Posted inଜାତୀୟ

୨୪ ଘଣ୍ଟାରେ ୧ ଲକ୍ଷ ୪୧ ହଜାର ନୂଆ ସଂକ୍ରମିତ

ନୂଆଦିଲ୍ଲୀ,୮।୧: ଦେଶରେ ଉପରମୁହାଁ ହୋଇଛି କରୋନା ମିଟର। ୨୪ ଘଣ୍ଟା ମଧ୍ୟରେ ଦେଶରେ ୧ଲକ୍ଷ ୪୧ ହଜାର ୩୨୫ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସଂକ୍ରମଣ ସଂଖ୍ୟା ୨୧ ପ୍ରତିଶତ ବୃଦ୍ଧି ପାଇଛି । ଗତକାଲି ୧ ଲକ୍ଷ ୧୭ ହଜାର ୬୭ ସଂକ୍ରମିତ ଚିହ୍ନଟ ହୋଇଥିଲେ। ୭ ମାସ ପରେ ଶୁକ୍ରବାର ପ୍ରଥମ ଥର ପାଇଁ ଲକ୍ଷେ ଟପିଥିଲା ନୂଆ ପଜିଟିଭ ମାମଲା । କେବଳ ମହାରାଷ୍ଟ୍ରରୁ ୪୦ ହଜାର ୯୨୫ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ମୁମ୍ବାଇରୁ ୨୦ ହଜାର ୯୭୧ଜଣ ଚିହ୍ନଟ ହୋଇଛନ୍ତି । ତେବେ ୨୪ ଘଣ୍ଟାରେ ୧୨୯ ଜଣଙ୍କର ମୃତ୍ୟୁ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ବାଘ ସଫାରୀରେ ପର୍ଯ୍ୟଟକଙ୍କ ଲୁଗା ଟାଣିଲା ବାଘ: ଭିଡ଼ିଓ ଭାଇରାଲ

ଭୋପାଳ,୧୮।୨: କିଛିଦିନ ତଳେ ଛତିଶଗଡ଼ ରାୟପୁରରେ ଥିବା ନନ୍ଦନବନ ଜଙ୍ଗଲ ସଫାରୀରେ ଏକ ବାଘ ପର୍ଯ୍ୟଟକଙ୍କ ବସର ପିଛା କରିଥିଲା। ଏହାକୁ ନେଇ ବେଶ୍‌ ଚର୍ଚ୍ଚା...

ରାଷ୍ଟ୍ରପତି ନିର୍ବାଚନ ନେଇ ଚିନ୍ତା କରାଯାଇନି

ନୂଆଦିଲ୍ଲୀ, ୩୦ା୩: ୩ଦିନିଆ ନୂଆଦିଲ୍ଲୀ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ସଂସଦକୁ ଯାଇ ଦଳୀୟ ଏମ୍‌ପିଙ୍କୁ ଭେଟି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି।...

ଅଫିସରୁ ଘରକୁ ଫେରୁଥିବା ବେଳେ ଯୁବତୀଙ୍କୁ ଆକ୍ରମଣ କଲେ ଦୃର୍ବୁତ୍ତ

ନୂଆଦିଲ୍ଲୀ,୧୮।୫: ଦିଲ୍ଲୀରେ ଦିନକୁ ଦିନ ଅପରାଧ ବୃଦ୍ଧି ପାଇବାରେ ଲାଗିଛି। ଏଠାରୁ ପ୍ରତିଦିନ ଅପରାଧ ଜଡ଼ିତ ଖବର ସାମ୍‌ନାକୁ ଆସୁଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଦିଲ୍ଲୀର ପାଣ୍ଡବ...

ଗୋଟିଏ ବର୍ଷରେ ୧.୫୮ ଲକ୍ଷ ବାଇକ୍‌ ଦୁର୍ଘଟଣା, ୫୬ ହଜାର ଲୋକଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୩୦।୩: ଦେଶରେ ସଡ଼କ ଦୁର୍ଘଟଣା ଦ୍ରୁତ ଗତିରେ ବଢିଚାଲିଛି। ସଡକ ପରିବହନ ମନ୍ତ୍ରୀ ନିତିନ ଗଡକରୀ ବୁଧବାର ସଂସଦରେ କହିଛନ୍ତି, ୨୦୨୦ରେ ଭାରତରେ ୧,୫୮,୯୬୪ ଦୁଇ...

ପାକିସ୍ତାନ ପଛରେ ଭାରତ

ନୂଆଦିଲ୍ଲୀ, ୧୭ା୧୦: ଭାରତରେ କ୍ଷୁଧାହାର ପୂର୍ବାପେକ୍ଷା ଅଧିକ ଚିନ୍ତାଜନକ ରହିଛି। ଏପରି କି ପଡ଼ୋଶୀ ପାକିସ୍ତାନ, ନେପାଳ, ବାଂଲାଦେଶ ଅପେକ୍ଷା ଭାରତର ସ୍ଥିତି ଖରାପ ରହିଥିବା...

ଦିଲ୍ଲୀ ବିଧାନସଭା ନିର୍ବାଚନ: ଏଏପିର ‘କେଜରିଓ୍ବାଲ ଗ୍ୟାରେଣ୍ଟି କାର୍ଡ’

ନୂଆଦଲ୍ଲୀ,୧୯।୧: ପାଖେଇ ଆସୁଛି ଦିଲ୍ଲୀ ବିଧାନସଭା ନିର୍ବାଚନ। ଏବେ ଏହାକୁ ନେଇ ଭୋଟରଙ୍କୁ ନିଜ ଆଡକୁ ଆକର୍ଷିତ କରିବାକୁ ସବୁଦଳ ପ୍ରସ୍ତୁତ ହେଉଛନ୍ତି। ଏଠାରେ ଶାସକ...

୨ ମାସ ମଧ୍ୟରେ ବଳାତ୍କାର ପୀଡ଼ିତାଙ୍କୁ ମିଳିଲା ନ୍ୟାୟ

ଲକ୍ଷ୍ନୌ,୧୬।୩ : ଉତ୍ତର ପ୍ରଦେଶରେ ଏଟାଓ୍ବା ଜିଲାର ଜଣେ ବଳାତ୍କାର ଅଭିଯୁକ୍ତଙ୍କୁ ଘଟଣାର ୫୫ ଦିନରେ ଆଜୀବନ କାରଦଣ୍ଡ ଶୁଣାଇଛନ୍ତି କୋର୍ଟ। ଆମ ଦେଶରେ ଏତେ...

କୁରୁକ୍ଷେତ୍ରରେ ଅନ୍ତର୍ଜାତୀୟ ଗୀତା ମହୋତ୍ସବ

କୁରୁକ୍ଷେତ୍ର,୩୦।୧୧(ଆଇଏଏନ୍‌ଏସ୍‌): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାର ହରିୟାଣାର କୁରୁକ୍ଷେତ୍ରରେ ଅନ୍ତର୍ଜାତୀୟ ଗୀତା ମହୋତ୍ସବକୁ ଉଦ୍‌ଘାଟନ କରିଛନ୍ତି। ପୁରୁଷୋତ୍ତମପୁର ବାଗ୍‌ରେ ଥିବା ଶ୍ରୀକୃଷ୍ଣଙ୍କ ରଥ ନିକଟରେ ରାଷ୍ଟ୍ରପତି...

Advertisement
Archives

Model This Week