Posted inଜାତୀୟ

କମୁଛି ସଂକ୍ରମଣ, ବଢୁଛି ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ,୫।୨: ଦେଶରେ କରୋନା ସଂକ୍ରମଣ ହ୍ରାସ ପାଉଥିବା ବେଳେ ମୃତ୍ୟୁ ସଂଖ୍ୟା ଅଧିକ ରହୁଛି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ମୁତାବକ, ଗତ ୨୪ ଘଣ୍ଟା ମଧ୍ୟରେ ୧, ୨୭, ୯୫୨ ନୂତନ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ୧୦୫୯ ଜଣଙ୍କ ମୃତ୍ୟୁ ଘଟିଥିବା ରେକର୍ଡ କରାଯାଇଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪,୧୮,୦୩,୩୧୮ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ୧୦୫୯ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଦେଶରେ କୋଭିଡ-୧୯ ମୃତ୍ୟୁ ସଂଖ୍ୟା ୫,୦୧,୧୧୪ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ମଧ୍ୟରେ ୨,୩୦,୮୧୪ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ଦେଶରେ ସୁସ୍ଥ ସଂଖ୍ୟା ୪,୦୨,୪୭,୯୦୨ରେ ପହଞ୍ଚିଛି। ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୩, ୩୧, ୬୪୮ ରହିଛି। ସ୍ବାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଦିଆଯାଇଥିବା ତଥ୍ୟ ଅନୁସାରେ, ଶୁକ୍ରବାର ସନ୍ଧ୍ୟା ସୁଦ୍ଧା ୧,୬୮,୯୮,୧୭,୧୯୯ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, ଦୈନିକ ପଜିଟିଭିଟି ହାର ୭.୯୮% ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଟିକେଟ ବିକୁଛନ୍ତି ତେଜସ୍ବୀ ଯାଦବ: କଂଗ୍ରେସ ନେତା

ବାଲ୍ମିକିନଗର,୨୩।୪: ବିହାରର ବାଲ୍ମିକିନଗରରେ ଥିବା ଗ୍ରାଣ୍ଡ ଆଲାଇନ୍ସରେ ବିଦ୍ରୋହର ସ୍ବର ବୃଦ୍ଧି ପାଇବାରେ ଲାଗିଛି। ତେଜସ୍ବୀ ଯାଦବଙ୍କୁ ପୁଞ୍ଜିପତିମାନଙ୍କୁ ଟିକେଟ ବିକ୍ରି କରୁଥିବା ଅଭିଯୋଗ କରି...

ସବୁଠାରୁ ଧନୀ ପ୍ରାର୍ଥୀ

ନୂଆଦିଲ୍ଲୀ,୨୩।୪: ତେଲୁଗୁ ଦେଶମ ପାର୍ଟିର ଡାକ୍ତର ଚନ୍ଦ୍ର ଶେଖର ପେମାସାନୀ ଗୁଣ୍ଟୁର ଲୋକ ସଭା ଆସନରୁ ଆଜି ପର୍ଯ୍ୟନ୍ତ ଦାଖଲ କରାଯାଇଥିବା ପ୍ରାର୍ଥୀଙ୍କ ମଧ୍ୟରେ ସବୁଠାରୁ...

ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର, ପହଞ୍ଚିଲେ ହାଇକୋର୍ଟ

ପୁରୀ/ନୂଆଦିଲ୍ଲୀ,୨୩।୪: ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର । ପିନାକୀଙ୍କ ପିଛା ଛାଡୁନି ମହୁଆ ମୋଇତ୍ରା ବିବାଦ । ଦିଲ୍ଲୀ ହାଇକୋର୍ଟ ଦ୍ୱାରସ୍ଥ ହୋଇଛନ୍ତି ବିଜେଡି...

ପରିବାରକୁ ଶେଷ କରିବାକୁ ସୁପାରି ଦେଇଥିଲେ ପୁଅ, ହେଲେ ଭୁଲରେ ଅତିଥିଙ୍କୁ ମାରିଲେ କିଲର, ଜାଣନ୍ତୁ ମର୍ଡର ମିଷ୍ଟ୍ରି

ବେଙ୍ଗାଲୁରୁ,୨୩।୪: କର୍ନାଟକର ଜଣେ କାଳିଯୁଗ ପୁଅର ହୃଦୟ ବିଦାରକ କାର୍ଯ୍ୟ ସାମ୍ନାକୁ ଆସିଛି। ତାଙ୍କ ମାତାପିତା ଏବଂ ସାବତ ଭାଇଙ୍କ ହତ୍ୟା ପାଇଁ ସେ ୬୫...

ମୁର୍ଖ ନ ଥିଲେ ନେହେରୁ-ଇନ୍ଦିରା, କାହିଁକି ଏମିତି କହିଲେ ଶାନ୍ତିଶ୍ରୀ ପଣ୍ଡିତ

ନୂଆଦିଲ୍ଲୀ,୨୩।୪: ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟ (ଜେଏନୟୁ) କୁଳପତି ପ୍ରଫେସର ଶାନ୍ତିଶ୍ରୀ ପଣ୍ଡିତ କହିଛନ୍ତି ଯେ ଧର୍ମ, ଭାଷା ଏବଂ ‘ଡ୍ରେସ କୋଡ’ରେ ସମାନତା ଦେଶରେ କାମ...

୯୦ ସେକେଣ୍ଡର ଭାଷଣ କଂଗ୍ରେସ ଦଳ ଏବଂ ଇଣ୍ଡିଆ ମେଣ୍ଟରେ ଆତଙ୍କ ସୃଷ୍ଟି କରିଛ: ମୋଦି

ଜୟପୁର,୨୩।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ରାଜସ୍ଥାନର ଟୋଙ୍କାରେ ଏକ ସାଧାରଣ ସଭାରେ ଉଦବୋଧନ ଦେଇ କହିଛନ୍ତି ଯେ ମୋର ୯୦ ସେକେଣ୍ଡର ଭାଷଣ କଂଗ୍ରେସ...

ଚିରାଗ ପାସଓ୍ବାନଙ୍କୁ ନିର୍ବାଚନ ପୂର୍ବରୁ ଝଟ୍‌କା! ବିଏସପିରେ ସାମିଲ ହେଲେ ପୂର୍ବତନ ଏମପି

ପାଟନା,୨୩।୪: ଲୋକ ସଭା ନିର୍ବାଚନରେ ଟିକେଟ ଦାବିରେ ଚିରାଗ ପାସୱାନଙ୍କଠାରୁ ଅଲଗା ହୋଇଥିବା ପୂର୍ବତନ ଏମପି ଅରୁଣ କୁମାର ବହୁଜନ ସମାଜ ପାର୍ଟିରେ ଯୋଗ ଦେଇଛନ୍ତି।...

ହାଇକୋର୍ଟର ମୁଖ୍ୟ ବିଚାରପତି କାହିଁକି କହିଲେ ଘୁଞ୍ଚାଇ ଦିଆଯାଉ ନିର୍ବାଚନ ତାରିଖ

କୋଲକାତା,୨୩।୪: ମଙ୍ଗଳବାର କୋଲାକାତା ହାଇକୋର୍ଟ ଚେତାବନୀ ଦେଇଛନ୍ତି ଯେ ପଶ୍ଚିମବଙ୍ଗର ସେହି ଲୋକ ସଭା ନିର୍ବାଚନମଣ୍ଡଳୀରେ ମତଦାନ ଅନୁମତି ଦିଆ ନ ଯାଉ ଯେଉଁଠାରେ ରାମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri