Posted inଜାତୀୟ

ଜୁଲାଇ ୧୮ରେ ହେବ ରାଷ୍ଟ୍ରପତି ନିର୍ବାଚନ

ନୂଆଦିଲ୍ଲୀ,୯ ।୬: ରାଷ୍ଟ୍ରପତି ନିର୍ବାଚନ ପାଇଁ ତାରିଖ ଘୋଷଣା ହୋଇଛି । ଆସନ୍ତା ଜୁଲାଇ ୧୮ରେ ରାଷ୍ଟ୍ରପତି ନିର୍ବାଚନ ହେବ । ଏ ନେଇ ଗୁରୁବାର ମୁଖ୍ୟ ନିର୍ବାଚନ କମିଶନ ରାଜୀବ କୁମାର ଏକ ପ୍ରେସମିଟରେ ସୂଚନା ଦେଇଛନ୍ତି । ସୂଚନାଯୋଗ୍ୟ, ଜୁଲାଇ ୨୪ରେ ଶେଷ ହେଉଛି ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ କାର୍ଯ୍ୟକାଳ । ତେଣୁ ଏହା ପୂର୍ବରୁ ରାଷ୍ଟ୍ରପତି ନିର୍ବାଚନ କରାଯିବ ।

୧୬ ତମ ରାଷ୍ଟ୍ରପତି ପଦ ପାଇଁ ଏଥର ନିର୍ବାଚନ ହେବ । ଜୁଲାଇ ୧୮ରେ ନିର୍ବାଚନ ହେବାକୁ ଥିବା ବେଳେ ୨୧ରେ ଭୋଟ ଗଣତି ଓ ଏହାର ଫଳାଫଳ ପ୍ରକାଶ ପାଇବ । ଏହି ନିର୍ବାଚନ ପାଇଁ ୧୫ ଜୁନରେ ବିଜ୍ଞପ୍ତି ଜାରି କରାଯିବ । ୨୯ ଜୁନ ପ୍ରାର୍ଥିପତ୍ର ଦାଖଲର ଶେଷ ତାରିଖ ରଖାଯାଇଛି । ଜୁନ ୩୦ରେ ନାମାଙ୍କନ ପତ୍ର ଯାଞ୍ଚ କରାଯିବ ଓ ଜୁଲାଇ ୨ ପର୍ଯ୍ୟନ୍ତ ପ୍ରାର୍ଥିପତ୍ର ପ୍ରତ୍ୟାହାର ପାଇଁ ସମୟ ଦିଆଯାଇଛି । ପ୍ରାର୍ଥିପତ୍ର ଦାଖଲ କେବଳ ଦିଲ୍ଲୀରେ ହିଁ କରାଯିବ । ଅନ୍ୟ କେଉଁଠି ପ୍ରାର୍ଥିପତ୍ର ଦାଖଲ କରାଯିବ ନାହିଁ । ଏହି ନିର୍ବାଚନ ସମ୍ପୂର୍ଣ୍ଣ ଭାବେ ସିକ୍ରେଟ ବାଲାଟ ହେବ ବୋଲି ମୁଖ୍ୟ ନିର୍ବାଚନ କମିଶନ ସୂଚନା ଦେଇଛନ୍ତି । ଏହାସହ ପେନ ବ୍ୟବସ୍ଥା କରାଯାଇଛି । ନିର୍ବାଚନ ଆୟୋଗ ପକ୍ଷରୁ ଯୋଗଇ ଦିଆଯାଇଥିବା ପେନରେ ହିଁ ଭୋଟ ଦିଆଯିବ । ଅନ୍ୟ କୌଣସି ପେନ ବ୍ୟବହାର କଲେ ଏହାକୁ ଅବୈଧ କରିଦିଆଯିବ ଏହାସହ ନିର୍ବଚନର ଭିଡିଓଗ୍ରାଫି ବ୍ୟବସ୍ଥା ବି କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

୯ ପୋଲିସ ଅଧିକାରୀଙ୍କୁ ଫାଶି ଦଣ୍ଡ ଶୁଣାଇଲେ କୋର୍ଟ, ଏହି ମାମଲାର ଶୁଣାଣି କରି…

ନୂଆଦିଲ୍ଲୀ,୬।୪: ତାମିଲନାଡୁର ମଦୁରାଇ ଜିଲା କୋର୍ଟ ପୋଲିସ ହେପାଜତରେ ଜଣେ ପିତା ଏବଂ ପୁଅଙ୍କ ମୃତ୍ୟୁ ମାମଲାରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ସୋମବାର (୬ ଏପ୍ରିଲ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri