Posted inଜାତୀୟ

ପୁଣି ବଢୁଛି ଦେଶରେ କରୋନା ସଂକ୍ରମଣ

ନୂଆଦିଲ୍ଲୀ,୨୨।୪: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବଢିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨,୪୫୧ ଜଣ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଏଥିସହ ୫୪ ଜଣଙ୍କ ମୃତ୍ୟୁ ଘଟିଛି। ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ୪,୩୦,୪୯,୯୭୪ରେ ପହଞ୍ଚିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଏବେ ସୁଦ୍ଧା ଦେଶରେ ୪,୨୫,୧୬,୦୬୮ଜଣ ଲୋକ ସୁସ୍ଥ ହୋଇଥିବାବେଳେ ୧୪,୨୪୧ ସକ୍ରିୟ ମାମଲା ରହିଛି। ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୫,୨୨,୦୬୨କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାସେଶ୍ୱରୀଙ୍କ ଇସ୍ତଫା ନେଇ ବିଜେଡିକୁ ଝଟକା ଚର୍ଚ୍ଚା

ସମ୍ବଲପୁର,୨୪ା୪(ପ୍ରମୋଦ ବହିଦାର):ସମ୍ବଲପୁରର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀ ମଙ୍ଗଳବାର ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସମ୍ବଲପୁର ବିଧାନ ସଭା ଓ ଲୋକ...

ନୁଡୁଲ୍ସ ପ୍ୟାକେଟ୍‌ରୁ ୨ କୋଟିର ହୀରା ଜବତ

ମୁମ୍ବାଇ,୨୪ା୪:ସୀମାଶୁଳ୍କ ବିଭାଗ ଅଧିକାରୀମାନେ ମୁମ୍ବାଇ ବିମାନବନ୍ଦରରୁ ୬.୪୬ କୋଟି ଟଙ୍କାର ସୁନା ଓ ହୀରା ଜବତ କରିଛନ୍ତି। ଜଣେ ଯାତ୍ରୀ ନୁଡୁଲ୍ସ ପ୍ୟାକେଟରେ ହୀରାକୁ ଲୁଚାଇଥିବାବେଳେ...

ପବନକୁ ସମ୍ଭାଳି ପାରିଲାନି ବ୍ରିଜ୍‌

ହାଇଦ୍ରାବାଦ୍‌,୨୪ା୪:ତେଲଙ୍ଗାନାର ପେଦ୍ଦାପଲ୍ଲୀରେ ସୋମବାର ରାତି ୯ଟା ୪୫ରେ ଏକ ନିର୍ମାଣାଧୀନ ବ୍ରିଜ୍‌ ପବନକୁ ସମ୍ଭାଳି ନ ପାରି ଭୁଶୁଡ଼ିପଡ଼ିଛି। ଉକ୍ତ ବ୍ରିଜ୍‌ର ଏକ ଅଂଶ ଭାଙ୍ଗିଯାଇଛି।...

ମତଦାନ କମିବା ଆଶଙ୍କା

ନୂଆଦିଲ୍ଲୀ,୨୪ା୪: ଲୋକ ସଭା ନିର୍ବାଚନରେ ବିଜୟୀ ହୋଇ ଭାଜପା ତୃତୀୟ ଥର ସରକାର ଗଢ଼ିବାକୁ ଲକ୍ଷ୍ୟ ରଖିଥିବାବେଳେ ଏହାକୁ ଅଟକାଇବା ପାଇଁ ଇଣ୍ଡିଆ ମେଣ୍ଟ ଜୋର୍‌ଦାର...

ଏସିଆ ଦେଶରେ ଅଧିକ ପଡିଲା ଜଳବାୟୁ ପରିବର୍ତ୍ତନର ପ୍ରଭାବ, ୨ ମାସରେ ଭାରତରେ ୧୦୦ରୁ ଅଧିକ ମୃତ୍ୟୁ: ରିପୋର୍ଟ

ନୂଆଦିଲ୍ଲୀ/ଜେନେଭା,୨୩।୪: ସର୍ବାଧିକ ବିପର୍ଯ୍ୟୟ ପ୍ରଭାବିତ ଅଞ୍ଚଳ ସମ୍ପର୍କରେ ମିଳିତ ଜାତିସଂଘ (ଜାତିସଂଘ) ରିପୋର୍ଟ ପ୍ରକାଶ ପାଇଛି। ଏହି ଅନୁଯାୟୀ, ୨୦୨୩ରେ ପାଗ, ଜଳବାୟୁ ଏବଂ ଜଳ...

କଂଗ୍ରେସ ଶାସନ ସମୟରେ କାହିଁକି ପାକିସ୍ତାନ ଆକ୍ରମଣର ଜବାବ ଦିଆଯାଇ ନ ଥିଲା, କାରଣ କହିଲେ ଶାହା

ନୂଆଦିଲ୍ଲୀ,୨୩।୪: ଲୋକ ସଭା ନିର୍ବାଚନ -୨୦୨୪ର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ଅଭିଯାନ ଜୋରସୋରରେ ଚାଲିଛି। କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ମଙ୍ଗଳବାର ମହାରାଷ୍ଟ୍ରର ଆକୋଲା ଠାରେ...

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପାଇଁ ସରିଲା ନିର୍ବାଚନ ପ୍ରଚାର, ଶୁକ୍ରବାର ପଡିବ ଭୋଟ୍‌

ନୂଆଦିଲ୍ଲୀ,୨୩।୪: ଆରମ୍ଭ ହୋଇଯାଇଛି ଦେଶର ସବୁଡାରୁ ମଡ଼ ମହାପର୍ବ ନିର୍ବାଚନ ୨୦୨୪। ତେବେ ଆଜି ୨ୟ ପର୍ଯ୍ୟାୟ ମତଦାନ ପାଇଁ ସରିଛି ପ୍ରଚାର । ଶେଷ...

ଟିକେଟ ବିକୁଛନ୍ତି ତେଜସ୍ବୀ ଯାଦବ: କଂଗ୍ରେସ ନେତା

ବାଲ୍ମିକିନଗର,୨୩।୪: ବିହାରର ବାଲ୍ମିକିନଗରରେ ଥିବା ଗ୍ରାଣ୍ଡ ଆଲାଇନ୍ସରେ ବିଦ୍ରୋହର ସ୍ବର ବୃଦ୍ଧି ପାଇବାରେ ଲାଗିଛି। ତେଜସ୍ବୀ ଯାଦବଙ୍କୁ ପୁଞ୍ଜିପତିମାନଙ୍କୁ ଟିକେଟ ବିକ୍ରି କରୁଥିବା ଅଭିଯୋଗ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri