କୃଷ୍ଣ ସାଗରରେ ଶସ୍ୟ ରପ୍ତାନୀ ଜାରି ରଖିବାକୁ ଜାତିସଂଘର ଉଦ୍ୟମ, ଭାରତ କଲା ସମର୍ଥନ

ଜାତିସଂଘ,୪।୮: ଋଷିଆ କୃଷ୍ଣ ସାଗର ଶସ୍ୟ ଚୁକ୍ତିରୁ ଓହରିବା ପରେ ଭାରତ ସରକାର ଏକ ଘୋଷଣାନାମା ଜାରି କରି ଭାରତରୁ ଅଣ-ବାସୁମତୀ ଧଳା ଚାଉଳ ରପ୍ତାନୀରେ ନିଷେଧାଦେଶ ଜାରି କରିଛନ୍ତି। ଯାହାକୁ ନେଇ ଆର୍ନ୍ତଜାତୀୟ ସ୍ତରରେ ପ୍ରତିକ୍ରିୟା ପ୍ରକାଶ ପାଇଛି। ତେବେ ଏହି ସମସ୍ୟାକୁ ସମାଧାନ ପାଇଁ ଜାତିସଂଘ ଚେଷ୍ଟା କରୁଛି। ଜାତିସଂଘରେ ଭାରତର ସ୍ଥାୟୀ ପ୍ରତିନିଧୀ ରୁଚିରା କାମ୍ବୋଜ ଜାତିସଂଘର ମହାସଚିବଙ୍କ ଉଦ୍ୟମକୁ ପ୍ରଶଂସା କରିବା ସହ ଭାରତ ତାଙ୍କୁ ସମର୍ଥନ କରୁଛି ବୋଲି କହିଛନ୍ତି।

ଜାତିସଂଘକୁ ସମାଧାନ କରି କାମ୍ବୋଜା କହିଛନ୍ତି, ବର୍ତ୍ତମାନ ଚାଲିଥିବା ସମସ୍ୟାକୁ ଶୀଘ୍ର ସମାଧାନ ପାଇଁ ଭାରତ ମଧ୍ୟ ଆଶାପୋଷଣ କରିଛି। ଜାତିସଂଘ ସଭାପତି ଓ ଆମେରିକା ଏହି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଧ୍ୟାନ ଆକର୍ଷଣ କରିଥିବାରୁ ସେ ଆମେରିକାକୁ ପ୍ରଶଂସା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାଉନସୁଗାର ଜବତ: ମହିଳାଙ୍କ ସମେତ ୪ ଜଣଙ୍କୁ ବାନ୍ଧିଲା ପୋଲିସ

ବଞ୍ଚୋ/ହାଟଡିହୀ/ଛେନାପଦୀ,୨୭ା୬(ପ୍ରଦୋଷ ବିଶ୍ୱାଳ/ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ଏବଂ ଆନନ୍ଦପୁର ଏସ୍‌ଡିପିଓ ଚଢ଼ାଉ କରି ୧୨ ଗ୍ରାମ ବ୍ରାଉନସୁଗାର ଜବତ କରିବା ସହ ଏଥିରେ…

ଅଜଣା ଗାଡ଼ି ଧକ୍କାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ : ପୋଲିସର ତଦନ୍ତ ଜାରି

ଛତ୍ରପୁର,୨୭।୬ ଦିଲ୍ଲୀପ ସାମଲ : ଚମାଖଣ୍ଡି ଥାନା ଅଧୀନ କାଳିଆବାଲି ଛକ ନିକଟସ୍ଥ ରାସ୍ତାରେ ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ମୃତକ…

କାର୍‌କୁ ଧକ୍କା ଦେଇ ଓଲଟିଲା ଟାୟାର ବୋଝେଇ ଟ୍ରକ୍‌, ଡ୍ରାଇଭରଙ୍କ ସମେତ…

ମୋହନା,୨୭ା୬(ମନ୍ମଥ ମିଶ୍ର): କାର୍‌କୁ ଧକ୍କା ଦେଇ ଓଲଟି ପଡ଼ିଛି ଟାୟାର ବୋଝେଇ ଟ୍ରକ୍‌। ଡ୍ରାଇଭରଙ୍କ ସମେତ ୫ ଆହତ ହୋଇଛନ୍ତି। ଗଜପତି ଜିଲା ଅଡ଼ବା ଥାନା ନାଳାଘାଟ…

ବିରାଟ କୋହଲି ହଠାତ ଟେଷ୍ଟ କ୍ରିକେଟରୁ କାହିଁକି ନେଇଥିଲେ ସନ୍ନ୍ୟାସ? ହେଲା ବଡ଼ ଖୁଲାସା…

ନୂଆଦିଲ୍ଲୀ,୨୭।୬: ଭାରତୀୟ କ୍ରିକେଟର ‘ରନ ମେଶିନ’ ବିରାଟ କୋହଲି ଟେଷ୍ଟ କ୍ରିକେଟରୁ ଅବସର ନେବାକୁ ପ୍ରାୟ ବର୍ଷେରୁ ଅଧିକ ସମୟ ବିତିଗଲାଣି। ହେଲେ ଆଜି ବି ପ୍ରଶଂସକଙ୍କ…

ହର୍ମୁଜ ଦେଇ ଯାଉଥିବା ଜାହାଜଗୁଡ଼ିକୁ ଦେବାକୁ ପଡ଼ିବ ଟ୍ୟାକ୍ସ! ଇରାନ-ଆମେରିକା କଥାବାର୍ତ୍ତା ମଧ୍ୟରେ ଓମାନ କହିଲା…

ମସ୍କାଟ,୨୭ା୬: ଇରାନ-ଆମେରିକା କଥାବାର୍ତ୍ତା ମଧ୍ୟରେ ଓମାନ ହର୍ମୁଜ ପ୍ରଣାଳୀ ଆଉ ପୂର୍ବ ପରି ଚାଲିପାରିବ ନାହିଁ। ରଣନୈତିକ ସମୁଦ୍ର ପଥରେ ପରିବହନ କରୁଥିବା ଜାହାଜଗୁଡ଼ିକୁ ଭବିଷ୍ୟତରେ କୌଣସି…

ଆସିଲେ ନାହିଁ ଭାଜପା ଅତିଥି, ଏନ୍‌ଏସି ଅଧ୍ୟକ୍ଷ କଲେ ଗୋଷ୍ଠୀକେନ୍ଦ୍ର ଉଦ୍‌ଘାଟନ, ପୂରା ଘଟଣା ଜାଣିଲେ…

କେସିଙ୍ଗା,୨୭ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସିର ବଗାଡ଼ ଓ୍ବାର୍ଡ ନଂ ୨ରେ ନବନିର୍ମିତ ଗୋଷ୍ଠୀ କେନ୍ଦ୍ରକୁ ନଗରପାଳ ନୃପରାଜ ଯାଦବଙ୍କ କରକମଳରେ ଶନିବାର ଉଦ୍‌ଘାଟିତ ହୋଇଛି।…

ଦେଶରେ ହାଇ ଆଲର୍ଟ: ମାଡ଼ିଆସୁଛି ୨ଟି ଭୟଙ୍କର ବାତ୍ୟା; ୩ ଦେଶକୁ କରିବ ଛାରଖାର!

ନୂଆଦିଲ୍ଲୀ,୨୭।୬: ପ୍ରଶାନ୍ତ ମହାସାଗରର ଉତ୍ତର-ପଶ୍ଚିମ ଭାଗରେ ସୃଷ୍ଟି ହୋଇଥିବା ଶକ୍ତିଶାଳୀ କ୍ରାନ୍ତୀୟ ବାତ୍ୟା (ଟାଇଫୁନ୍) ‘ମେଖଲା’ ଜାପାନ ଏବଂ ଏହାର ଆଖପାଖ ଦ୍ୱୀପପୁଞ୍ଜ ଆଡ଼କୁ ମାଡ଼ି ଚାଲିଛି।…

ବିଷ ବୋତଲ ଧରି ଧାରଣାରେ ଚାଷୀ, ଟୋକନ ନ ମିଳିଲେ ପିଇବାକୁ ଦେଲେ ଧମକ

ବରଗଡ଼,୨୭ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ହେଲେ ଜିଲାର ଅନେକ ଚାଷୀଙ୍କୁ ଏପର୍ଯ୍ୟନ୍ତ ଧାନବିକ୍ରି ଟୋକନ ମିଳିନାହିଁ। ଏହାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri