Posted inଜାତୀୟ

ଦେଶରେ ୨ ହଜାର ତଳେ କରୋନା ସଂକ୍ରମଣ

ନୂଆଦିଲ୍ଲୀ,୭।୧୦: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ଶୁକ୍ରବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧,୯୯୭ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ୯ ଜଣଙ୍କର ମୃତ୍ୟୁ ଘଟିଛି। ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ୪,୪୪,୮୮,୩୦୭ରେ ପହଞ୍ଚିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଏବେ ସୁଦ୍ଧା ଦେଶରେ ୪,୪୦,୪୭,୩୪୪ ଜଣ ଲୋକ ସୁସ୍ଥ ହୋଇଥିବାବେଳେ ୩୦,୩୬୨ ସକ୍ରିୟ ମାମଲା ରହିଛି। ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୫,୨୮,୭୫୪କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୧୨ବର୍ଷର ପୁଅଙ୍କୁ ନଦୀକୁ ଠେଲିଦେଲେ

ସୁରଟ,୪।୧୧: ବାପ ନିଜ ନାବାଳକ ପୁଅକୁ ନଦୀକୁ ଠେଲି ହତ୍ୟା କରିଛନ୍ତି। ଏଭଳି ଏକ ଚାଞ୍ଚଲ୍ୟକର ଘଟଣା ଗୁଜରାଟ ସୁରଟର ତାନପୁର ଅଞ୍ଚଳରେ ଘଟିଛି। ସୂଚନା...

ବ୍ୟାଣ୍ଡ ବାଜା, ପ୍ରୋସେଶନ ସହ ପୋଷା କୁକୁରକୁ ବିଦାୟ ଦେଲେ ମାଲିକ

ସମାସ୍ତିପୁର (ବିହାର),୧୯।୫: କୁକୁର ମଣିଷର ଭଲ ବନ୍ଧୁ। ଆଉ ଭଲ ବନ୍ଧୁର ବିଦାୟ ସଭିଙ୍କ ପାଇଁ କଷ୍ଟ ଦାୟକ। ଏହାକୁ ଶବ୍ଦରେ ପ୍ରକାଶ କରିବା ସମ୍ଭବ...

୨୨,୮୫୦ ଫୁଟ ଉଚ୍ଚତାରେ ଯୋଗ କଲେ ଆଇଟିବିପି ଯବାନ

ନୂଆଦିଲ୍ଲୀ,୬।୫: ଇଣ୍ଡୋ-ତିବ୍ଦତୀୟ ସୀମା ପୋଲିସ (ଆଇଟିବିପି) ପୁଣି ଥରେ ଏକ ବିରଳ ସଫଳତା ହାସଲ କରିଛନ୍ତି। ୮ମ ଅନ୍ତର୍ଜାତୀୟ ଯୋଗ ଦିବସ ପୂର୍ବରୁ ଉତ୍ତରାଖଣ୍ଡ ହିମାଳୟର...

ରେଡ୍ ଜୋନ୍‌ରେ ଦିଲ୍ଲୀ ଏନ୍‌ସିଆର୍‌

ନୂଆଦିଲ୍ଲୀ,୭ ।୧୧: ବେଳକୁ ବେଳ ଖରାପ ହେବାରେ ଲାଗିଛି ରାଜଧାନୀ ଦିଲ୍ଲୀର ବାୟୁ ପ୍ରଦୂଷଣ ମାତ୍ରା । ବିଶେଷ ଭାବେ ଦିଲ୍ଲୀ ଏନ୍‌ସିଆର୍‌ରେ ପ୍ରଦୂଷଣ ମାତ୍ରା...

ଆଣ୍ଡ୍ରଏଡ୍‌ ଡେଭ୍‌ଲପର ଋଷିଙ୍କୁ ବାଲ୍‌ ପୁରସ୍କାର

ନୂଆଦିଲ୍ଲୀ,୨୬।୧: ଅଦମ୍ୟ ଇଚ୍ଛାଶକ୍ତି ଆଗରେ କୌଣସି ପ୍ରତିବନ୍ଧକ ବେଶି ସମୟ ପର୍ଯ୍ୟନ୍ତ ତିଷ୍ଟି ରହିପାରେ ନାହିଁ। ଆଧୁନିକ ଯୁଗରେ ବହୁଳ ବ୍ୟବହାର ହେଉଥିବା ଆଣ୍ଡ୍ରଏଡ୍‌ ଆପ୍ଲିକେଶନ୍‌କୁ...

୧୧ଦିନରେ ୧୧ ହଜାରରୁ ଅଧିକ ମୁଣ୍ଡ ନେଲାଣି କରୋନା

ନୂଆଦିଲ୍ଲୀ, ୧୩।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ଗତ ୧୧ ଦିନରେ ଦେଶରେ ୧୧ ହଜାରରୁ ଅଧିକ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ...

ମଳଦ୍ୱାରରେ ଲୁଚାଇଥିଲେ ୪୨ ଲକ୍ଷର ସୁନା

ନୂଆଦିଲ୍ଲୀ,୨୮।୯: ଇମ୍ଫାଲ ବିମାନ ବନ୍ଦରରେ ସୋମବାର କେନ୍ଦ୍ରୀୟ ଇଣ୍ଡଷ୍ଟ୍ରିଆଲ ସିକ୍ୟୁରିଟି ଫୋର୍ସ (ସିଆଇଏସ୍‌ଏଫ୍‌) ଜଣେ ଯାତ୍ରୀଙ୍କଠାରୁ ୯୦୦ ଗ୍ରାମର ସୂନା ପେଷ୍ଟ ଜବତ କରାଯାଇଛି। ଜବତ...

ମୈସୁର ପ୍ୟାଲେସରେ ଯୋଗ କଲେ ମୋଦି

ମୈସୁର,୨୧ ।୬: ଅଷ୍ଟମ ଅନ୍ତରାଷ୍ଟ୍ରୀୟ ଯୋଗ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କର୍ନାଟକର ମୈସୁର ପ୍ୟାଲେସରେ ଯୋଗ କରିଛନ୍ତି । ତାଙ୍କ ସହ ପ୍ରାୟ...

Advertisement
Archives

Model This Week