ସ୍ପାମ୍‌ କଲ୍‌ରେ ଭାରତର ସ୍ଥାନ ନବମ

ଭୁବନେଶ୍ୱର,୨୦।୧୨: ଚଳିତ ବର୍ଷ ବିଶ୍ୱବ୍ୟାପୀ ରାଷ୍ଟ୍ରଗୁଡିକ ସ୍ପାମ୍‌ କଲ୍‌ ଦ୍ୱାରା ବେଶ୍‌ ପ୍ରଭାବିତ ହୋଇଥିବା ଜଣାପଡିଛି। ଏହି ବିଷୟରେ ପ୍ରସ୍ତୁତ କରାଯାଇଥିବା ଏକ ତାଲିକାରେ ୨୦ଟି ପ୍ରମୁଖ ଦେଶକୁ ଅନ୍ତର୍ଭୁକ୍ତ କରାଯାଇଥିବା ବେଳେ ଭାରତ ଏଥିରେ ୯ମ ସ୍ଥାନକୁ ଖସିଆସିଥିବା ସୂଚନା ମିଳିଛି। ଟ୍ରୁ କଲ୍‌ର ପକ୍ଷରୁ ପ୍ରସ୍ତୁତ କରାଯାଇଥିବା ଏହି ତାଲିକାରେ ସୂଚନା ଦିଆଯାଇଛି ଯେ, ସ୍ପାମ୍‌ କଲ୍‌ ସର୍ବାଧିକ ଆସୁଥିବା ରାଷ୍ଟ୍ରଗୁଡିକ କ୍ଷେତ୍ରରେ ବ୍ୟାପକ ପରିବର୍ତ୍ତନ ଲକ୍ଷ୍ୟ କରାଯାଇଛି। ଏହି ତାଲିକା ଅନୁସାରେ ବିଶ୍ୱବ୍ୟାପୀ ସ୍ପାମ୍‌ କଲ୍‌ ଗ୍ରହଣ କରିଥିବା ଗ୍ରାହକଙ୍କ କ୍ଷେତ୍ରରେ ଭାରତ ନବମ ସ୍ଥାନରେ ରହିଥିବା ବେଳେ ବ୍ରାଜିଲ ପ୍ରଥମ ସ୍ଥାନରେ ରହିଛି ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଘୋଷଣା: ଏହି ୫ ସହରରେ ମିଳିବ ୩୫ ଟଙ୍କା କିଲୋରେ ପିଆଜ

ନୂଆଦିଲ୍ଲୀ,୨୫।୮: ପର୍ବପର୍ବାଣୀ ଋତୁ ଆସୁଥିବା ବେଳେ ଦେଶରେ ବଢ଼ୁଥିବା ପିଆଜ ଦରକୁ ନିୟନ୍ତ୍ରଣ କରିବାକୁ କେନ୍ଦ୍ର ସରକାର ନିଜର ବଫର ଷ୍ଟକ୍‌କୁ ପିଆଜ ବଜାରକୁ ଛାଡ଼ିବା ଆରମ୍ଭ…

ଗୋଲ୍ଡି ମାନିଲେ

କାନାଡାରେ ଜୁନ୍‌ ୨୦୨୩ରେ ଖଲିସ୍ତାନୀ ବିଚ୍ଛିନ୍ନତାବାଦୀ ନେତା ହରଦୀପ ସିଂ ନିଜ୍ଜାରଙ୍କୁ ହତ୍ୟା କରାଯାଇଥିଲା। ଏହି ଘଟଣା ପାଇଁ କାନାଡାର ତତ୍କାଳୀନ ପ୍ରଧାନମନ୍ତ୍ରୀ ଜଷ୍ଟିନ୍‌ ଟ୍ରୁଡୋ ଭାରତକୁ…

ଟ୍ରମ୍ପଙ୍କ ପୁଅଙ୍କୁ ନେଇ ଇରାନର ଭୟଙ୍କର ଧମକ, ୯୫ କୋଟି ପୁରସ୍କାର…

ୱାଶିଂଟନ୍,୨୫ା୮: ଆମେରିକା ଓ ଇରାନ ମଧ୍ୟରେ ତିକ୍ତତା ବଢ଼ିଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପରିବାରକୁ ନେଇ ଏକ ଚାଞ୍ଚଲ୍ୟକର ଦାବି ସାମ୍ନାକୁ ଆସିଛି । ରିପୋର୍ଟ…

