କାନାଡୀୟଙ୍କ ପାଇଁ ପୁଣି ଭିଜା ସେବା ଆରମ୍ଭ କଲା ଭାରତ

ନୂଆଦିଲ୍ଲୀ,୨୬।୧୦: ଭାରତ-କାନାଡ ସମ୍ପର୍କରେ କିଛିଟା ସୁଧାର ଆସିଛି। ଭାରତ ସରକାର ପୁଣି ଥରେ କାନାଡୀୟଙ୍କ ପାଇଁ ଭିଜା ସେବା ଆରମ୍ଭ କରିବାକୁ ନିଷ୍ପତ୍ତି ନେଇଛନ୍ତି। ସରକାରଙ୍କ ଏହି ନିଷ୍ପତ୍ତିକୁ କାନାଡା ସରକାର ସ୍ବାଗତ କରିଛନ୍ତି। ଦୁଇ ଦେଶ ମଧ୍ୟରେ ଚାଲିଥିବା ତିକ୍ତତା ମଧ୍ୟରେ ଏହା ଏକ ଭଲ ସଙ୍କେତ ବୋଲି କାନାଡା କହିଛି। ଅକ୍ଟୋବର ୨୬ ଅର୍ଥାତ୍‌ ଗୁରବାର ଠାରୁ କାନାଡାରେ ଭିଜା ସେବା ଆଂଶିକ ଆରମ୍ଭ ହୋଇଛି। ଅଟାଓ୍ବାରେ ଭାରତୀୟ ହାଇ କମିଶନ ଏସମ୍ପର୍କରେ ସୂଚନା ଜାରି କରିଛନ୍ତି।

ବର୍ତ୍ତମାନ ଜଣେ ବ୍ୟକ୍ତି କେବଳ ଚାରୋଟି ବର୍ଗରେ ଭିଜା ପାଇଁ ଆବେଦନ କରିପାରିବେ। କାନାଡାରେ ପ୍ରବେଶ, ବ୍ୟବସାୟ, ଚିକିତ୍ସା ଏବଂ ସମ୍ମିଳନୀ ଏହି ୪ଟି ବର୍ଗ ପାଇଁ ଭିଜା ଆବେଦନ କରିହେବ ବୋଲି ହାଇ କମିଶନର କହିଛନ୍ତି।

ସୂଚନାଯୋଗ୍ୟ, ଖଲିସ୍ତାନୀ ଆତଙ୍କବାଦୀ ହରଦିପ୍‌ ସିଂ ନିଜ୍ଜର ହତ୍ୟା ମାମଲାରେ ଭାରତ-କାନାଡା ସମ୍ପର୍କରେ ତିକ୍ତତା ବୃଦ୍ଧି ପାଇଥିଲା। ଭାରତୀର ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ଅରିନ୍ଦମ ବାଗଚି ସେପ୍ଟେମ୍ବର ୨୧ରୁ ଭିଜା ସେବାକୁ ସ୍ଥଗିତ ରଖାଯିବା ନେଇ ସୂଚନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୫ ଶ୍ରେଣୀ ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ: ବାନ୍ଧିଲା ପୋଲିସ

ବାରିପଦା,୨୭ା୧୨: ଜଣେ ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଗିରଫ ହୋଇଛନ୍ତି ଜଣେ ଶିକ୍ଷକ। ଏପରି ଏକ ନିନ୍ଦନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲା-ଝାରପୋଖରିଆ ଥାନା...

ସଲମାନଙ୍କ ଜନ୍ମଦିନରେ ଏମିତି କହି ଶୁଭେଚ୍ଛା ଜଣାଇଲେ କ୍ୟାଟ୍ରିନା

ବଲିଉଡ ସୁପରଷ୍ଟାର ସଲମାନ ଖାନ ୬୦ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ ତାଙ୍କୁ ଅଭିନନ୍ଦନର ସୁଅ ଛୁଟିବାରେ ଲାଗିଛି। ଅନେକ ବଲିଉଡ ସେଲିବ୍ରିଟି ମଧ୍ୟ...

