Posted inଜାତୀୟ

ଦେଶରେ ଆଜି ୧୪୫ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୨୦।୧: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ଶୁକ୍ରବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୪୫ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ୪,୪୬,୮୧,୬୫୦ରେ ପହଞ୍ଚିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଏବେ ସୁଦ୍ଧା ଦେଶରେ ୪,୪୧,୪୮,୯୭୬ ଜଣ ଲୋକ ସୁସ୍ଥ ହୋଇଥିବାବେଳେ ୧,୯୪୬ ସକ୍ରିୟ ମାମଲା ରହିଛି। ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୫,୩୦,୭୨୮କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସାରା ଦେଶରେ ଶୀତ ଲହରି ଜାରି

ନୂଆଦିଲ୍ଲୀ,୨୯ା୧୨(ପି.ଟି.): କିଛିଦିନ ହେଲା ଉତ୍ତର ଭାରତ ସମେତ ସାରା ଦେଶ ଶୀତରେ ଥରୁଥିବାବେଳେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ପ୍ରବଳ ଶୀତ ସାଙ୍ଗକୁ ଘନ କୁହୁଡ଼ି ଯୋଗୁ...

ଗୋଆରେ ବୁଲା ଗାଈ ଖାଉଛନ୍ତି ମାଛ-ମାଂସ: ଅଭ୍ୟାସ ପରିବର୍ତ୍ତନ କରି ଶାକାହାରୀ କରିବାକୁ ମନ୍ତ୍ରୀ ଦେଲେ ପରାମର୍ଶ

ପଣଜୀ,୨୨।୧୦: ଗୋଆରେ ବୁଲା ଗାଈ ରାସ୍ତାରେ ପଡ଼ିଥିବା ମାଛ-ମାଂସ ଖାଉଛନ୍ତି। ଏହା ଦ୍ୱାରା ସେମାନଙ୍କଠାରେ ବିଭିନ୍ନ ରୋଗ ସୃଷ୍ଟି ହେବାର ଆଶଙ୍କା ରହିଛି। ତେବେ ସେମାନଙ୍କର...

ନିର୍ବାଚନ ପାଖେଇ ଆସୁଥିବା ବେଳେ ମିଥୁନଙ୍କୁ ଭେଟିଲେ ଭାଗବତ

ମୁମ୍ବାଇ,୧୬ ।୨: ପଶ୍ଚିମବଙ୍ଗ ନିର୍ବାଚନ ସମୟ ପାଖେଇ ଆସୁଥିବା ବେଳେ ବେଳକୁ ବେଳ ରାଜନୈତିକ ବାରାବରଣ ହେଉଛି ଉଷ୍ମ । ଇତିମଧ୍ୟରେ ରାଷ୍ଟ୍ରୀୟ ସ୍ୱୟଂ ସେବକ...

ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି ପାଇଁ ଶୀତଦିନେ ଖାଆନ୍ତୁ ଏହି ରଙ୍ଗର ପନିପରିବା ଓ ଫଳ…

ଶୀତଦିନେ ଲାଲ୍‌ ରଙ୍ଗର ପନିପରିବା ଓ ଫଳ ଖାଇଲେ ବହୁ ଉପକାର ମିଳିଥାଏ। ଏସବୁ ପନିପରିବା ଓ ଫଳ ଶରୀରର ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି...

ଏକାଥରେ ୪ ସନ୍ତାନଙ୍କୁ ଜନ୍ମ ଦେଲେ ୨୪ ବର୍ଷ ବୟସ୍କା ମହିଳା

ନୂଆଦିଲ୍ଲୀ,୯।୨: ଉତ୍ତରଖଣ୍ଡ ଋଷିକେଶରେ ଜଣେ ୨୪ ବର୍ଷ ବୟସ୍କା ମହିଳା ଏକଥରେ ୪ ସନ୍ତାନଙ୍କୁ ଜନ୍ମ ଦେଇଛନ୍ତି। ସେମାନଙ୍କ ମଧ୍ୟରେ ୨ ଜଣ ଶିଶୁପୁତ୍ର ଏବଂ...

ମେଣ୍ଟ ସରକାରର ସିଏମ୍‌ପି:କୃଷି ଋଣଛାଡ଼କୁ ଗୁରୁତ୍ୱ

ମୁମ୍ବାଇ, ୨୯।୧୧:ମହାରାଷ୍ଟ୍ରରେ ନବଗଠିତ ଶିବସେନା-ଏନ୍‌ସିପି-କଂଗ୍ରେସ ମେଣ୍ଟ ସରକାର ରାଜ୍ୟରେ କୃଷକ ସମସ୍ୟାର ସମାଧାନ ଓ ସେମାନଙ୍କ ଋଣଛାଡ଼ ଉପରେ ଗୁରୁତ୍ୱ ଦେଇଛନ୍ତି। ଏଥିସହ ସ୍ଥାନୀୟ ଯୁବତୀଯୁବକଙ୍କ...

ଚାଇନାରୁ ଦିଲ୍ଲୀକୁ ବ୍ୟାପିଲା କରୋନା ଭାଇରସ୍‌: ସନ୍ଦେହରେ ୩ରୋଗୀଙ୍କୁ ହସ୍ପିଟାଲରେ ଭର୍ତ୍ତି

ନୂଆଦିଲ୍ଲୀ, ୨୮।୧: ଚାଇନାର କରୋନା ଭାଇରସ୍‌ ଆମେରିକା ସହିତ ବିଭିନ୍ନ ଦେଶକୁ ଧିରେ ଧିରେ ବ୍ୟାପିବାରେ ଲାଗିଛି। ଏଥିରୁ ମୁକୁଳିବା ପାଇଁ ସମସ୍ତ ଦେଶ ଉଦ୍ୟମ...

କବାଡ଼ିି ଦେଇଛି ୧୭୦ଙ୍କୁ ସରକାରୀ ଚାକିରି

ବାଗପତ୍‌: କେବଳ ପାଠ ନୁହେଁ ଖେଳ ବି ଜୀବିକା ପାଇଁ ବାଟ କଢ଼ାଇ ନିଏ, ଏଭଳି ବାର୍ତ୍ତା ଦେଇଛି ଉତ୍ତରପ୍ରଦେଶର ଦୁଇଟି ଗାଁ। ଯେତେବେଳେ କବାଡ଼ି...

Advertisement
Archives

Model This Week