ଦେଶରେ କମ ହେଉଛି କରୋନା ସଂକ୍ରମଣ, ଗତ ୨୪ ଘଣ୍ଟାରେ ୧୧,୬୯୨ ନୂଆ ସଂକ୍ରମିତ

ନୂଆଦିଲ୍ଲୀ,୨୧।୪: ଦେଶରେ କରୋନା ସଂକ୍ରମଣ ଦୁଇ ଦିନରେ ସବୁଠାରୁ ଅଧିକ ଦେଖାଯାଇଥିଲା। ହେଲେ ଶୁକ୍ରବାର ଏହି ସଂଖ୍ୟା କମ ହୋଇଛି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟାରେ ୧୧ହଜାରୁ ଅଧିକ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ହେଲେ ଗୁରୁବାର ଏହି ସଂଖ୍ୟା ୧୨ ହଜାରରୁ ଅଧିକ ଥିଲା। ଏପଟେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ବି ବଢିବାରେ ଲାଗିଛି।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ସଂଖ୍ୟାରୁ ଜଣାପଡିଛି କି ଦେଶରେ ଶୁକ୍ରବାର ସକାଳେ କରୋନାର ସକ୍ରିୟ ମାମଲା ୬୬ହଜାର ୧୭୦ ରହିଥିଲା। ଅର୍ଥାତ୍‌ ଏତିକି ଲୋକ ସଂକ୍ରମିତ ହେବା ପରେ ଏମାନେ ହସ୍ପିଟାଲରେ ଭର୍ତ୍ତି ଅଛନ୍ତି ନଚେତ ଘରେ ଚିକିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୀପାବଳି ପୂର୍ବରୁ ସରକାରୀ କର୍ମଚାରୀଙ୍କୁ ମିଳିବ ଖୁସି ଖବର, ଏତିକି % ବଢ଼ିବ DA!

ଲକ୍ଷ୍ନୌ,୪।୧୦: ଦୀପାବଳି ପୂର୍ବରୁ ଉତ୍ତରପ୍ରଦେଶର ସରକାରୀ କର୍ମଚାରୀ ଓ ପେନ୍‌ସନର୍‌ଙ୍କୁ ମିଳିପାରେ ଖୁସି ଖବର। ଯୋଗୀ ଆଦିତ୍ୟନାଥ ସରକାର ରାଜ୍ୟ କର୍ମଚାରୀଙ୍କ ପାଇଁ ବର୍ଦ୍ଧିତ ମହଙ୍ଗା ଭତ୍ତା…

ଗୋବିନ୍ଦା-କୋମଲଙ୍କ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ଝିଅ ଟିନା, କେବଳ କଥା….

ମୁମ୍ବାଇ,୪।୧୦: ବଲିଉଡ୍ ଅଭିନେତା ଗୋବିନ୍ଦା ଏବେ ଅଭିନେତ୍ରୀ କୋମଲ ରାଣୀ ସ୍ୱର୍ଣ୍ଣକାରଙ୍କ ସହ କଥିତ ସମ୍ପର୍କକୁ ନେଇ ଚର୍ଚ୍ଚାରେ ଅଛନ୍ତି । ଗୋବିନ୍ଦା ଓ ତାଙ୍କ ପତ୍ନୀ…

ମହିଳା ସାମ୍ବାଦିକଙ୍କ ପ୍ରତି ଅସଦାଚରଣ ଅଭିଯୋଗ; ଭାଜପାକୁ ଟାର୍ଗେଟ କଲା କଂଗ୍ରେସ

ନୂଆଦିଲ୍ଲୀ,୪।୧୦: ଅକ୍ଟୋବର ୩ରେ ଦିଲ୍ଲୀର ଜନ୍ତର ମନ୍ତର ଠାରେ ଏକ ବିକ୍ଷୋଭ ପ୍ରଦର୍ଶନର ଖବର ସଂଗ୍ରହ ସମୟରେ ମହିଳା ସାମ୍ବାଦିକମାନଙ୍କ ଦ୍ୱାରା ପୋଲିସ କର୍ମଚାରୀଙ୍କ ବିରୁଦ୍ଧରେ ଅଣାଯାଇଥିବା…

ପରିଚୟ ବଦଳାଇ ଦୁଇ ବାଂଲାଦେଶୀ ଯୁବତୀ ଯାଉଥିଲେ ବେଙ୍ଗାଲୁରୁ, ବହ୍ମପୁର ରେଳଷ୍ଟେଶନରୁ ପଡ଼ିଲେ ଧରା

ବ୍ରହ୍ମପୁର,୪ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ରେଳଷ୍ଟେଶନରୁ ଦୁଇ ସନ୍ଦିଗ୍ଧ ବାଂଲାଦେଶୀ ଯୁବତୀଙ୍କୁ ଜିଆରପି ପୋଲିସ ଅଟକ ରଖି ପଚରାଉଚରା କରୁଛି। ସେମାନେ ହେଲେ ମହାମୁଦା ମଣ୍ଡଳ (୩୧)…

ପୁଣି ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ; ଶିବସେନା ସମେତ କିଏ କିଏ ସାମିଲ? ଜାଣନ୍ତୁ…

ମୁମ୍ବାଇ,୪।୧୦: ଶିବସେନା (ୟୁବିଟି) ମୁଖ୍ୟ ଉଦ୍ଧବ ଠାକରେ ଏବଂ ମହାରାଷ୍ଟ୍ର ନବନିର୍ମାଣ ସେନା (ଏମଏନଏସ) ମୁଖ୍ୟ ରାଜ ଠାକରେ ରବିବାର (ଅକ୍ଟୋବର ୪), ମୁମ୍ବାଇରେ ମୁଖ୍ୟ ନିର୍ବାଚନ…

ଚେକ୍‌ ବାଉନ୍ସ ମାମଲା: ସୁଧମୂଳ ସହ ୪୨.୫୦ ଲକ୍ଷ ଟଙ୍କା ଫେରାଇବେ ଆର୍‌ଆଇ, ଜରିମାନା ଅର୍ଥ ଅନାଦେୟ ହେଲେ…

ଭଞ୍ଜନଗର,୪ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଏମ୍‌ଏଫ୍‌ସି କୋର୍ଟରେ ଏକ ଚେକ୍‌ ବାଉନ୍ସ ମାମଲାର ବିଚାରଣ କରାଯାଇ ରାୟ ପ୍ରକାଶ ପାଇଛି। ମାମଲାର ଅଭିଯୁକ୍ତ ରାଜସ୍ବ ନିରୀକ୍ଷକ…

ପ୍ରସ୍ତୁତ କରୁଥିଲେ ଦେଶୀ ମଦ, ୨ ଜଣଙ୍କୁ ବାନ୍ଧି କୋର୍ଟ ପଠାଇଲା ଅବକାରୀ ପୋଲିସ

କେସିଙ୍ଗା,୪ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାର ଉପନିରୀକ୍ଷକ ମଳୟ କୁମାର ପ୍ରଧାନଙ୍କ ନେତୃତ୍ୱରେ ବ୍ଲକର କୁଣ୍ଢାବନ୍ଧ ଅଞ୍ଚଳରେ ଶନିବାର ସନ୍ଧ୍ୟାରେ ପାଟ୍ରୋଲିଂ କରୁଥିବା ସମୟରେ…

ଅପହଞ୍ଚ ଗାଁରେ ଆଶାର କିରଣ: ସ୍ୱାବଲମ୍ବୀ ହେବେ ସାନ୍ତାଳୀ ମହିଳା, ମିଶନ ଶକ୍ତିରେ ଯୋଡ଼ି ହୋଇ…

ମହାକାଳପଡ଼ା,୪ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଉପକୂଳ ସମୁଦ୍ର ତଟରେ ଅବସ୍ଥିତ ଅପହଞ୍ଚ ସାନ୍ତାଳୀ ଗ୍ରାମ ‘ପାଣିଖିଆ’। ଅନାଦି କାଳରୁ ଏହି ଗ୍ରାମର ସାନ୍ତାଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?