Posted inଜାତୀୟ

ପୁଣି ବଢୁଛି କରୋନା ସଂକ୍ରମଣ

ନୂଆଦିଲ୍ଲୀ,୧୦।୫: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ଧୀରେ ଧୀରେ ବଢିବାରେ ଲାଗିଛି। ଗତ କିଛିଦିନ ହେବ ସଂକ୍ରମଣ ହଜାରେ ତଳେ ଥିବାବେଳେ ମଙ୍ଗଳବାର ତାହା ବୃଦ୍ଧି ପାଇଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩,୨୦୭ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଏଥିସହ ୨୯ ଜଣଙ୍କର ମୃତ୍ୟୁ ଘଟିଛି। ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ୪,୩୧,୦୫,୪୦୧ରେ ପହଞ୍ଚିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଏବେ ସୁଦ୍ଧା ଦେଶରେ ୪,୨୫,୪୧,୮୮୭ଜଣ ଲୋକ ସୁସ୍ଥ ହୋଇଥିବାବେଳେ ୨୦,୪୦୩ ସକ୍ରିୟ ମାମଲା ରହିଛି। ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୫,୨୪,୦୯୩କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆୟୁଷ୍ମାନ ଭାରତ ଯୋଜନାରେ ବ୍ୟାପକ ଦୁର୍ନୀତି : ଡାକ୍ତର ଲୁଟିଛନ୍ତି ଚିକିତ୍ସା ଅର୍ଥ, କାଗଜକଲମରେ ରୋଗୀ ସେବା

ନୂଆଦିଲ୍ଲୀ,୨୧।୬(ଆଇଏଏନ୍‌ଏସ୍‌) : କେନ୍ଦ୍ର ସରକାରଙ୍କ ବୃହତ୍‌ ସ୍ବାସ୍ଥ୍ୟ ଯୋଜନା ଆୟୁଷ୍ମାନ ଭାରତରେ ଏକ ବଡ଼ଧରଣର ଦୁର୍ନୀତି ହୋଇଥିବା ସାମ୍ନାକୁ ଆସିଛି। ଗରିବ ରୋଗୀଙ୍କ ପାଇଁ ଉଦ୍ଦିଷ୍ଟ...

ପୁଅ ନୁହେଁ ପୋଷା କୁକୁର ହେଲା ଉତ୍ତରାଧିକାରୀ

ଭୋପାଳ,୩୧।୧୨: ପିତାଙ୍କ ଅନ୍ତେ ତାଙ୍କ ସମ୍ପତ୍ତିର ଉତ୍ତରାଧିକାରୀ ଭାବେ ଝିଅ-ପୁଅଙ୍କୁ ବିବେଚିତ କରାଯାଇଥାଏ। ତେବେ ମଧ୍ୟପ୍ରଦେଶରେ ଜଣେ ଚାଷୀ ମୃତ୍ୟୁ ପରେ ତାଙ୍କର ସମସ୍ତ ସମ୍ପତ୍ତିର...

ଦୁର୍ଗାଙ୍କ ମନ୍ତ୍ର ଟୁଇଟ୍‌ କଲେ ପ୍ରିୟଙ୍କା

ନୂଆଦିଲ୍ଲୀ,୩୧।୧୨: କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଦୁର୍ଗାଙ୍କର ଏକ ମନ୍ତ୍ର ଟୁଇଟ୍‌ କରିବା ପରେ ଏବେ ଏହା ଚର୍ଚ୍ଚାକୁ ଆସିଛି। ପ୍ରିୟଙ୍କାଙ୍କ ଅଫିସିଆଲ ଟୁଇଟର୍‌...

ଭାରତକୁ ବଦ୍‌ନାମ କରିବା ରାହୁଲ ଗାନ୍ଧୀଙ୍କ ଅଭ୍ୟାସ: ଅନୁରାଗ ଠାକୁର

ନୂଆଦିଲ୍ଲୀ,୩।୩: କେମ୍ବ୍ରିଜ ବିଶ୍ୱବିଦ୍ୟାଳୟରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଭାଷଣକୁ ନେଇ ଭାଜପା ତାଙ୍କୁ ଟାର୍ଗେଟ୍‌ କରିଛି। ପାର୍ଟି ନେତା ଅନୁରାଗ ଠାକୁର ଶୁକ୍ରବାର ରାହୁଲଙ୍କ...

ଯାନ୍ତ୍ରିକ ତ୍ରୁଟି ଯୋଗୁ ଦିଲ୍ଲୀକୁ ଫେରିଆସିଲା ବିମାନ

ନୂଆଦିଲ୍ଲୀ,୩।୧: ରାଜଧାନୀ ଦିଲ୍ଲୀରୁ ଥାଇଲ୍ୟାଣ୍ଡର ଫୁକେଟକୁ ଯାଉଥିବା ଇଣ୍ଡିଗୋ ବିମାନରେ ଯାନ୍ତ୍ରିକ ତ୍ରୁଟି ଯୋଗୁ ପୁଣି ଦିଲ୍ଲୀକୁ ଫେରିଆସିଛି। ଏହାପରେ ବିମାନକୁ ଜରୁରୀକାଳୀନ ଘୋଷଣା କରାଯାଇଥିଲା।...

ଶରଦ ପାଓ୍ବାରଙ୍କ ପାକିସ୍ତାନ ପ୍ରେମ: କହିଲେ ପାକ୍‌କୁ ନେଇ ମୋଦି ସରକାର ମିଛ କହୁଛନ୍ତି

ନୂଆଦିଲ୍ଲୀ,୧୫।୯: ନ୍ୟାଶନାଲିଷ୍ଟ କଂଗ୍ରେସ ପାର୍ଟି(ଏନ୍‌ସିପି) ମୁଖ୍ୟ ଶରଦ ପାଓ୍ବାରଙ୍କ ପାକିସ୍ତାନ ପ୍ରେମ ଦେଖିବାକୁ ମିଳିଛି। ଶନିବାର ପାଓ୍ବାର କହିଛନ୍ତି ଶାସକ ଭାଜପା ବା ମୋଦି ସରକାର...

ରକ୍ତପାତ ପରେ ବି ସମାଧାନ ନାହିଁ, ଲୋକ ସଭାରେ ଜୟଶଙ୍କରଙ୍କ ଉତ୍ତର…

ନୂଆଦିଲ୍ଲୀ, ୬।୪ : ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ନେଇ ବହିର୍ବ୍ୟାପାରମନ୍ତ୍ରୀ ଏସ୍‌.ଜୟଶଙ୍କର ବୁଧବାର ଲୋକ ସଭାରେ ଉତ୍ତର ରଖିଛନ୍ତି। ସେ କହିଛନ୍ତି ଯେ,...

ଅଭିନନ୍ଦନଙ୍କ ନିଶକୁ କପି କରି ଅସଲି ହିରୋଙ୍କ ନକଲ କରୁଛି ବୋଲି କହିଲେ ଭୋପାଳ ପୋଲିସ

ଭୋପାଳ,୧୩।୭: ମଧ୍ୟପ୍ରଦେଶ ଭୋପାଳର ପୋଲିସକର୍ମୀ କୈଳାଶ ପାଓ୍ବାର ଓ୍ବିଙ୍ଗ କମାଣ୍ଡର ଅଭିନନ୍ଦନ ବର୍ଥମାନଙ୍କ ନିଶ ଭଳି ନିଶ ରଖି ଏବେ ଆସିଛନ୍ତି ଚର୍ଚ୍ଚାକୁ। ଏହାକୁ ନେଇ...

Advertisement
Archives

Model This Week