Posted inଜାତୀୟ

ପୁଣି ବଢୁଛି କରୋନା ସଂକ୍ରମଣ

ନୂଆଦିଲ୍ଲୀ,୩।୫: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ଧୀରେ ଧୀରେ ବଢିବାରେ ଲାଗିଛି। ଗତ କିଛିଦିନ ହେବ ସଂକ୍ରମଣ ହଜାରେ ତଳେ ଥିବାବେଳେ ମଙ୍ଗଳବାର ତାହା ବୃଦ୍ଧି ପାଇଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨,୫୬୮ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଏଥିସହ ୨୦ ଜଣଙ୍କର ମୃତ୍ୟୁ ଘଟିଛି। ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ୪,୩୦,୮୪,୯୧୩ରେ ପହଞ୍ଚିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଏବେ ସୁଦ୍ଧା ଦେଶରେ ୪,୨୫,୪୧,୮୮୭ଜଣ ଲୋକ ସୁସ୍ଥ ହୋଇଥିବାବେଳେ ୧୯,୧୩୭ ସକ୍ରିୟ ମାମଲା ରହିଛି। ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୫,୨୩,୮୮୯କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଆକ୍ରାନ୍ତ ସଂଖ୍ୟା ୫୦ ହଜାରରୁ କମ୍‌…

ନୂଆଦିଲ୍ଲୀ,୨୨।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଲକ୍‌ଡାଉନ୍‌ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ଦେଶରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୫୦...

ଫିଲ୍ମ ଆକ୍ଟ୍ରେସଙ୍କ ଆତ୍ମହତ୍ୟା

ବାଙ୍ଗାଲୋର,୩୦।୯: ଜଣାଶୁଣା କନ୍ନଡ ଟେଲିଭିଜନ ଆକ୍ଟ୍ରେସ ସୌଜନ୍ୟା ଗୁରୁବାର ଆତ୍ମହତ୍ୟା କରିଛନ୍ତି। ସେ ବାଙ୍ଗାଲୁରୁର କୁମ୍ବାଲଗୋଡୁ ଆପାର୍ଟମେଣ୍ଟରେ ଫାଶୀ ଲଗାଇ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ତାଙ୍କ...

ଚାଇନା ବିରୋଧରେ ଭାରତ ଲଢୁଛି ଦୁଇଟି ଯୁଦ୍ଧ: କେଜରିଓ୍ବାଲ

ନୂଆଦିଲ୍ଲୀ,୨୨।୬: ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମଣକୁ ନେଇ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଏକ ଖବରଦାତା ସମ୍ମିଳନୀର ଆୟୋଜନ କରିଥିଲେ। ଏଥିରେ ସେ ଚାଇନାକୁ ଟାର୍ଗେଟ କରିଛନ୍ତି।...

ସମଝୌତା ଏକ୍ସପ୍ରେସ୍‌କୁ ସୀମାରେ ଅଟକାଇଲା ପାକ୍‌

ଇସ୍‌ଲାମାବାଦ/ନୂଆଦିଲ୍ଲୀ,୯।୮:ଭାରତ ଓ ପାକିସ୍ତାନ ମଧ୍ୟରେ ଚଳାଚଳ କରୁଥିବା ସମଝୌତା ଏକ୍ସପ୍ରେସ୍‌ ଟ୍ରେନ୍‌ ସେବାକୁ ଇସ୍‌ଲାମାବାଦ ବାତିଲ କରିଦେଇଥିବା ଏହାର ରେଳମନ୍ତ୍ରୀ ଶେଖ୍‌ ରଶିଦ୍‌ ଗୁରୁବାର ଘୋଷଣା...

ପୁଣି ଇଡି ଜାଲରେ ଚିଦାମ୍ବରମ୍‌

ନୂଆଦିଲ୍ଲୀ,୩।୧: କିଛି ଦିନର ବିରାମ ପରେ ପୁଣି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଜାଲରେ ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମ୍‌। ଶୁକ୍ରବାର ଏୟାର ଇଣ୍ଡିଆ ଦ୍ୱାରା କିଣାଯାଇଥିବା ବିମାନର...

ରାଜ୍ୟପାଳଙ୍କୁ ଭେଟିଲେ ନୀତୀଶ

ପାଟନା,୧।୬: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଶନିବାର ରାଜ୍ୟପାଳ ଲାଲ ଜି ଟଣ୍ଡନଙ୍କୁ ଭେଟିଛନ୍ତି। ବିହାର କ୍ୟାବିନେଟର ସମ୍ପ୍ରସାରଣ ଲାଗି ନୀତୀଶ ରାଜ୍ୟପାଳଙ୍କୁ ଭେଟିଥିବା ପ୍ରକାଶ।...

ପିଡ଼ିପିକୁ ବଡ଼ ଝଟ୍‌କା: ଇସ୍ତଫା ଦେଲେ ସଂସ୍ଥାପକ ସଦସ୍ୟ

ଶ୍ରୀନଗର,୧୫।୧୧: ଜମ୍ମୁ-କଶ୍ମୀରରେ ପିପୁଲସ୍‌ ଡେମୋକ୍ରାଟିକ୍‌ ପାର୍ଟି(ପିଡ଼ିପି)କୁ ବଡ଼ ଝଟ୍‌କା ଲାଗିଛି। ଦଳର ସଂସ୍ଥାପକ ସଦସ୍ୟ ମୁଜାଫର ହୁସେନ୍‌ ବେଗ୍‌ ଇସ୍ତଫା ଦେଇଛନ୍ତି। ଜିଲା ବିକାଶ ପରିଷଦ...

ଡାକ୍ତରଖାନାରେ ଭର୍ତ୍ତି ହେବାର ୭ରୁ ୧୨ ଘଣ୍ଟା ମଧ୍ୟରେ ୨୦ ପ୍ରତିଶତ ରୋଗୀଙ୍କ ହେଉଛି ମୃତ୍ୟୁ

ନୂଆଦିଲ୍ଲୀ,୨୩।୪: ଦେଶରେ କରୋନା ସଂକ୍ରମଣର ଅବସ୍ଥା ଏକ ଭୟଙ୍କର ରୂପ ନେଉଛି। ପ୍ରତିଦିନ କରୋନା ସଂକ୍ରମିତ ରୋଗୀଙ୍କ ସଂଖ୍ୟା ବଢିବାରେ ଲାଗିଛି। ଡାକ୍ତରଖାନା ଗୁଡ଼ିକରେ ଏବେ...

Advertisement
Archives

Model This Week