ଛାତ୍ରୀ ଗାଧୋଉଥିବାବେଳେ ସ୍କାଏ ଲାଇଟ୍‌ ପଟେ ଭିଡିଓ ଶୁଟିଂ କରୁଥିଲେ ନାବାଳକ: ଆଉ ତା’ପରେ…

ଭୁବନେଶ୍ୱର,୨୫।୮(ପ୍ରସନଜିତ୍‌ ସାହୁ): ଇନ୍‌ଫୋଭ୍ୟାଲି ଥାନା ଅଞ୍ଚଳର ଏକ ଘରୋଇ ଇଞ୍ଜିନିୟରିଂ କଲେଜର ଜଣେ ଛାତ୍ରୀଙ୍କ ଗାଧୋଇବା ସମୟର ଭିଡିଓ ଶୁଟିଂ କରି ଜଣେ ନାବାଳକ ବନ୍ଧା ହୋଇଛନ୍ତି।…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଏହି ୪ ଔଷଧ ବିକ୍ରି ଉପରେ ଲାଗିଲା କଟକଣା

ନୂଆଦିଲ୍ଲୀ,୨୫ା୮: ଭାରତର ସର୍ବୋଚ୍ଚ ଔଷଧ ନିୟନ୍ତ୍ରକ ୪ଟି ଲୋକପ୍ରିୟ କେନ୍ଦ୍ରୀୟ ସ୍ନାୟୁ ପ୍ରଣାଳୀ (ସିଏନ୍‌ଏସ୍‌) ଔଷଧ ବିକ୍ରି ଉପରେ ନିୟନ୍ତ୍ରଣକୁ କଡ଼ାକଡ଼ି କରିଛନ୍ତି । ଏହି ଔଷଧଗୁଡ଼ିକୁ…

ଲଘୁଚାପ ସକ୍ରିୟ: ପ୍ରବଳ ବର୍ଷା ସମ୍ଭାବନା, ଚେତାବନୀ ଜାରି

ଭୁବନେଶ୍ୱର,୨୫ା୮(ବନ୍ଦନା ସେଠୀ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗାଙ୍ଗେଟିକ୍‌ ପଶ୍ଚିମବଙ୍ଗ ଓ ତା’ର ପାଖାପାଖି ଉତ୍ତର ଓଡ଼ିଶା ଏବଂ ଝାଡ଼ଖଣ୍ଡ ଅଞ୍ଚଳରେ ସକ୍ରିୟ ରହିଛି। ଏଥିସହ ସଂଲଗ୍ନ ଘୂର୍ଣ୍ଣିବଳୟ ସମୁଦ୍ର…

ଏହି ଦିନ ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ, ଲଗାତାର ୪ ଦିନ ବନ୍ଦ ରହିବ…

ନୂଆଦିଲ୍ଲୀ,୨୫ା୮: ୫ ଦିନିଆ ବ୍ୟାଙ୍କିଙ୍ଗ୍‌ ବ୍ୟବସ୍ଥା କାର୍ଯ୍ୟକାରୀ କରିବାରେ ବିଳମ୍ବ, କାର୍ଯ୍ୟଦକ୍ଷତା ଭିତ୍ତିକ ପ୍ରୋତ୍ସାହନ (ପିଏଲ୍‌ଆଇ) ଯୋଜନାକୁ ନେଇ ମତଭେଦ, ପେନ୍‌ସନ ସମ୍ବନ୍ଧୀୟ ସମସ୍ୟା ଓ ଆହୁରି…

ଗହମକୁ ନେଇ ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ବର୍ଷେ ପରେ ହଟିଲା କଟକଣା

ନୂଆଦିଲ୍ଲୀ,୨୪।୮: ଭାରତ ସରକାର ଗହମ ରପ୍ତାନି ଉପରେ ଲାଗିଥିବା କଟକଣାକୁ ହଟାଇ ଦେଇଛନ୍ତି। ଡାଇରେକ୍ଟରେଟ ଜେନେରାଲ ଅଫ ଫରେନ ଟ୍ରେଡ (DGFT) ପକ୍ଷରୁ ଜାରି ନୋଟିଫିକେସନରେ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri