India Post GDS Recruitment: ଭାରତୀୟ ଡାକ ବିଭାଗରେ ଆସିଲା ବଡ଼ ନିଯୁକ୍ତି, ଏହିଦିନ ଶେଷ ତାରିଖ, ଦରମା ମିଳିବ…

ନୂଆଦିଲ୍ଲୀ,୧୨।୨: ଭାରତୀୟ ଡାକ ବିଭାଗ ବମ୍ପର ନିଯୁକ୍ତି ଘୋଷଣା କରିଛି । ଭାରତୀୟ ଡାକ ବିଭାଗର ବିଭିନ୍ନ କାର୍ଯ୍ୟାଳୟରେ ଗ୍ରାମୀଣ ଡାକ ସେବକ ପଦବୀ ପାଇଁ ନିଯୁକ୍ତି ପାଇଁ ଏକ ବିଜ୍ଞପ୍ତି ଜାରି କରିଛି । ଇଣ୍ଡିଆ ପୋଷ୍ଟ ପକ୍ଷରୁ ଗ୍ରାମୀଣ ଡାକ ସେବକଙ୍କ ୨୧,୪୧୩ ପଦବୀ ପାଇଁ ନିଯୁକ୍ତି ଘୋଷଣା କରାଯାଇଛି । ଦଶମ ଶ୍ରେଣୀ ପାସ କରିଥିବା ପ୍ରାର୍ଥୀଙ୍କ ପାଇଁ ସରକାରୀ ଚାକିରି ପାଇବା ପାଇଁ ଏହା ଏକ ସୁବର୍ଣ୍ଣ ସୁଯୋଗ ।

ଆଗ୍ରହୀ ଏବଂ ଯୋଗ୍ୟ ପ୍ରାର୍ଥୀମାନେ ଭାରତୀୟ ପୋଷ୍ଟର ଅଫିସିଆଲ ୱେବସାଇଟ indiapostgdsonline.gov.in ରେ ଏହି ନିଯୁକ୍ତି ପାଇଁ ଆବେଦନ କରିପାରିବେ । ଭାରତୀୟ ଡାକ ବିଭାଗର ଏହି ନିଯୁକ୍ତି ପାଇଁ ପୁରୁଷ ଏବଂ ମହିଳା ଉଭୟ ଆବେଦନ କରିପାରିବେ । ଯୋଗ୍ୟ ପ୍ରାର୍ଥୀମାନେ ଏହି ପଦବୀ ପାଇଁ ୩ ମାର୍ଚ୍ଚ, ୨୦୨୫ ପର୍ଯ୍ୟନ୍ତ indiapostgdsonline.gov.in ରେ ଆବେଦନ କରିପାରିବେ।

GDS Recruitment 2025 : ଏହାପରେ ମାର୍ଚ୍ଚ ୬ରୁ ୮ ତାରିଖ ଭିତରେ ଫର୍ମ ସଂଶୋଧନ କରିପାରିବେ। ବୟସୀମା- ଗ୍ରାମୀଣ ଡାକ ସେବକ ପଦବୀ ପାଇଁ, ୩ ମାର୍ଚ୍ଚ, ୨୦୨୫ ସୁଦ୍ଧା ୧୮ ରୁ ୪୦ ବର୍ଷ ଭିତରେ ରହିଥିବା ଜରୁରୀ ଅଟେ । ତେବେ ଏଥିପାଇଁ ଆଶାୟୀଙ୍କୁ କେବଳ ଦଶମ ପାସ କରିଥିବା ଆବଶ୍ୟକ । GDS ନିଯୁକ୍ତି ପାଇଁ, ଜେନେରାଲ, OBC ଏବଂ EWS ବର୍ଗର ପ୍ରାର୍ଥୀମାନଙ୍କୁ ୧୦୦ ଟଙ୍କା ଆବେଦନ ଫି ଦେବାକୁ ପଡିବ। ଯେତେବେଳେ SC, ST, PWD ଏବଂ ମହିଳାଙ୍କ ପାଇଁ ଆବେଦନ ମାଗଣା। ଆବେଦନ ଫି’ ଅନଲାଇନ ମୋଡ ମାଧ୍ୟମରେ ପୈଠ କରିବାକୁ ପଡିବ ।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅପମାନ: ମୋଦି-ମମତା ମୁହାଁମୁହିଁ, ଦୁର୍ଭାଗ୍ୟଜନକ କହି…

ନୂଆଦିଲ୍ଲୀ/କୋଲକାତା,୭।୩: ପଶ୍ଚିମବଙ୍ଗ ଗସ୍ତରେ ଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ନେଇ ଏବେ ରାଜନୀତି ସରଗରମ ହୋଇଛି। ସିଲିଗୁଡ଼ିରେ ଆୟୋଜିତ ଆନ୍ତର୍ଜାତୀୟ ସାନ୍ତାଳ ସମ୍ମିଳନୀ ପାଇଁ ଉପଯୁକ୍ତ ସ୍ଥାନ…

ନିର୍ବାଚନ ପୂର୍ବରୁ ମମତାଙ୍କ ବଡ଼ ଘୋଷଣା

କୋଲକାତା,୭ା୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ସମସ୍ତ ଦଶମ ଶ୍ରେଣୀ ପାସ୍‌ ବେରୋଜଗାରୀ ଯୁବବର୍ଗଙ୍କୁ ମାସିକ…

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

କେନିଆରେ ବର୍ଷା ବିତ୍ପାତ: ଚାଲିଗଲା ୨୩ ଜୀବନ

ନାଇରୋବି,୭ା୩: କେନିଆ ରାଜଧାନୀ ନାଇରୋବିରେ ପ୍ରବଳ ବର୍ଷାରେ ୨୩ ଜଣଙ୍କ ମୃତ୍ୟୁ ଘଟିବା ସହ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଶନିବାର ରାସ୍ତାଘାଟ ଜଳାର୍ଣ୍ଣବ ହୋଇଥିବାରୁ ଗାଡ଼ିଚାଳକମାନେ…

ଘରଭାଙ୍ଗି ଧାନ ଖାଇଲା ଦନ୍ତା

ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ବସ୍‌କୁ ଧକ୍କା ଦେଇ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

କୋକସରା,୭ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଥାନା ଲଡୁଗାଁ-ଚିକିଲି ରାସ୍ତାର ପେଟ୍ରୋଲ ପମ୍ପ ନିକଟରେ ଏକ ଦୁର୍ଘଟଣା ଘଟିଛି। ରାସ୍ତା କଡରେ ଛିଡା ହୋଇଥିବା ଏକ ବସ୍‌କୁ…

ମୋ’ କଥା କେହି ଶୁଣନ୍ତିନି! ବାପା କି ବଡ଼ ଭାଇ ହୋଇ କିଛି ଲାଭ ନାହିଁ…ଫାଇନାଲ ପୂର୍ବରୁ କାହିଁକି ଏମିତି କହିଲେ ସୂର୍ଯ୍ୟା

ଅହମ୍ମଦାବାଦ,୭।୩: ଟି-୨୦ ବିଶ୍ୱକପ ୨୦୨୬ର ଫାଇନାଲ ମୁକାବିଲା ପାଇଁ ପ୍ରସ୍ତୁତ ଟିମ ଇଣ୍ଡିଆ। ୮ ମାର୍ଚ୍ଚରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଫାଇନାଲ ମୁକାବିଲା ପାଇଁ ପଡ଼ିଆକୁ ଓହ୍ଲାଇବେ ସୂର୍ଯ୍ୟକୁମାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri