ୍ବା ଲାଇନ୍‌ ଲାଗିଛି। ଶ୍ମଶାନରେ...

ଶୁଭେନ୍ଦୁ ଆସିବେ ବୋଲି ଜାଣି ରାଗିଗଲେ ଦିବି

କୋଲକତା,୨୮।୫: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାତ୍ୟା ‘ୟାସ୍‌’ ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିଛନ୍ତି। ଓଡ଼ିଶା ଏବଂ ପଶ୍ଚିମବଙ୍ଗରେ ବାତ୍ୟାଞ୍ଚଳ ପରିଦର୍ଶନ କରି ସମ୍ପୃକ୍ତ ରାଜ୍ୟ...

କରୋନାକୁ ନେଇ ଏବେବି ମିଛ କହୁଛି ଚାଇନା!

ୱାଶିଂଟନ,୮ ।୨: ଏବେ ଯଦିଓ କରୋନା ମହାମାରୀର ପ୍ରକୋପ ଚାଇନାରେ କମ୍ ହୋଇଯାଇଛି ତଥାବି ବିଶେଷଜ୍ଞଙ୍କ କହିବା କଥା ହେଲା କରୋନାକୁ ନେଇ ଏବେବି କିଛି...

କୋଭିଡ୍‌ ରୋଗୀଙ୍କ ପାଇଁ ହସ୍ପିଟାଲରେ ନାହିଁ ଶଯ୍ୟା

ବେଜିଂ,୫।୧: ଚାଇନା ରାଜଧାନୀ ବେଜିଂରେ କୋଭିଡ୍‌ ସଂକ୍ରମଣ ଉତ୍କଟ ରୂପ ଧାରଣ କରିଛି। ରୋଗୀ ଚିକିତ୍ସା ପାଇଁ ହସ୍ପିଟାଲଗୁଡ଼ିକରେ ଶଯ୍ୟା ଅଭାବ ଦେଖାଯାଇଛି। ରୋଗୀ, ବିଶେଷ...

ଏହି ଅପରାଧ ଯୋଗୁ ବିବାହ ବେଦୀରୁ ବରଙ୍କୁ ଉଠାଇ ନେଲେ ପୋଲିସ…

ଜଳନ୍ଧର,୨୬।୪: ପପଞ୍ଜାବରେ କରୋନା ସଂକ୍ରମଣ ଅସମ୍ଭାଳ ହେବାରେ ଲାଗିଛି। ଏପରିସ୍ଥଳେ ରାଜ୍ୟ ସରକାରଙ୍କ ପକ୍ଷରୁ ସପ୍ତାହନ୍ତ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏହା ସହିତ ବିବାହ ଉତ୍ସବରେ...

କରୋନା ସଂକ୍ରମଣ ହେବା ପରେ ସମ୍ପୂର୍ଣ୍ଣ ଠିକ୍‌ ହେବାକୁ କେତେ ସମୟ ଲାଗିଥାଏ

ଓ୍ବାଶିଂଟନ,୧୯।୪: କରୋନା ଭାଇରସ ଏବେ ସାରା ବିଶ୍ୱରେ ବ୍ୟାପି ସାରିଛି। ହେଲେ ଏହାର ସଠିକ୍‌ ଚିକିତ୍ସା ପଦ୍ଧତି ଏପର୍ଯ୍ୟନ୍ତ ମିଳି ନ ଥିବାରୁ ଏଥିରେ ପୀଡିତ...

ଏପ୍ରିଲ ୧୭ ଯାଏ ନ୍ୟାୟିକ ହେପାଜତରେ ରହିବେ ସିସୋଡିଆ

ନୂଆଦିଲ୍ଲୀ,୫।୪: ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତଥା ଏଏପି ନେତା ମନୀଷ ସିସୋଡିଆଙ୍କ ପାଇଁ ପୁଣି ଅଡୁଆ ବଢିଲା। ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ବୁଧବାର ରୌଜ ଏଭିନ୍ୟୁ...

Advertisement
Archives

Model This Week