Posted inଜାତୀୟ

କମିବାର ନାଁ ନେଉନାହିଁ ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ,୨୫।୨: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ କମିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୩ ହଜାର ୧୬୬ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଏଥିସହ ୩୦୨ଙ୍କ ମୃତ୍ୟୁ ଘଟିଛି। ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ୪୨୮,୯୪,୩୪୫ରେ ପହଞ୍ଚିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଏବେ ସୁଦ୍ଧା ଦେଶରେ ୪,୨୨,୪୬,୮୮୪ଜଣ ଲୋକ ସୁସ୍ଥ ହୋଇଥିବାବେଳେ ୧,୩୪,୨୩୫ ସକ୍ରିୟ ମାମଲା ରହିଛି। ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୫,୧୩,୨୨୬କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡେରା ବାବା ନାନକରେ ମହିଳା ଏବଂ ପୁରୁଷ ଆତଙ୍କବାଦୀଙ୍କ ପ୍ରବେଶ: ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି

ନୂଆଦିଲ୍ଲୀ,୬।୧୧: କରତାର୍‌ପୁର କରିଡୋର ନେଇ ଭାରତୀୟ ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ନଭେମ୍ବର ୯ରେ ଡେରା ବାବା ନାନକଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର...

ମେଓ୍ବାତ ଡେପୁଟି ଏସ୍‌ପି ସୁରେନ୍ଦ୍ର ସିଂଙ୍କୁ ହତ୍ୟା

ଚଣ୍ଡିଗଡ଼,୧୯।୭: ହରିୟାଣାର ନୁହ ଜିଲାର ମେ ଓ୍ବାତରେ ଡେପୁଟି ଏସ୍‌ପି ସୁରେନ୍ଦ୍ର ସିଂ ବିଶ୍ନୋଇଙ୍କୁ ହତ୍ୟା କରାଯାଇଛି। ଖଣି ମାଫିଆମାନେ ତାଙ୍କ ଉପରେ ଡମ୍ପର ଚଢ଼ାଇ...

ଆଖି ବୁଜିଲେ ଆଉ ଜଣେ ନିର୍ଭୟା

ମୁମ୍ବାଇ, ୧୨।୯: ମୁମ୍ବାଇର ସାକିନାକା ଅଞ୍ଚଳରେ ଦିଲ୍ଲୀ ନିର୍ଭୟା ଘଟଣାର ପୁନରାବୃତ୍ତି ଘଟିଛି। ଶୁକ୍ରବାର ଭୋର୍‌ ସମୟରେ ଜଣେ ୩୨ ବର୍ଷୀୟା ମହିଳାଙ୍କୁ ବଳାତ୍କାର କରାଯିବା...

ତିରୁମାଲା ମନ୍ଦିରକୁ ୧.୦୨ କୋଟି ଦାନକଲେ ମୁସଲମାନ ଦମ୍ପତି

ତିରୁପତି,୨୧ା୯(ଆଇଏଏନ୍‌ଏସ୍‌): ବିଶ୍ୱର ସବୁଠୁ ଧନୀ ମନ୍ଦିର ଭାବେ ପରିଚିତ ତିରୁପତିର ତିରୁମାଲା ବାଲାଜୀ ମନ୍ଦିରକୁ ଚେନ୍ନାଇର ଏକ ମୁସଲମାନ ଦମ୍ପତି ୧.୦୨ କୋଟି ଟଙ୍କା ଦାନ...

ଜୁଲାଇ ୨ରେ ଭାଜପା ପାର୍ଲାମେଣ୍ଟାରୀ ପାର୍ଟି ମିଟିଂ

ନୂଆଦିଲ୍ଲୀ,୩୦।୬: ଆସନ୍ତା ଜୁଲାଇ ୨ରେ ଭାଜପା ପାର୍ଲାମେଣ୍ଟାରୀ ପାର୍ଟି ମିଟିଂ ଆୟୋଜନ କରାଯାଇଥିବା ରବିବାର ସୂଚନା ଦିଆଯାଇଛି। ଏହା ପାର୍ଲାମେଣ୍ଟାରୀ ଲାଇବ୍ରେରୀରେ ଜିଏମ୍‌ସି ବାଲଯୋଗୀ ଅଡିଟୋରିୟମରେ...

ଅନ୍ୟ ଜଣେ ଯୁବତୀଙ୍କ ପ୍ରେମରେ ସ୍ବାମୀ, ସ୍ତ୍ରୀ ଦେଲେ ଏମିତି ଅଫର୍‌

ଭୋପାଳ,୫।୧୨: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ଏକ ତ୍ରିକୋଣୀୟ ପ୍ରେମ କାହାଣୀ ଦେଖିବାକୁ ମିଳିଛି। ଜଣେ ସ୍ତ୍ରୀ ଦେଢ ଼ କୋଟି ଟଙ୍କା ନେଇ ତାଙ୍କ ସ୍ବାମୀଙ୍କୁ...

ଏନ୍‌ଡିଏରେ ଫାଟ ବଢ଼ିଲା: ଭାରତ ବନ୍ଦକୁ ସମର୍ଥନ କଲା ଆର୍‌ଏଲ୍‌ପି

ନୂଆଦିଲ୍ଲୀ,୭।୧୨: କେନ୍ଦ୍ର ସରକାରଙ୍କ କୃଷି ଆଇନକୁ ନେଇ ଏନ୍‌ଡ଼ିଏରେ ଫାଟ ବଢ଼ିବା ଆରମ୍ଭ କରିଛି। ଏନ୍‌ଡ଼ିଏର ସହଯୋଗୀ ଦଳ ଅନ୍ନଦାତାଙ୍କ ପ୍ରତି ଢ଼ଳୁଥିବା ଦେଖିବାକୁ ମିଳୁଛି।...

ଜାମିଆ ହିଂସା ମାମଲା: ୧୦ ଗିରଫ ବ୍ୟକ୍ତିଙ୍କ ମଧ୍ୟରେ ଜଣେ ହେଲେ ନାହାନ୍ତି ଛାତ୍ର

ନୂଆଦିଲ୍ଲୀ,୧୭।୧୨: ରାଜଧାନୀ ଦିଲ୍ଲୀର ଜାମିଆ ମିଲିଆ ଇସଲାମିଆ ବିଶ୍ୱବିଦ୍ୟାଳୟରେ ଉପୁଜିଥିବା ହିଂସା ପରିସ୍ଥିତି ଏପର୍ଯ୍ୟନ୍ତ ଥମି ନାହିଁ। ଏହା ଦେଶର ଅନ୍ୟ ଭାଗକୁ ବ୍ୟାପିଥିବା ଲକ୍ଷ୍ୟ...

Advertisement
Archives

Model This Week