Posted inଜାତୀୟ

ଥମୁଛି ସଂକ୍ରମଣ, କମୁନି ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ,୪।୩: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ କମିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୬ ହଜାର ୩୯୩ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଏଥିସହ ୧୪୨ଙ୍କ ମୃତ୍ୟୁ ଘଟିଛି। ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ୪୨୯,୪୫,୧୬୦ରେ ପହଞ୍ଚିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଏବେ ସୁଦ୍ଧା ଦେଶରେ ୪,୨୩,୬୭,୦୭୦ଜଣ ଲୋକ ସୁସ୍ଥ ହୋଇଥିବାବେଳେ ୬୯,୮୯୭ସକ୍ରିୟ ମାମଲା ରହିଛି। ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୫,୧୪,୩୮୮କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସଲମାନ୍‌ଙ୍କ ବିରୋଧରେ ମାମଲା

ମୁମ୍ବାଇ,୨୬ା୬(ପି.ଟି.): ମୁମ୍ବାଇର ଜଣେ ଖବରଦାତା ବଲିଉଡ୍‌ ଅଭିନେତା ସଲମାନ୍‌ ଖାନଙ୍କ ବିରୋଧରେ ଫୌଜଦାରି ମାମଲା ରୁଜୁ କରିଛନ୍ତି। ଜେକେ ନ୍ୟୁଜ୍‌ ଚ୍ୟାନେଲ୍‌ର ମହାରାଷ୍ଟ୍ର ମୁଖ୍ୟ ଅଶୋକ...

ମନମୋହନ ସିଂଙ୍କ ସରକାର ସମୟରେ ଅଟକି ଯାଇଥିଲା ଭାରତ: ନାରାୟଣ ମୂର୍ତ୍ତି

ଅହମଦାବାଦ,୨୪ ।୯: ଭାରତରେ ଆଇଟି କ୍ଷେତ୍ରରେ ନାମୀ କମ୍ପାନୀ ଇନଫୋସିସର ସହ-ସଂସ୍ଥାପକ ଏନ ଆର ନାରାୟଣ ମୂର୍ତ୍ତି ଶୁକ୍ରବାର କହିଛନ୍ତି କି କଂଗ୍ରେସ ଅନୁଗାମୀ ୟୁପିଏ...

ଡେଙ୍ଗୁ, ମ୍ୟାଲେରିଆ ମମତାଙ୍କ ବନ୍ଧୁ: ଶାହା

ନୂଆଦିଲ୍ଲୀ,୨୫।୩: ୫ଟି ରାଜ୍ୟସଭା ନିର୍ବାଚନ ପାଇଁ ବର୍ତ୍ତମାନ ଜୋର୍‌ଦାର ପ୍ରଚାର ଚାଲିଛି। ପଶ୍ଚିମବଙ୍ଗ ଏବଂ ଆସାମରେ ଗୁରୁବାର ସନ୍ଧ୍ୟା ୫ଟା ସୁଦ୍ଧା ପ୍ରଥମ ପର୍ଯ୍ୟାୟ ନିର୍ବାଚନ...

କୁଲଗାମରୁ ଯବାନ ଅପହରଣ, କାରରେ ମିଳିଲା ରକ୍ତ ଛିଟା, ସର୍ଚ୍ଚ ଅପରେଶନ ଜାରି

କୁଲଗାମ,୩୦।୭: ଜମ୍ମୁ-କଶ୍ମୀରର କୁଲଗାମରୁ ଜଣେ ସେନା ଯବାନଙ୍କୁ ଅପହରଣ କରାଯାଇଛି। ଯବାନଙ୍କ ପରିବାର ଦାବି କରିଛନ୍ତି କି ଶନିବାର ସନ୍ଧ୍ୟାରୁ ସେ ନିଖୋଜ ଅଛନ୍ତି। ତେବେ...

ଦେଢ ବର୍ଷ ପରେ ୯୮ ହିନ୍ଦୁ ତୀର୍ଥଯାତ୍ରୀ ଫେରିଲେ ପାକିସ୍ତାନ

ନୂଆଦିଲ୍ଲୀ,୭ ।୯: ପାକିସ୍ତାନରେ ରହୁଥିବା ୯୮ ହିନ୍ଦୁ ପରିବାର ଦୀର୍ଘ ଦେଢ ବର୍ଷ ପରେ ପୁଣିଥରେ ସେମାନଙ୍କ ଘର ପାକିସ୍ତାନକୁ ଫେରି ଯାଇଛନ୍ତି । ଏମାନେ...

ଜେଲ୍‌ରେ ଥାଇ ଜିତିଲେ ନିର୍ବାଚନ

ଲକ୍ଷ୍ନୌ,୧୧।୩: ଉତ୍ତର ପ୍ରଦେଶର ବିଧାନସଭା ନିର୍ବାଚନରେ ଭାଜପା ବହୁମତ ହାସଲ କରି ସରକାର ଗଢିବାକୁ ଯାଉଛି। ତେବେ ରାଜ୍ୟର ସବୁଠୁ ହଟ୍‌ ଆସନ କୁହାଯାଉଥିବା ରାମପୁରରେ...

ବିବାହ ପରେ ଶାଶୁଘରକୁ ଯାଉଥିଲେ କନ୍ୟା;ବାଟରେ ଲାଗିଲା ଶୋଷ: ଆଉ ତା’ପରେ

ଲକ୍ଷ୍ନୌ,୧୩।୯: ଉତ୍ତରପ୍ରଦେଶର ମୈନପୁରୀରେ ଏକ ରୋଚକ ଘଟଣା ଘଟିଛି। ବିବାହ ପରେ କନ୍ୟା ତାଙ୍କ ଶାଶୁ ଘରକୁ ଯାଉଥିବା ବେଳେ ବାଟରେ ସ୍ବାମୀଙ୍କ ଚକ୍‌ମା ଦେଇ...

ବାବ୍ରୀ ମସ୍‌ଜିଦ ଭଙ୍ଗ ମାମଲା: ସୁପ୍ରିମକୋର୍ଟଙ୍କୁ ଅଧିକ ସମୟ ମାଗିଲେ ବିଚାରପତି

ନୂଆଦିଲ୍ଲୀ, ୧୬ା୭: ବାବ୍ରୀ ମସ୍‌ଜିଦ ଭଙ୍ଗ ମାମଲାର ଶୁଣାଣି କରୁଥିବା ସ୍ବତନ୍ତ୍ର ବିଚାରପତି ଏସ୍‌.କେ. ଯାଦବ ଶୁଣାଣି ଶେଷ କରିବା ଲାଗି ସୁପ୍ରିମକୋର୍ଟଙ୍କୁ ଅଧିକ ସମୟ...

Advertisement
Archives

Model This Week