୧୯୦୦ପଦବୀରେ ନିଯୁକ୍ତି ଦେବ ଭାରତୀୟ ଡାକ ବିଭାଗ, ଅନଲାଇନରେ କରନ୍ତୁ ଆବେଦନ

ନୂଆଦିଲ୍ଲୀ,୯।୧୧: ଭାରତୀୟ ଡାକ ବିଭାଗ ୧୯୦୦ପଦବୀରେ ନିଯୁକ୍ତି ଦେବାକୁ ଯାଉଛି। ଏହିସବୁ ପଦବୀଗୁଡିକ ହେଲା ପୋଷ୍ଟ ଆସିଣ୍ଟାଣ୍ଡ, ସର୍ଟିଂ ଆସିଣ୍ଟାଣ୍ଡ, ପୋଷ୍ଟମ୍ୟାନ, ପୋଷ୍ଟ ଗାର୍ଡ ଓ ଏମଟିଏସ(ମଲ୍ଟିଂ ଟାସ୍କିଂ ଷ୍ଟାପ୍‌)। ଖେଳରେ ପୁରସ୍କାର ପାଇଥିବା ଆବେଦନକାରୀ ମଧ୍ୟ ଏଥିରେ ଆବେଦନ କରିପାରିବେ। ଆବେଦନ ପ୍ରକ୍ରିୟା ୧୦ନଭେମ୍ବର ଅର୍ଥାତ୍‌ ଶୁକ୍ରବାର ଠାରୁ ଆରମ୍ଭ ହେବ। ଏଥିସହ ଆବେଦନର ଶେଞ ତାରିଖ ୧୦ଡିସେମ୍ବରରୁ ୧୪ ଡିସେମ୍ବର ଯାଏଁ ରହିଛି। ଆବେଦନକାରୀ http://dopsportsrecruitment.cept.gov.in ଓ୍ବେବଶାଇଟ୍‌କୁ ଯାଇ ଅନଲାଇନରେ ଆବେଦନ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

ରାଜସ୍ବ ନିରୀକ୍ଷକଙ୍କୁ କାର୍ଯ୍ୟାଳୟରୁ ଘୋଷାଡି ଆକ୍ରମଣ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧାରଣା

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ରାଜସ୍ବ ନିରୀକ୍ଷକ ଇନ୍ଦ୍ର କୁମାର ବାଦିଙ୍କୁ ସୋମବାର ତାଙ୍କ କାର୍ଯ୍ୟାଳୟ ଭିତରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ…

ନିର୍ବାଚନ କମିଶନଙ୍କୁ ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ: ୩ ମାସ ମଧ୍ୟରେ…

ନୂଆଦିଲ୍ଲୀ,୨୮।୯: ସୁପ୍ରିମକୋର୍ଟ ସୋମବାର ନିର୍ବାଚନ କମିଶନଙ୍କୁ ଏକ ବଡ଼ ନିର୍ଦ୍ଦେଶ ଦେଇଛନ୍ତି। ତୃଣମୂଳ କଂଗ୍ରେସ (TMC)ର ଦୁଇ ବିରୋଧୀ ଗୋଷ୍ଠୀ ମଧ୍ୟରେ ‘ଅଲ ଇଣ୍ଡିଆ ତୃଣମୂଳ କଂଗ୍ରେସ’…

ରାଜ୍ୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍‌ରେ କୁନି ସେଠୀ ଚାମ୍ପିୟନ: ଛୁଟୁଛି ଶୁଭେଚ୍ଛାର ସୁଅ

ଦିଗପହଣ୍ଡି,୨୮।୯(ଅଶେଷ ନାଥ ମିଶ୍ର): ରାୟଗଡ଼ାଠାରେ ଚାଲିଥିବା ରାଜ୍ୟସ୍ତରୀୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍‌ରେ ୧୭ ବର୍ଷରୁ କମ ବାଳିକା ବିଭାଗରେ ଦିଗପହଣ୍ଡିର କୁନି ସେଠୀ ଚାମ୍ପିୟନ ହୋଇଛନ୍ତି। ଦିଗପହଣ୍ଡିର ନରେଶ…

ବଢୁଛି କଂସ କଳାକାରଙ୍କ ଅଡ଼ୁଆ: ପରିବର୍ତ୍ତନ ଦାବିରେ ଚାଲିଲା ଦସ୍ତଖତ ଅଭିଯାନ

ବରଗଡ଼,୨୯।୯(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ସାଢ଼େ ୩ ମାସ ବାକି ରହିଲା। ୨୦୨୭ ଜାନୁଆରୀ ୧୨ରୁ ୨୨ ତାରିଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?