କରୋନା ମୃତ୍ୟୁ ସଂଖ୍ୟାକୁ ନେଇ ଅନୁମାନ ଲଗାଉଥିବା ଡବ୍ଲୁଏଚଓର କାର୍ଯ୍ୟପ୍ରଣାଳୀ ପ୍ରତି ପ୍ରଶ୍ନ ଉଠାଇଲା ଭାରତ

ନୂଆଦିଲ୍ଲୀ,୧୭ ।୪: ଦେଶରେ କୋଭିଡ-୧୯ ମୃତ୍ୟୁ ଆକଳନକୁ ନେଇ ଅନୁମାନ ଲଗାଉଥିବା ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ(ଡବ୍ଲୁ,ଚଓ)ର କାର୍ଯ୍ୟପ୍ରଣାଳୀ ଉପରେ ଭାରତ ପ୍ରଶ୍ନ ଉଠାଇଛି । ଶନିବାର ଭାରତ କହିଛି ଏଭଳି ଗାଣିତିକ ମଡେଲର ବ୍ୟବହାର ଏତେବଡ ଭୌଗୋଳିକ ଆକାର ଓ ଜନସଂଖ୍ୟା ବହୁଳ ଦେଶରେ ମୁତ୍ୟୁ ସଂଖ୍ୟାର ଅନୁମାନ ଲଗାଇବାରେ ବ୍ୟବହାର କରିବା ଠିକ ନୁହେଁ ।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ୧୬ ଏପ୍ରିଲରେ ପ୍ରକାଶିତ ନ୍ୟୁୟର୍କ ଟାଇମ୍ସର ଏକ ଲେଖାର ଶୀର୍ଷକ ଥିଲା ‘ଭାରତ ବିଶ୍ୱସ୍ତରରେ କରୋନା ଯୋଗୁ ହୋଇଥିବା ମୃତ୍ୟୁକୁ ସାର୍ବଜନିକ କରିବାକୁ ଡବ୍ଲୁଏଚଓର ପ୍ରୟାସକୁ ବାଧା ଦେଉଛି । ଭାରତ କହିଛି ଡବ୍ଲୁଏଚଓ ଦ୍ୱାରା ବ୍ୟବହୃତ ପଦ୍ଧତି ସମ୍ବନ୍ଧରେ ବିଭିନ୍ନ ସମୟରେ ବିଶ୍ୱ ସ୍ୱାସ୍ଥ୍ୟ ସଂସ୍ଥା ସହିତ ନିଜର ଚିନ୍ତାଧାରା ବାଣ୍ଟିଛି ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମିକାଙ୍କ ସ୍ୱାମୀଙ୍କୁ ଏସ୍‌ଆଇଆର୍‌ ପାଇଁ ଡାକି ହତ୍ୟା

କୋଲକାତା,୧୫ା୨: ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଦିନକୁ ଦିନ ଅନେକ ଘଟଣା ସାମ୍ନାକୁ ଆସିବାରେ ଲାଗିଛି। ଏହି କ୍ରମେ ଜଣେ ବୁଥ୍‌ସ୍ତରୀୟ…

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ଦମ୍‌ ଦେଖାଇଲେ ସ୍ପିନର: ସ୍କଟଲାଣ୍ଡକୁ ୫ଉଇକେଟରେ ହରାଇଲା ଇଂଲଣ୍ଡ

କୋଲକାତା,୧୪ା୨: ଭେଟେରାନ ଲେଗ୍‌ ସ୍ପିନର ଆଦିଲ ରଶିଦ(୩/୩୬)ଙ୍କ ୩ ଉଇକେଟ ସଫଳତା ଏବଂ ମିଡଲ ଓଭରରେ ଟମ୍‌ ବାଣ୍ଟନଙ୍କ ଆକର୍ଷଣୀୟ ଅପରାଜିତ ଅର୍ଦ୍ଧଶତକ ସହାୟତାରେ ଇଂଲଣ୍ଡ ଚଳିତ…

ଭାରତ-ପାକିସ୍ତାନ ମ୍ୟାଚ୍‌ ଦେଖିବେ ବିସିବି ମୁଖ୍ୟ, ଜାଣନ୍ତୁ କହିଁକି…

କଲମ୍ବୋ,୧୪ା୨: ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ମୁଖ୍ୟ ଅନିମୁଲ ଇସ୍ଲାମ ବୁଲବୁଲ ରବିବାର ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ହାଇ ଭୋଲ୍ଟେଜ ଟି୨୦ ବିଶ୍ୱକପ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri