Posted inଜାତୀୟ

ଦେଶରେ ୧,୫୪୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୧୮।୧୦: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ଶୁକ୍ରବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧,୫୪୨ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ୮ ଜଣଙ୍କ ମୃତ୍ୟୁ ଘଟଥିବା ଜଣାପଡିଛି। ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ୪,୪୬,୩୨,୪୩୦ରେ ପହଞ୍ଚିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଏବେ ସୁଦ୍ଧା ଦେଶରେ ୪,୪୫,୩୬,୧୫୨ ଜଣ ଲୋକ ସୁସ୍ଥ ହୋଇଥିବାବେଳେ ୨୬,୪୪୯ସକ୍ରିୟ ମାମଲା ରହିଛି। ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୫,୨୮,୯୧୩କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଉଠିଲା ୭ ଦିନିଆ କ୍ୱାରାଣ୍ଟାଇନ୍‌ ନିୟମ

ନୂଆଦିଲ୍ଲୀ,୧୧।୨(ପି.ଟି.):କୋଭିଡ୍‌ ସଂକ୍ରମଣ କମିଥିବାରୁ କେନ୍ଦ୍ର ସରକାର ଭାରତ ଆସୁଥିବା ବିଦେଶୀ ଯାତ୍ରୀଙ୍କ ପାଇଁ ସଂଶୋଧିତ ଗାଇଡ୍‌ଲାଇନ ଜାରି କରିଛନ୍ତି। ବିଦେଶୀ ଯାତ୍ରୀଙ୍କ ପାଇଁ ୭ ଦିନିଆ...

ସିଏମ୍‌ଏସ୍‌-୦୧ ଉପଗ୍ରହ ଉତ୍‌କ୍ଷେପଣ କଲା ଇସ୍ରୋ: ବଢିବ ଟିଭି, ମୋବାଇଲ ସିଗ୍‌ନାଲ

ହାଇଦ୍ରାବାଦ,୧୭ ।୧୨: ଇସ୍ରୋ ପକ୍ଷରୁ ମୋବାଇଲ ଫୋନ ଓ ଟେଲିଭିଜନର ସିଗନାଲ ବୃଦ୍ଧି କରିବାକୁ କମ୍ୟୁନିକେଶନ ସାଟେଲାଇଟ ସିଏମ୍‌ଏସ୍‌-୦୧କୁ ପିଏସ୍‌ଏଲ୍‌ଭି ସି୫୦ ରକେଟରୁ ଲଞ୍ଚ କରାଯାଇଛି...

ଆର୍‌ଜେଡି ସହ ଶିବସେନାକୁ ତୁଳନା କଲେ ସୁଶୀଲ ମୋଦି

ପାଟନା,୨୩।୧୧: ମହାରାଷ୍ଟ୍ରରେ ଭାଙ୍ଗି ଯାଇଛି ଶିବସେନାର ସ୍ବପ୍ନ। ମେଣ୍ଟ ସରକାର ଗଢିବାକୁ ଚାହିଁ ବସିଥିବା ଶିବସେନାକୁ ଏବେ ଲାଗିଛି ଶକ୍ତ ଧକ୍କା। ରାତି ପାହିବା ପୂର୍ବରୁ...

ସାରା ଦେଶ ହେଉ ମଦମୁକ୍ତ: ନୀତୀଶ

ପାଟନା,୧୭।୨: ବିହାର ପରେ ଏବେ ସାରା ଦେଶକୁ ମଦ ମୁକ୍ତ କରିବାକୁ ଚାହୁଁଛନ୍ତି ବିହାରର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର। ଗୋଟିଏ ପଟେ ମଦମୁକ୍ତକୁ ବିରୋଧୀ ଅସଫଳ...

ଆଗରେ ଖଟ୍ଟର

ହରିୟାଣା,୨୪।୧୦:ହରିୟାଣା ବିଧାନସଭା ନିର୍ବାଚନର ଫଳଫଳ ପାଇଁ ଗୁରୁବାର ଭୋଟ ଗଣତି ସକାଳ ୮ଟାରୁ ଆରମ୍ଭ ହୋଇଯାଇଛି। ତେବେ ହରିୟାଣା ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟର ପ୍ରଥମ...

କଶ୍ମୀରରେ ଉଚ୍ଛେଦ ଅଭିଯାନକୁ ବିରୋଧ

ଶ୍ରୀନଗର,୮।୨: ଜମ୍ମୁ-କଶ୍ମୀରରେ ପ୍ରଶାସନ ପକ୍ଷରୁ ଜବରଦଖଲ ଉଚ୍ଛେଦ ଅଭିଯାନ ଚାଲିଥିବାବେଳେ ଏହାକୁ ନେଇ ବିବାଦ ଦେଖାଦେଇଛି। ରାଜନୈତିକ ବିରୋଧୀ ଏବଂ ଗରିବଙ୍କୁ ପ୍ରଶାସନ ଟାର୍ଗେଟ କରୁଥିବା...

କଂଗ୍ରେସର ଗୁରୁତ୍ୱପୂର୍ଣ୍ଣ ବୈଠକରେ ସାମିଲ ହେଲେନି ପାଇଲଟ

ଜୟପୁର,୧୭।୪: ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଓ ତାଙ୍କ ପୂର୍ବତନ ଡେପୁଟି ସଚିନ ପାଇଲଟଙ୍କ ମଧ୍ୟରେ ସମସ୍ୟା ବଢିବାରେ ଲାଗିଛି। ଇତି ମଧ୍ୟରେ ଆସନ୍ତା ନିର୍ବାଚନକୁ...

୧୫ ସ୍ଥାନରେ ସିବିଆଇ ଚଢ଼ାଉ

ନୂଆଦିଲ୍ଲୀ, ୯ା୧୧(ଆଇଏଏନ୍‌ଏସ୍‌): ସିବିଆଇ ପକ୍ଷରୁ ଉତ୍ତରପ୍ରଦେଶ ଓ କର୍ନାଟକର ୧୫ଟି ସ୍ଥାନରେ ଚଢ଼ାଉ କରାଯାଇଛି। ବହୁ କୋଟି ଟଙ୍କାର ଆଇଏମ୍‌ଏ(ଆଇ ମନେଟାରୀ ଆଡଭାଇଜରି) ଦୁର୍ନୀତି ମାମଲାର...

Advertisement
Archives

Model This Week