କେମିତି, କାହିଁକି ହୋଇଥିଲା ମାତା ଗାନ୍ଧାରୀଙ୍କର ଶହେ ପୁତ୍ର, ଜାଣନ୍ତୁ କୌରବଙ୍କ ରହସ୍ୟମୟ କାହାଣୀ…

ଦ୍ୱାପର ଯୁଗରେ, ପାଣ୍ଡବ ଏବଂ କୌରବମାନଙ୍କ ମଧ୍ୟରେ ଏକ ଯୁଦ୍ଧ ହୋଇଥିଲା। ଏହି ଧର୍ମୀୟ ଯୁଦ୍ଧରେ ପାଣ୍ଡବମାନେ ବିଜୟୀ ହୋଇଥିଲେ। ମହାଭାରତରେ ମଧ୍ୟ ଅନେକ କାହାଣୀ...

ଅଜବ ସହର,ଯେଉଁଠି ଚପଲ ପିନ୍ଧି ଗାଡ଼ି ଚଲାଇବା ମନା

ନୂଆଦିଲ୍ଲୀ,୨୭।୧୨: ବିଦେଶ ଭ୍ରମଣର ସ୍ବପ୍ନ ଦେଖିବା ସମୟରେ ଲୋକମାନେ ପ୍ରାୟତଃ ସୁନ୍ଦର ବେଳାଭୂମି, ଐତିହାସିକ ରାସ୍ତା ଏବଂ ଖୋଲା ସ୍ବାଧୀନତା କଥା ଭାବନ୍ତି। କିନ୍ତୁ ଯଦି...

ମହିଳାଙ୍କୁ ICMRର ଚେତାବନୀ, ସ୍ତନ କର୍କଟ ପାଇଁ କେବଳ…

ନୂଆଦିଲ୍ଲୀ,୨୭।୧୨: ଭାରତରେ ସ୍ତନ କର୍କଟ ରୋଗୀଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ICMR ର ଏକ ଅଧ୍ୟୟନ ଅନୁଯାୟୀ, ନିରାମିଷ ଖାଦ୍ୟ, ଖରାପ ନିଦ୍ରା...

ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ୍‌ସେବା, ମାଗଣାରେ ପିଲାଙ୍କୁ ମିଳିବ…

ଭୁବନେଶ୍ୱର,୨୭ା୧୨: ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ ସେବା ବା ଏମ୍‌ବିଏସ୍‌। ଏନେଇ ପରିବହନ ମନ୍ତ୍ରୀ ବିଭୂତି ଜେନା ସୂଚନା ଦେଇଛନ୍ତି। ବିଦ୍ୟାଳୟ ଓ...

ବାଇକ୍‌ରେ ଦାରିଙ୍ଗବାଡ଼ି ଫେରିବାବେଳେ ଦୁର୍ଘଟଣା: ୨ ଯୁବକ ଗୁରୁତର

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଡବେରୀ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ବାଇକ୍‌ ଦୁର୍ଘଟଣା ଘଟି ୨ ଯୁବକ ଗୁରୁତର ହୋଇଥିବାବେଳେ ଜଣେ...

Ashes 2025-26: ୧୪ ବର୍ଷ ପ୍ରତୀକ୍ଷାର ଅନ୍ତ ଘଟାଇଲା ଇଂଲଣ୍ଡ, ଅଷ୍ଟ୍ରେଲିଆକୁ କଲା ପରାସ୍ତ

ନୂଆଦିଲ୍ଲୀ,୨୭।୧୨: ଅଷ୍ଟ୍ରେଲିଆ ଏବଂ ଇଂଲଣ୍ଡ ମଧ୍ୟରେ ୨୦୨୫-୨୬ ଆଶେସ୍ ସିରିଜର ଚତୁର୍ଥ ମ୍ୟାଚ୍ ମେଲବୋର୍ଣ୍ଣ କ୍ରିକେଟ୍ ଗ୍ରାଉଣ୍ଡରେ ଖେଳାଯାଇଥିଲା। ଏହି ମ୍ୟାଚ୍ ବୋଲରଙ୍କ ପ୍ରିୟ ଥିଲା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri