Posted inଜାତୀୟ

ବଢି ବଢି ଚାଲିଛି କରୋନା ସଂକ୍ରମଣ

ନୂଆଦିଲ୍ଲୀ,୮।୭: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବଢିବାରେ ଲାଗିଛି। ମଙ୍ଗଳବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୮,୮୧୫ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଏଥିସହ ୩୮ ଜଣଙ୍କର ମୃତ୍ୟୁ ଘଟିଛି। ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ୪,୩୫,୮୫,୫୫୪ରେ ପହଞ୍ଚିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଏବେ ସୁଦ୍ଧା ଦେଶରେ ୪,୨୯,୩୭,୮୭୬ ଜଣ ଲୋକ ସୁସ୍ଥ ହୋଇଥିବାବେଳେ ୧,୨୨,୩୩୫ ସକ୍ରିୟ ମାମଲା ରହିଛି। ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୫,୨୫,୩୪୩କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋବିନ୍ଦା-କୋମଲଙ୍କ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ଝିଅ ଟିନା, କେବଳ କଥା….

ମୁମ୍ବାଇ,୪।୧୦: ବଲିଉଡ୍ ଅଭିନେତା ଗୋବିନ୍ଦା ଏବେ ଅଭିନେତ୍ରୀ କୋମଲ ରାଣୀ ସ୍ୱର୍ଣ୍ଣକାରଙ୍କ ସହ କଥିତ ସମ୍ପର୍କକୁ ନେଇ ଚର୍ଚ୍ଚାରେ ଅଛନ୍ତି । ଗୋବିନ୍ଦା ଓ ତାଙ୍କ ପତ୍ନୀ…

୨ଛାତ୍ରୀଙ୍କୁ ଅସଦାଚରଣ, ସ୍କୁଲ କିରାଣି ଗିରଫ

ଟେନ୍‌ସା,।୪।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ. ବଲାଙ୍ଗ ଥାନା ଜାମୁଢ଼ି ପଞ୍ଚାୟତର ଏକ ହାଇସ୍କୁଲରେ ୨ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରାଯାଇଥିବା…

ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ

ବଡ଼ବିଲ,୪।୧୦(ଜୟନ୍ତୀ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଉଲିବୁରୁସ୍ଥିତ ବୁରୁସାହିରେ ଶୁକ୍ରବାର ରାତିରେ ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ ଘଟିଛି। ମୃତକ ଭିଣୋଇ ହେଲେ ବନମାଳୀ…

ଗୋଟିଏ କୋଠରିରେ ଦୁଇଟି ଶ୍ରେଣୀର ପାଠପଢ଼ା

ବରଗଡ଼,୪।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ କନ୍ଦାଡଙ୍ଗର ଗ୍ରାମରେ ୧୯୪୦ରେ ପ୍ରତିଷ୍ଠିତ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟାଘେରରେ ରହିଛି। କେବଳ…

ଆଜି କର୍କଟ ରାଶିରେ ଚନ୍ଦ୍ରଙ୍କ ଗୋଚର: ତୁଳା-ମୀନ ସମେତ ୩ ରାଶି ହେବେ ମାଲାମାଲ୍‌, ଘରକୁ ଆସିବ ଖୁସି ଖବର

କର୍କଟ ରାଶି ହେଉଛି ଚନ୍ଦ୍ରମାଙ୍କର ନିଜ ରାଶି। ନିଜ ରାଶିରେ ଚନ୍ଦ୍ରମାଙ୍କ ଗୋଚର ତିନିଟି ରାଶି ପାଇଁ ଭାଗ୍ୟଶାଳୀ ପ୍ରମାଣିତ ହୋଇପାରେ। ଆଜି ୪ ଅକ୍ଟୋବର ୨୦୨୬,…

ଟିପିସିଓଡିଏଲ ଆଉଟସୋର୍ସିଂ ଷ୍ଟାଫ୍‌ଙ୍କ ଛଟେଇ ପ୍ରତିବାଦରେ କାର୍ଯ୍ୟବନ୍ଦ ଆନ୍ଦୋଳନ: ଅନ୍ତର୍ଘାତୀ କାର୍ଯ୍ୟକଳାପ ବୃଦ୍ଧି ଅଭିଯୋଗ

କଟକ ସଦର, ୪/୧୦ (ସୁଶାନ୍ତ କୁମାର ଜେନା): ଟିପିସିଓଡିଏଲ କର୍ତ୍ତୃପକ୍ଷ କର୍ମଚାରୀ ଛଟେଇ ଆରମ୍ଭ କରିଥିବା ଅଭିଯୋଗ କରି ଆଉଟସୋର୍ସିଂ କର୍ମଚାରୀମାନେ ପ୍ରତିବାଦ ଆରମ୍ଭ କରିଛନ୍ତି। ଏହାର…

ମହିଳା ସାମ୍ବାଦିକଙ୍କ ପ୍ରତି ଅସଦାଚରଣ ଅଭିଯୋଗ; ଭାଜପାକୁ ଟାର୍ଗେଟ କଲା କଂଗ୍ରେସ

ନୂଆଦିଲ୍ଲୀ,୪।୧୦: ଅକ୍ଟୋବର ୩ରେ ଦିଲ୍ଲୀର ଜନ୍ତର ମନ୍ତର ଠାରେ ଏକ ବିକ୍ଷୋଭ ପ୍ରଦର୍ଶନର ଖବର ସଂଗ୍ରହ ସମୟରେ ମହିଳା ସାମ୍ବାଦିକମାନଙ୍କ ଦ୍ୱାରା ପୋଲିସ କର୍ମଚାରୀଙ୍କ ବିରୁଦ୍ଧରେ ଅଣାଯାଇଥିବା…

ପରିଚୟ ବଦଳାଇ ଦୁଇ ବାଂଲାଦେଶୀ ଯୁବତୀ ଯାଉଥିଲେ ବେଙ୍ଗାଲୁରୁ, ବହ୍ମପୁର ରେଳଷ୍ଟେଶନରୁ ପଡ଼ିଲେ ଧରା

ବ୍ରହ୍ମପୁର,୪ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ରେଳଷ୍ଟେଶନରୁ ଦୁଇ ସନ୍ଦିଗ୍ଧ ବାଂଲାଦେଶୀ ଯୁବତୀଙ୍କୁ ଜିଆରପି ପୋଲିସ ଅଟକ ରଖି ପଚରାଉଚରା କରୁଛି। ସେମାନେ ହେଲେ ମହାମୁଦା ମଣ୍ଡଳ (୩୧)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?