Posted inଜାତୀୟ

୨୦ ହଜାର ଟପିଲା ଦୈନିକ ସଂକ୍ରମଣ

ନୂଆଦିଲ୍ଲୀ,୧୫।୭: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବଢିବାରେ ଲାଗିଛି। ଶୁକ୍ରବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୦,୦୩୮ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଏଥିସହ ୪୭ଜଣଙ୍କର ମୃତ୍ୟୁ ଘଟିଛି। ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ୪,୩୭,୧୦,୦୨୭ରେ ପହଞ୍ଚିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଏବେ ସୁଦ୍ଧା ଦେଶରେ ୪,୩୦,୪୫,୩୫୦ ଜଣ ଲୋକ ସୁସ୍ଥ ହୋଇଥିବାବେଳେ ୧,୩୬,୦୭୬ ସକ୍ରିୟ ମାମଲା ରହିଛି। ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୫,୨୫,୬୦୪କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବେରୋଜଗାରୀ, ଋଣ ବୋଝରେ ୨୫,୦୦୦ ଆତ୍ମହତ୍ୟା

ନୂଆଦିଲ୍ଲୀ,୧୦।୨: ବେରୋଜଗାରୀ କିମ୍ବା ଋଣ ବୋଝ ଯୋଗୁ ୨୦୧୮ରୁ ୨୦୨୦ ମଧ୍ୟରେ ଭାରତରେ ୨୫,୦୦୦ରୁ ଊର୍ଦ୍ଧ୍ୱ ଲୋକ ଆତ୍ମହତ୍ୟା କରିଛନ୍ତି। କେନ୍ଦ୍ର ସରକାର ବୁଧବାର ରାଜ୍ୟ...

କୁକୁର-ମାଙ୍କଡ ମଧ୍ୟରେ ଗ୍ୟାଙ୍ଗ୍‌ଓ୍ବାର, ଲୋକେ ଆତଙ୍କିତ…

ବିଡ଼, ୧୯।୧୨: ଦୁଇ ଅପରାଧି ଗୋଷ୍ଠୀ ମଧ୍ୟରେ ପ୍ରାୟତଃ ଗ୍ୟାଙ୍ଗ୍‌ଓ୍ବାର ହେବାର ଦେଖିବାକୁ ମିଳିଥାଏ। ମାତ୍ର ମାଙ୍କଡ ଏବଂ କୁକୁରମାନଙ୍କ ମଧ୍ୟରେ ଚାଲିଥିବା ଗ୍ୟାଙ୍ଗ୍‌ଓ୍ବାର ମହାରାଷ୍ଟ୍ରର...

୧୦୦ କୋଟିର ମାନହାନି ମାମଲା ଦାଏର କରିବାକୁ ସିରମ୍‌ ଇନଷ୍ଟିଚ୍ୟୁଟ୍‌ର ଚେତାବନୀ

ନୂଆଦିଲ୍ଲୀ,୩୦।୧୧: ସିରମ୍‌ ଇନଷ୍ଟିଚ୍ୟୁଟ୍‌ ପକ୍ଷରୁ ୧୦୦ କୋଟି ଟଙ୍କାର ମାନହାନି ମାମଲା ଦାଏର କରିବାକୁ ଚେତାବନୀ ଦିଆଯାଇଛି। ତୃତୀୟ ପର୍ଯ୍ୟାୟରେ କରୋନା ପ୍ରତିଷେଧକ ଟିକା ଦିଆ...

ଭାଜପାରେ ଯୋଗଦେଇପାରନ୍ତି ମୁଲାୟମଙ୍କ ସାନବୋହୂ

ନୂଆଦିଲ୍ଲୀ,୧୬।୧: ବିଧାନସଭା ମତଦାନ ପୂର୍ବରୁ ସମାଜବାଦୀ ପାର୍ଟି ଅଧ୍ୟକ୍ଷ ଅଖିଲେଶ ଯାଦବଙ୍କୁ ଏକ ବଡ ଝଟକା ଲାଗିପାରେ। ମୁଲାୟମ ସିଂ ଯାଦବଙ୍କ ସାନବୋହୂ ଅପର୍ଣ୍ଣା ଯାଦବ...

ଫ୍ଲୋର ଟେଷ୍ଟର ଆଉ ଆବଶ୍ୟକତା ନାହିଁ, ବିଧାନସଭା ସଚିବ ଦେଲେ ସୂଚନା…

ମୁମ୍ବାଇ, ୩୦।୬ : ମହାରାଷ୍ଟ୍ରରେ ମୁଖ୍ୟମନ୍ତ୍ରୀ ପଦରୁ ଉଦ୍ଧବ ଠାକ୍‌ରେଙ୍କ ଇସ୍ତଫା ପରେ ବିଧାନସଭା ସଚିବ ରାଜେନ୍ଦ୍ର ଭାଗଓ୍ବତ ସୂଚନା ଦେଇଛନ୍ତି ଯେ, ଆଉ ଫ୍ଲୋର...

ଫାରୁକ୍‌ ଅବଦୁଲାଙ୍କ ବିବାଦୀୟ ମନ୍ତବ୍ୟ: ଚାଇନା ସହାୟତାରେ ପୁଣି ଲାଗୁହେବ ଅନୁଚ୍ଛେଦ ୩୭୦

ଶ୍ରୀନଗର, ୧୧।୧୦: ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ୍‌ ଅବଦୁଲାଙ୍କ ବିବାଦୀୟ ମନ୍ତବ୍ୟ ନେଇ ଏବେ ଚର୍ଚ୍ଚା ଆରମ୍ଭ ହୋଇଛି। ଫାରୁକ୍‌ ରବିବାର କହିଛନ୍ତି ଯେ, ଚାଇନା...

ଗୁଜରାଟ ପାକିସ୍ତାନ ନୁହେଁ…

ମୁମ୍ବାଇ, ୧୭।୯ : ବେଦାନ୍ତ-ଫକ୍ସକନ ଚୁକ୍ତିକୁ ନେଇ ମହାରାଷ୍ଟ୍ରରେ ରାଜନୈତିକ ଅସ୍ଥିରତା ଜାରି ରହିଛି। ଶାସକ ଦଳ ଏବଂ ବିରୋଧୀ ଦଳ ମଧ୍ୟରେ ବାକ୍‌ଯୁଦ୍ଧ ଜାରି...

୬ ମାସ ପରେ ସର୍ବନିମ୍ନ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ,୫।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ୬ ମାସ ପରେ ଦୈନିକ ସଂକ୍ରମଣ ସର୍ବନିମ୍ନ ରହିଛି। ଲଗାତାର ୪ ଦିନ ଧରି ଦୈନିକ...

Advertisement
Archives

Model This Week