Posted inଖେଳ

ଅଷ୍ଟ୍ରେଲିଆକୁ ହରାଇ ସେମିଫାଇନାଲରେ ପହଞ୍ଚିଲା ଭାରତ

ଗ୍ରସ ଆଇସ୍ଲେଟ, ୨୪।୬: ସେଣ୍ଟ ଲୁସିଆସ୍ଥିତ ଡାରେନ ସାମି ଜାତୀୟ କ୍ରିକେଟ ଷ୍ଟାଡିୟମରେ ସୋମବାର ଖେଳାଯାଇଥିବା ଟି୨୦ କ୍ରିକେଟ ବିଶ୍ୱକପର ଶେଷ ସୁପର-୮ ମ୍ୟାଚ୍‌ରେ ଅଷ୍ଟ୍ରେଲିଆକୁ ୨୪ ରନ୍‌ରେ ପରାସ୍ତ କରି ଭାରତ ଅପରାଜେୟ ଭାବେ ସେମିଫାଇନାଲରେ ପହଞ୍ଚିଛି।

ଅଷ୍ଟ୍ରେଲିଆ ଟସ୍‌ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଫଳରେ ଆମନ୍ତ୍ରଣ ପାଇ ଭାରତ ବ୍ୟାଟିଂ କରିଥିଲା। ଅଧିନାୟକ ରୋହିତ ଶର୍ମାଙ୍କ ଦମ୍‌ଦାର ୯୨ ରନ୍‌ ବଳରେ ଭାରତ ନିର୍ଦ୍ଧାରିତ ୨୦ ଓଭରରେ ୫ ଉଇକେଟ୍‌ ହରାଇ ୨୦୫ ରନ୍‌ କରିଛି। ଯବାବରେ ଅଷ୍ଟ୍ରେଲିଆ ୨୦ ଓଭରରେ ୭ ଉଇକେଟ ହରାଇ ୧୮୧ ରନ୍‌ କରିବାରେ ସକ୍ଷମ ହୋଇଥିଲା।

ଅଧିନାୟକ ରୋହିତ ଶର୍ମାଙ୍କ ବିସ୍ଫୋରକ ବ୍ୟାଟିଂ ଏବଂ ବୋଲରଙ୍କ ମିଳିତ ଅବଦାନ ବଳରେ ଭାରତ ଟି୨୦ କ୍ରିକେଟ ବିଶ୍ୱକପର ସେମିଫାଇନାଲରେ ପ୍ରବେଶ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅସମାଜିକଙ୍କ ଆଡ୍ଡାସ୍ଥଳୀ ପାଲଟିଛି ଉଦ୍ୟାନ କୃଷି କୋଠା, ସବୁ ଜାଣି ପ୍ରଶାସନ ଚୁପ୍‌

ଥୁଆମୂଳ ରାମପୁର,୬ା୧୨(ଦୁର୍ଗା କୀର୍ତ୍ତି): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ ବିଭିନ୍ନ ଯୋଜନା ମଧ୍ୟରେ ଉଦ୍ୟାନ କୃଷି ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି। ଉଦ୍ୟାନ...

ଚୁଲି ଜାଳି ନିଆଁ ପୁଇଁ ହେଉଥିଲେ ମହିଳା, ଶାଢ଼ିରେ ଲାଗିଗଲା ନିଆଁ, ଆଉ ତା’ ପରେ…

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): ଚୁଲିନିଆଁରେ ପୋଡ଼ି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା କରଗୋଳା ଗାଁରେ ଘଟିଛି ଏଭଳି ଏକ...

ଘରଦ୍ୱାର ଭାଙ୍ଗିଲେ ହାତୀପଲ, ବାଡ଼ିରେ ପଶି ଖାଇଗଲେ…

ଗଜପତି,୬ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମାବ୍ଲକରେ ହାତୀଙ୍କ ଉପଦ୍ରବ ଲାଗି ରହିଛି। ଗତ ୪ ଦିନ ହେଲା ୪ ଟିକିଆ ହାତୀପଲ ଗୁମ୍ମା ବ୍ଲକର ଗାଁକୁ...

ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗ୍ରାମବାସୀଙ୍କ ସହ ଧାରଣାରେ ବସିଲେ ପୂର୍ବତନ ଏମ୍‌ପି, କହିଲେ ବିନା ପିସିରେ..

ବଲାଙ୍ଗୀର,୬ା୧୨(ସୁନିଲ କୁମାର ମହାନ୍ତି): ଲୋଇସିଂହା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପିପିଲି – ଜାମୁଟିଆ ରାସ୍ତାକାମ ନିମ୍ନମାନର ତିଆରି ହେଉଥିବା ଅଭିଯୋଗ ନେଇ ପିପିଲି ଗ୍ରାମବାସୀଙ୍କ ସହ...

ପାର୍‌ ହେଉହେଉ ଭାଙ୍ଗିପଡ଼ିଲା ପୋଲ

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ତରତରା କଣ୍ଟିପାଳ ମୁଖ୍ୟ ରାସ୍ତାର କୁକୁରିଆନାଳ ହୋଇଥିବା ପୋଲଟି ଭାଙ୍ଗିଯାଇଛି। ସୂଚନାରୁ ଜଣାପଡ଼ିଛି, ଏହି ପୋଲ...

ପୁଣି ଫସିଲେ କିଙ୍ଗ ଖାନଙ୍କ ପୁଅ ଆର୍ଯ୍ୟନ ଖାନ, ଭିଡିଓ ଭାଇରାଲ ପରେ ବଢିଲା ଅଡୁଆ

ମୁମ୍ବାଇ,୬।୧୨: ଶାହରୁଖ ଖାନଙ୍କ ପୁଅ ଆର୍ଯ୍ୟନ ଖାନ ବିବାଦରେ ଗଭୀର ଭାବରେ ଜଡିତ। ପ୍ରଥମେ ଡ୍ରଗ୍ସ ମାମଲା, ତା’ପରେ ‘ବ୍ୟାଡ୍ସ ଅଫ ବଲିଉଡ’ରେ ତାଙ୍କ ଭୂମିକାକୁ...

ଇଣ୍ଡିଗୋ ସଙ୍କଟ: ଖୁବ୍‌ ଜୋର ପାଟି କରି କାଉଣ୍ଟର ଉପରକୁ ଚଢିଗଲେ ବିଦେଶିନୀ

ନୂଆଦିଲ୍ଲୀ,୬।୧୨: ଗତ ଚାରି ଦିନ ମଧ୍ୟରେ ସାରା ଦେଶରେ ୧,୦୦୦ରୁ ଅଧିକ ଇଣ୍ଡିଗୋ ବିମାନ ବାତିଲ କରାଯାଇଛି, ଯାହା ଯାତ୍ରୀମାନଙ୍କୁ ବହୁତ ଅସୁବିଧାର ସମ୍ମୁଖୀନ କରୁଛି।...

ସ୍ବାମୀ ରଣବୀରଙ୍କୁ ନେଇ ଏମିତି କହିଦେଲେ ଦୀପିକା, ଚର୍ଚ୍ଚା ଆରମ୍ଭ

ମା’ ହେବା ପରେ ବଦଳିଗଲେଣି ଅଭିନେତ୍ରୀ ଦୀପିକା ପାଦୁକୋନ। ସେ ଏବେ ନିଜ କ୍ୟାରିୟର୍‌ ନୁହେଁ, ଝିଅ ଦୁଆକୁ ଅଧିକ ସମୟ ଦେଉଛନ୍ତି। ଏସବୁ ଭିତରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri