ଭାରତ କଲା ରେକର୍ଡ: ଚାଇନା-ଆମେରିକା ପଡ଼ିଲେ ପଛରେ …

ନୂଆଦିଲ୍ଲୀ,୨୧।୪: କରୋନା ଲଢ଼େଇ କ୍ଷେତ୍ରରେ ଭାରତ ଏକ ନୂଆ ରେକର୍ଡ ରଚିଛି। ଶୀଘ୍ର ସାର୍ବଜନୀକ ଟିକାଦାନ କରି ଭାରତ ପୃଥିବୀରେ ନୂଆ ରେକର୍ଡ କରିଛି। ଟିକାଦାନରେ ଭାରତ ଆମେରିକାକୁ ପଛରେ ପକାଇ ଦେଇଛି। ଭାରତ ମାତ୍ର ୧୦୯ ଦିନରେ ୧୩ କୋଟି ୧ଲକ୍ଷ ୧୯ ହଜାର ୩୧୦ ଲୋକଙ୍କୁ ଟିକାଦାନ କରିଛି ବୋଲି ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଗତ ୨୪ ଘଣ୍ଟାରେ ୨୯ ଲକ୍ଷ ୯୦ ହଜାର ୧୯୭ ଲୋକଙ୍କୁ ଟିକାଦାନ କରାଯାଇଥିବା ମନ୍ତ୍ରଣାଳୟ କହିଛି। ଆମେରିକା ୧୩ କୋଟି ଲୋକଙ୍କୁ ୧୦୧ ଦିନରେ ଟିକାଦାନ କରିଥିଲା। ସେହିପରି ଚାଇନା ଏହି ଲକ୍ଷ୍ୟ ପୂରଣ ପାଇଁ ୧୦୯ ଦିନ ସମୟ ନେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା: ସରପଞ୍ଚ ହତ୍ୟା ଘଟଣାରେ ସମ୍ପୃକ୍ତ ୫ ଆତଙ୍କବାଦୀ ଗିରଫ

ଶ୍ରୀନଗର,୨୪।୫: ଜମ୍ମୁ-କଶ୍ମୀର ପୋଲିସ ଲଶ୍କର-ଇ-ତୋଏବାର ୫ ଆତଙ୍କବାଦୀଙ୍କୁ ଗିରଫ କରିଛି। ଗିରଫ ୩ଜଣ ଆତଙ୍କବାଦୀ ବାରମୁଳା ଜିଲା ସରପଞ୍ଚ ହତ୍ୟା କାଣ୍ଡରେ ସମ୍ପୃକ୍ତ ଥିଲେ ବୋଲି...

ସ୍କୁଲରେ ପଢୁଥିବାବେଳେ ନିଜ ପିଲାଙ୍କୁ ଦେଖିପାରିବେ ଅଭିଭାବକ…

ନୂଆଦିଲ୍ଲୀ, ୧।୫ : ରାଜଧାନୀ ଦିଲ୍ଲୀରେ, ଖୁବ୍‌ ଶୀଘ୍ର ଅଭିଭାବକମାନେ ସେମାନଙ୍କ ପିଲାମାନଙ୍କୁ ସ୍କୁଲ୍‌ରେ ପଢୁଥିବା ସମୟରେ  ମୋବାଇଲରେ  ଦେଖିପାରିବେ।  ଏହା ମେ ମାସରୁ ଆରମ୍ଭ...

ରବର୍ଟ ଭଦ୍ରାଙ୍କ ଘରେ ଆୟକର ଟିମ୍‌

ନୂଆଦିଲ୍ଲୀ,୪।୧: କଂଗ୍ରେସ ରାଷ୍ଟ୍ରୀୟ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କ ସ୍ବାମୀ ରବର୍ଟ ଭଦ୍ରାଙ୍କ ଘରେ ଆୟକର ଟିମ ପହଞ୍ଚିଛନ୍ତି। ବେନାମୀ ସମ୍ପତ୍ତି ମାମଲାରେ ଆୟକର ଅଧିକାରୀ...

ଶିବସେନା ଶାଖା ଉପରେ ଶିନ୍ଦେଙ୍କ ନଜର…

ମୁମ୍ବାଇ,୧୯।୨ : ଶିବସେନା ଶାଖାଗୁଡ଼ିକୁ ଦଳର ମୂଳ ଭିତ୍ତିଭୂମି ଏବଂ ମେରୁଦଣ୍ଡ ଭାବରେ ବିବେଚନା କରାଯାଏ। ଯେପର୍ଯ୍ୟନ୍ତ ଶାଖା ଅଛନ୍ତି, ଉଦ୍ଧବ ଠାକରେ ପରିବାର ମହାରାଷ୍ଟ୍ର...

ଭେଙ୍କିଆ ନାଇଡୁଙ୍କୁ ବିଦାୟ, ଯୁବବର୍ଗଙ୍କୁ ଆଗେଇବା ପାଇଁ କାମ କରିଥିବା କହିଲେ ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ, ୮।୮ : ଉପରାଷ୍ଟ୍ରପତି ଭେଙ୍କିଆ ନାଇଡୁଙ୍କୁ ବିଦାୟ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି ଯେ, ଆପଣ ଦେଶର ଯୁବବର୍ଗଙ୍କୁ ଆଗେଇବା ଲାଗି କାର୍ଯ୍ୟ...

ତ୍ରିପୁରାରେ ବାଦଲ ଫଟା ବର୍ଷା: ୭ଶହ ଲୋକ ବେଘର

ଅଗରାତାଲା,୨୬।୫: ତ୍ରିପୁରାରେ ଗତ ୩ ଦିନ ଧରି ବାଦଲ ଫଟା ବର୍ଷା ଲାଗି ରହିଛି। କେତେକ ଅଞ୍ଚଳରେ ବର୍ଷାଜଳ ଜମି ରହିବାରୁ ୭ଶହ ଲୋକ ବାସ...

ଭାକ୍ସିନ୍‌ ବେପାର: ଘରୋଇ ହସ୍ପିଟାଲରେ ଗୋଟିଏ ଡୋଜ୍‌ ଦାମ୍‌ ୯୦୦ରୁ ୧୪୦୦ ଟଙ୍କା…

ନୂଆଦିଲ୍ଲୀ,୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। କେତେକ...

ଜନସାଧାରଣଙ୍କୁ ଟାର୍ଗେଟ କରୁଥିବା ଆତଙ୍କବାଦୀ ସଂଗଠନର ୩ ସଦସ୍ୟ ନିହତ

ଶ୍ରୀନଗର,୨୪।୧୧: ଜମ୍ମୁ-କଶ୍ମୀର ପୋଲିସ ଗୁଳିରେ ବୁଧବାର ୩ ଆତଙ୍କବାଦୀ ନିପାତ ହୋଇଛନ୍ତି। ପ୍ରାରମ୍ଭିକ ତଦନ୍ତରୁ ଜଣାପଡ଼ିଛି ଏହି ଆତଙ୍କବାଦୀ ଗୋଷ୍ଠିର ସଦସ୍ୟମାନେ ସହରରେ ଚଳିତ ମାସରେ...

Advertisement
Archives

Model This Week