Posted inଜାତୀୟ

ଦେଶର ପ୍ରଥମ ଇଲେକ୍ଟ୍ରିକ ଡବଲ ଡେକର ବସ

ନୂଆଦିଲ୍ଲୀ,୧୯ ।୮: ଦେଶର ପ୍ରଥମ ଡବଲ ଡେକର ଏସି ଇଲେକ୍ଟ୍ରିକ ବସ ମୁମ୍ବାଇରେ ଶୋ କେସ କରାଯାଇଛି । ସ୍ୱିଚ ମୋବିଲିଟି ଲିମିଟେଡ ଦେଶର ପ୍ରଥମ ଡବଲ ଡେକର ଏୟାର କଣ୍ଡିଶନର ବସ ସ୍ୱିଚ ଇଆଇଭି ୨୨କୁ ତିଆରି କରିଛି । ସ୍ୱିଚ ମୋବିଲିଟି ଲିମିଟେଡ ଅଶୋକ ଲେଲ୍ୟାଣ୍ଡର ସବସିଡିୟାରୀ ