ପ୍ରତିରକ୍ଷା କ୍ଷେତ୍ରରେ ଭାରତ-ରୁଷିଆର ସହଯୋଗ ଅଦ୍ଭୁତପୂର୍ବ

ନୂଆଦିଲ୍ଲୀ,୩।୨: ଭାରତୀୟ ପରିଷଦ ଅଫ ୱାଲର୍‌ଡ ଆଫେୟାର୍ସ (ଆଇସିଡବ୍ଲୁଏ) ଏବଂ ରୁଷିଆ ପରିଷଦ ମଧ୍ୟରେ ଏକ ଆଲୋଚନା ହୋଇଛି। ଏହି ଆଲୋଚନାରେ ଭାରତରେ ରୁଷିଆର ରାଷ୍ଟ୍ରଦୂତ ଡେନିସ ଆଲିପୋଭ ମଧ୍ୟ ଉପସ୍ଥିତ ଥିଲେ। କଥାବାର୍ତ୍ତା ସମୟରେ ଆଲିପୋଭ କହିଛନ୍ତି, ରୁଷିଆ ଏବଂ ଭାରତ ଏକ ସମୂହର ନେଟୱାର୍କ ଅଂଶୀଦାର କରିଛନ୍ତି, ଯାହା ଅନ୍ତର୍ଜାତୀୟ ସମୁଦାୟର ହିତ ପାଇଁ ବିଶ୍ୱର ଏଜେଣ୍ଡାକୁ ପ୍ରୋତ୍ସାହିତ କରିବାରେ ସାହାଯ୍ୟ କରିବ। ରୁଷିଆ-ୟୁକ୍ରେନ ଯୁଦ୍ଧ ସମୟରେ ରୁଷିଆକୁ ବିଭିନ୍ନ ମଞ୍ଚରୁ ବାହାର କରିବା ପ୍ରୟାସରେ ଭାରତ ଏକ ନିରପେକ୍ଷ ଆଭିମୁଖ୍ୟ ଗ୍ରହଣ କରିଛି।
ଡେନିସ ଆଲିପୋଭ ଆହୁରି ମଧ୍ୟ କହିଛନ୍ତି, ଆମେ ଜି-୨୦ ଏବଂ ଏସସିଓରେ ଭାରତର ଅଧ୍ୟକ୍ଷତାକୁ ଏହି ଗୁରୁତ୍ୱପୂର୍ଣ୍ଣ ସଙ୍ଗଠନର ଏଜେଣ୍ଡା ଉପସ୍ଥାପନ କରିବାର ଏକ ସୁଯୋଗ ଭାବରେ ଦେଖୁ। ଭାରତର ଶକ୍ତି ନିରାପତ୍ତାରେ ରୁଷିଆ ଭାରତର ବୃହତ୍ତମ ତୈଳ ଯୋଗାଣକାରୀ ହୋଇପାରିଛି। ଭାରତ ଏବଂ ରୁଷିଆ ମଧ୍ୟରେ ପ୍ରତିରକ୍ଷା ସହଯୋଗର ସ୍ତର ଅଦ୍ଭୁତପୂର୍ବ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ଥଗିତ ରହିଲା ଏମସିଡି ମେୟର, ଡେପୁଟି ମେୟର ନିର୍ବାଚନ

ନୂଆଦିଲ୍ଲୀ,୨୫।୪: ଏପ୍ରିଲ ୨୬ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ମ୍ୟୁନିସିପାଲିଟି କର୍ପୋରେସନ ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ସ୍ଥଗିତ ରଖାଯାଇଛି। ଏହାର କାରଣ...

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପ୍ରସ୍ତୁତି ଶେଷ: ରାହୁଲ, ଓମ୍‌ ବିର୍ଲା, ହେମା ମାଳିନୀଙ୍କ ହେବ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୨୫ା୪: ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ। ୧୩ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ୮୮ ଆସନରେ ମତଦାନ ହେବ। ଏହି ପର୍ଯ୍ୟାୟରେ କଂଗ୍ରେସ...

ଅଣ୍ଡା, ଚିକେନ ଖାଉଥିବା ଲୋକେ ହୁଅନ୍ତୁ ସାବଧାନ

ନୂଆଦିଲ୍ଲୀ,୨୫।୪: ଝାଡ଼ଖଣ୍ଡର ରାଜଧାନୀ ରାଞ୍ଚିରେ ବାର୍ଡଫ୍ଲୁ ରୋଗ ସଂକ୍ରମଣ ହୋଇଥିବା ଜଣାପଡିଛି। ସେଠାରେ ଅନେକ ନମୁନା ପରୀକ୍ଷା କରାଯାଇଥିଲା ଯେଉଁଥିରେ ଏଭିୟନ ଇନଫ୍ଲୁଏନଞ୍ଜା H5N1 ଚିହ୍ନଟ...

ନିର୍ବାଚନ ଲଢିବେ କଳ୍ପନା

ରାଞ୍ଚି,୨୫।୪: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସ୍ତ୍ରୀ କଳ୍ପନା ସୋରେନ ନିର୍ବାଚନ ମଇଦାନରେ ପ୍ରବେଶ କରିଛନ୍ତି। ଗାଂଡେୟ ବିଧାନସଭା ଆସନରୁ ଉପ-ନିର୍ବାଚନରେ ଝାଡ଼ଖଣ୍ଡ ମୁକ୍ତି...

୧୧ ବର୍ଷ ହେବ ଜେଲରେ ବନ୍ଦୀଥିବା ଝିଅକୁ ଭେଟିବାକୁ ଭାରତରୁ ୟେମେନ ପହଞ୍ଚିଲେ ମା’, ହତ୍ୟା ମାମଲାରେ ମିଳିଛି ମୃତ୍ୟୁଦଣ୍ଡ

ନୂଆଦିଲ୍ଲୀ/ସନା,୨୫।୪: ଦୀର୍ଘ ୧୧ ବର୍ଷ ଧରି ୟେମେନ ଜେଲରେ ବନ୍ଦୀ ଥିବା ଝିଅକୁ ଭେଟିବା ପାଇଁ ତାଙ୍କ ମା’ ଭାରତରୁ ୟେମେନ ଆସିଥିଲେ। ଦୁହେଁ ପରସ୍ପରକୁ...

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା ବିଏସପି, ରାଏବରେଲିରୁ ଲଢିବେ…

ଲକ୍ଷ୍ନୌ,୨୫।୪: ଉତ୍ତରପ୍ରଦେଶରେ ହେବାକୁ ଥିବା ଲୋକ ସଭା ନିର୍ବାଚନ ପାଇଁ ବହୁଜନ ସମାଜ ପାର୍ଟି (ବିଏସପି) ଗୁରୁବାର ଆଉ ଏକ ପ୍ରାର୍ଥୀ ତାଲିକା ଜାରି କରିଛି।...

ଗୁଗୁଲ ସର୍ଚ୍ଚର ସମସ୍ତ ରେକର୍ଡ ଭାଙ୍ଗିଲା ଉତ୍ତରାଧିକାର ଟ୍ୟାକ୍ସ, ସାମ ପିଟ୍ରୋଡାଙ୍କୁ ବି କରିଛନ୍ତି ଖୁବ ସର୍ଚ୍ଚ

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୫।୪: ବର୍ତ୍ତମାନ, ଭାରତୀୟ ବିଦେଶ କଂଗ୍ରେସ ସଭାପତି ସାମ ପିଟ୍ରୋଡାଙ୍କ ଉତ୍ତରାଧିକାର ଟ୍ୟାକ୍ସ ସମ୍ପର୍କରେ ଦେଇଥିବା ବିବୃତ୍ତି ଉପରେ ରାଜନୀତି ବନ୍ଦ ହେଉନାହିଁ। ଗୁରୁବାର (ଏପ୍ରିଲ...

ଭୂକମ୍ପ ଝଟ୍‌କାରେ ଥରିଲା ପାକିସ୍ତାନର ସବୁଠାରୁ ବଡ ସହର କରାଚି, ଲୋକେ ଭୟଭୀତ

ଇସଲାମାବାଦ,୨୫।୪: ବୁଧବାର ରାତିରେ ଭୂକମ୍ପ ଯୋଗୁଁ ପାକିସ୍ତାନର ବୃହତ୍ତମ ସହର କରାଚି ଥରି ଉଠିଛି। କରାଚିରେ ୩.୨ ମ୍ୟାଗ୍ନିଚ୍ୟୁଡର ଏକ ଭୂକମ୍ପ ଘଟି ଲୋକଙ୍କୁ ଭୟଭୀତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri