Posted inଜାତୀୟ

ଦେଶରେ ବଢିଚାଲିଛି ସଂକ୍ରମଣ

ନୂଆଦିଲ୍ଲୀ,୧୭।୬: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବଢିବାରେ ଲାଗିଛି। ଶୁକ୍ରବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୨,୮୪୭ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଏଥିସହ ୧୪ ଜଣଙ୍କର ମୃତ୍ୟୁ ଘଟିଛି। ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ୪,୩୨,୭୦,୫୭୭ରେ ପହଞ୍ଚିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଏବେ ସୁଦ୍ଧା ଦେଶରେ ୪,୨୬,୮୨,୬୯୭ଜଣ ଲୋକ ସୁସ୍ଥ ହୋଇଥିବାବେଳେ ୬୩,୦୬୩ ସକ୍ରିୟ ମାମଲା ରହିଛି। ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୫,୨୪,୮୧୭କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଜୟ ଶ୍ରୀରାମ’ ଲେଖି ପରୀକ୍ଷାରେ ପାସ୍‌, ମିଳିଛି ୬୦% ମାର୍କ

ଲକ୍ଷ୍ନୌ,୨୭।୪: ପରୀକ୍ଷା ଖାତାରେ କିଛି ଛାତ୍ରୀଛାତ୍ର ଗୀତ କିମ୍ବା ଫିଲ୍ମ ସମ୍ପର୍କରେ ଲେଖିଥିବା ମାମଲା ନିଶ୍ଚୟ ଶୁଣିଥିବେ। ଆଉ ଏହି ପରୀକ୍ଷା ଖାତା ଭାଇରାଲ ହେବା...

ଏଏପି ବିଧାୟକ ଅମାନତୁଲ୍ଲାଙ୍କୁ ବଡ ଆଶ୍ୱସ୍ତି, ମିଳିଲା ଜାମିନ

ନୂଆଦିଲ୍ଲୀ,୨୭।୪: ଶନିବାର (ଏପ୍ରିଲ ୨୭ରେ ଦିଲ୍ଲୀର ରାଉଜ ଆଭେନ୍ୟୁ କୋର୍ଟ ଆମ ଆଦମୀ ପାର୍ଟି (ଏଏପି) ବିଧାୟକ ଅମାନତୁଲ୍ଲା ଖାନଙ୍କୁ ଏକ ବଡ଼ ଆଶ୍ୱସ୍ତି ପ୍ରଦାନ...

ନୈନିତାଲ ଜଙ୍ଗଲରେ ଲାଗିଲା ନିଆଁ, ଜନବସତି ପାଇଁ ବିପଦ

ଡେରାଡୁନ,୨୭।୪: ସାରା ବିଶ୍ୱରେ ଉତ୍ତାପ ଦିନକୁ ଦିନ ବଢିବା ସହିତ ସହିତ ଉତ୍ତରପ୍ରଦେଶର ବିଭିନ୍ନ ସ୍ଥାନରେ ଜଙ୍ଗଲରେ ନିଆଁ ଲାଗିଯିବା ଖବର ସମସ୍ତଙ୍କୁ ଚିନ୍ତାରେ ପକାଇ...

ବର୍ଷିଲେ ଦିଲ୍ଲୀ ହାଇକୋର୍ଟ, କେତେ କ୍ଷମତା ପାଇଲେ ଖୁସି ହେବେ କେଜରିଓ୍ବାଲ?

ନୂଆଦିଲ୍ଲୀ,୨୭।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଏବେ ତିହାର ଜେଲ୍‌ରେ କାରାଦଣ୍ଡ ଭୋଗୁଛନ୍ତି। ଏନେଇ ଆମ ଆଦମୀ ପାର୍ଟି ବାରମ୍ବାର ଜୋର ଦେଉଥିବାବେଳେ ଶନିବାର ଦିଲ୍ଲୀ...

ଦେଶର ୪ ବିମାନ ବନ୍ଦରକୁ ବୋମାରେ ଉଡାଇ ଦେବାକୁ ମିଳିଲା ଧମକ

ନୂଆଦିଲ୍ଲୀ,୨୭।୪: ଦେଶର ଚାରୋଟି ବିମାନବନ୍ଦରକୁ ବୋମାରେ ଉଡାଇ ଦେବାକୁ ଧମକ ଆସିଛି। ଇ-ମେଲ ମାଧ୍ୟମରେ ଦାବି କରାଯାଇଛି ଯେ କୋଲକାତା ବିମାନବନ୍ଦର ସମେତ ଦେଶର ଚାରୋଟି...

ଟିଏମସିକୁ ଆତଙ୍କବାଦୀ ସଙ୍ଗଠନ ଘୋଷଣା କରାଯାଉ: ଶୁଭେନ୍ଦୁ ଅଧିକାରୀ

କୋଲକାତା,୨୭।୪: ସନ୍ଦେଶଖାଲି ପ୍ରସଙ୍ଗରେ ଭାଜପା କ୍ରମାଗତ ଭାବେ ତ୍ରୁଣମୂଳ କଂଗ୍ରେସ(ଟିଏମସି) ଉପରେ ଆକ୍ରମଣ କରୁଛି। ସନ୍ଦେଶଖାଲି ହିଂସା ଏବଂ ମହିଳାଙ୍କ ଉପରେ ହେଉଥିବା ନିର୍ଯ୍ୟାତନା ମାମଲା...

ପୁଣି ଲାଲ ସାଗରରେ ତାଣ୍ଡବ କଲେ ହୁତି ବିଦ୍ରୋହୀ! ଭାରତ ଆସୁଥିବା ତେଲ ଟ୍ୟାଙ୍କର ଉପରକୁ ମିଶାଇଲ ମାଡ

ନୂଆଦିଲ୍ଲୀ,୨୭।୪: ହୁତି ବିଦ୍ରୋହୀମାନେ ପୁଣି ଥରେ ଲୋହିତ ସାଗରରେ ଏକ ତାଣ୍ଡବ ସୃଷ୍ଟି କରିଛନ୍ତି। ୟେମେନର ହୁତି ବିଦ୍ରୋହୀ ସଂଗଠନ ଶନିବାର କହିଛି ଯେ ସେମାନଙ୍କର...

ଶୋଇଥିବା ବେଳେ ଫୁଟିଲା ଗୁଳି, ୨ ଯବାନ ଶହୀଦ

ଇମ୍ଫାଲ,୨୭।୪: ମଣିପୁରରେ ପୁଣି ହିଂସା। କେନ୍ଦ୍ରୀୟ ରିଜର୍ଭ ଫୋର୍ସର ଯବାନମାନେ ଶୋଇଥିବା ବେଳେ ସେମାନଙ୍କ ଉପରକୁ ଆକ୍ରମଣ କରିଛନ୍ତି ଉଗ୍ରବାଦୀ । ଏଥିରେ ଦୁଇ ଯବାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri