‘ଆର୍ଥିକ ବିକାଶ କ୍ଷେତ୍ରରେ ବିଶ୍ୱର ୫ମ ସ୍ଥାନରେ ରହିଛି ଭାରତ’

ଭୁବନେଶ୍ୱର,୧୦ା୨(ବ୍ୟୁରୋ): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ୨ ଦିନିଆ ଓଡ଼ିଶା ଗସ୍ତରେ ଆସି ଉତ୍କଳ ମଣ୍ଡପଠାରେ ଆୟୋଜିତ ଜ୍ଞାନପ୍ରଭା ମିଶନର ଦ୍ବିତୀୟ ପ୍ରତିଷ୍ଠା ଦିବସ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗଦେଇଛନ୍ତି। ସେ କହିଛନ୍ତି, ଆଜିର ସମାଜରେ ଆଧ୍ୟାତ୍ମିକତା ବିକାଶ ହେବା ଦରକାର। ଆଜି ଭାରତ ଆର୍ଥିକ ବିକାଶ କ୍ଷେତ୍ରରେ ବିଶ୍ବର ପଞ୍ଚମ ସ୍ଥାନରେ ରହିଛି। ଆମେ ଦିନେ ଆର୍ଥିକ ବିକାଶରେ ସାରା ବିଶ୍ବରେ ପ୍ରଥମ ସ୍ଥାନରେ ରହିବା। ନିଜର ବ୍ୟକ୍ତିଗତ ଅନୁଭୂତିରୁ ସେ କହିଛନ୍ତି, ଗୋଟିଏ ସମୟରେ ମୁଁ ମାନସିକ ଏବଂ ଶାରୀରିକ ଭାବେ ଭାଙ୍ଗି ପଡ଼ିଥିଲି। ଏହି ସମୟରେ ମୁଁ ଯୋଗକୁ ଆପଣାଇଥିଲି। ସେହି ଯୋଗ ପାଇଁ ଆଜି ମୁଁ ଏଠି ଛିଡ଼ାହୋଇଛି, ଆପଣଙ୍କ ସହ କଥା ହେଉଛି।

ଆଜିର ଏହି କାର୍ଯ୍ୟକ୍ରମରେ ରାଷ୍ଟ୍ରପତିଙ୍କ ସହ ଅନ୍ୟ ଅତିଥିମାନଙ୍କ ମଧ୍ୟରେ ସମ୍ମାନିତ ଅତିଥି ଭାବେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟ ସଂସ୍କୃତି ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ବିଏମ୍‌ସି ମେୟର ସୁଲୋଚନା ଦାସ ଓ ଜ୍ଞାନପ୍ରଭା ମିଶନର ସଭାପତି ଜ୍ୟୋତିର୍ମୟୀ ମିଶ୍ର ପ୍ରମୁଖ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭରୁ ସମସ୍ୟା, ମଣ୍ଡିକୁ ଧାନ ଆସୁଛି ହେଲେ ଆସୁନାହାନ୍ତି ମିଲର୍ସ

ବରଗଡ଼,୧୭ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି । ରବିବାର ଏହି ପ୍ରକ୍ରିୟାକୁ ସପ୍ତାହେ ପୂରିବ। ହେଲେ ଆରମ୍ଭରୁ ଏହି ପ୍ରକ୍ରିୟାରେ ଧାନ କିଣାବିକା…

ନଦୀକୁ ଡେଇଁ ଜୀବନ ହାରିଲେ ୮୫ ବର୍ଷୀୟ ଭେଟେରାନ ଫିଲ୍ମ ନିର୍ମାତା, ତାମିଲ ସିନେମାଜଗତ ସ୍ତବ୍ଧ

ହାଇଦ୍ରାବାଦ: ତାମିଲ ସିନେମା ଜଗତରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି, ଯାହା ସାରା ଫିଲ୍ମଜଗତକୁ ସ୍ତବ୍ଧ କରିଦେଇଛି। ନିଜର ସ୍ପଷ୍ଟବାଦୀ ମତାମତ ଏବଂ ବିବାଦୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri