Posted inଜାତୀୟ

କମୁଛି ସଂକ୍ରମଣ

ନୂଆଦିଲ୍ଲୀ,୨୨।୨: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ କମୁଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୩ ହଜାର ୪୦୫ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଏଥିସହ ୨୦୬ ଜଣଙ୍କ ମୃତ୍ୟୁ ଘଟିଛି। ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ୪,୨୬,୯୨,୯୪୩ରେ ପହଞ୍ଚିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଏବେ ସୁଦ୍ଧା ଦେଶରେ ୪,୨୧,୨୪,୨୮୪ ଜଣ ଲୋକ ସୁସ୍ଥ ହୋଇଥିବାବେଳେ ୨,୦୨,୧୩୧ ସକ୍ରିୟ ମାମଲା ରହିଛି। ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୫, ୦୯,୩୫୮କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବପ୍ନାଙ୍କ ଜାମିନକୁ କେନ୍ଦ୍ରର ବିରୋଧ

ଚେନ୍ନାଇ,୧୧।୭: କେରଳ ସୁନା ଚାଲାଣ ମାମଲାର ମୁଖ୍ୟ ଅଭିଯୁକ୍ତ ସ୍ବପ୍ନା ସୁରେଶଙ୍କ ଜାମିନ ଆବେଦନକୁ ଶୁକ୍ରବାର କେନ୍ଦ୍ର ସରକାର ବିରୋଧ କରିଛନ୍ତି। ତାଙ୍କୁୁ ଜାମିନ ଦିଆଗଲେ...

ମୋଦିଙ୍କ ଜନ୍ମଦିନରେ କଟାଗଲା ୭୧ କେଜିର ଲଡୁ

ବାରାଣସୀ,୧୭ ।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ଦାମୋଦରଦାସ ମୋଦିଙ୍କ ୭୧ତମ ଜନ୍ମଦିନ ଉପଲକ୍ଷେ ଭାରତୀୟ ଜନତା ପାର୍ଟି(ଭାଜପା)ର କର୍ମୀମାନେ ଦୀପ ଜଳାଇବା ସହ ୭୧ କିଲୋଗ୍ରାମର ଏକ...

ଉହାନ୍‌ ଲ୍ୟାବ୍‌ରୁ ଜାଣିଶୁଣି ଲିକ୍‌ କରାଯାଇଛି କରୋନା ଭୂତାଣୁ: ଭାରତୀୟ ବୈଜ୍ଞାନିକ ଦମ୍ପତି…

ପୁଣେ,୬।୬: କରୋନା ମହାମାରୀ ଯୋଗୁ ପୃଥିବୀରେ ଆତଙ୍କ ଦେଖାଦେଇଛି। କରୋନା ଭୁତାଣୁର ଉତ୍ପତ୍ତି ଚାଇନାର ଉହାନ୍‌ ଲ୍ୟାବ୍‌ ଅବା ସମୁଦ୍ରଜାତ ଖାଦ୍ୟପଦାର୍ଥ ବଜାର ସେ ନେଇ...

ଏଥର ହେବ ସ୍ବାଭାବିକଠାରୁ ଅଧିକ ବର୍ଷା

ନୂଆଦିଲ୍ଲୀ,୧।୬: କେରଳରେ ମୌସୁମୀ ପହଞ୍ଚିବା ପରେ ଦେଶବାସୀଙ୍କ ଆଶ୍ୱସ୍ତି ମିଳିଛି। ଏଥର ସ୍ବାଭାବିକଠାରୁ ଅଧିକ ବର୍ଷା ହେବ ବୋଲ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।...

ଦେଶରେ ପୁଣି ବଢୁଛି କରୋନା ସଂକ୍ରମଣ

ନୂଆଦିଲ୍ଲୀ,୫।୭: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବଢିବାରେ ଲାଗିଛି। ମଙ୍ଗଳବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୬,୧୩୫...

ଟିକା ନେବା ପରେ ୪୦ ହଜାର ସଂକ୍ରମିତ

ନୂଆଦିଲ୍ଲୀ,୧୧।୮: କେରଳରେ କୋଭିଡ୍‌ ଟିକାର ୨ଟି ଡୋଜ୍‌ ନେଇଥିବା ୪୦ ହଜାରରୁ ଊର୍ଦ୍ଧ୍ୱ ଲୋକ ପୁଣିଥରେ କରୋନାରେ ସଂକ୍ରମିତ ହୋଇଛନ୍ତି। ସମସ୍ତ ମାମଲାର ନମୁନା ଜିନୋମ୍‌...

ଜେନେଭାରେ ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନକୁ ଘେରିଲେ ସ୍ୱାସ୍ଥ୍ୟମନ୍ତ୍ରୀ

ଜେନେଭା/ନୂଆଦିଲ୍ଲୀ,୨୪ ।୫: କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡା. ମନସୁଖ ମାଣ୍ଡବିୟ ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନର ମୁଖ୍ୟାଳୟ ଜେନେଭାରେ ବିଶ୍ୱ ସ୍ୱାସ୍ଥ୍ୟ ସଭାର...

ଜନତାଙ୍କୁ ଲୁଚୁଛନ୍ତି ଯୋଗୀ ଆଦିତ୍ୟନାଥ: ପ୍ରିୟଙ୍କା

ନୂଆଦିଲ୍ଲୀ,୧।୭: କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ପୁଣିଥରେ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ଟାର୍ଗେଟ କରିଛନ୍ତି। ମୁରଦାବାଦ ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ଯୋଗୀ...

Advertisement
Archives

Model This Week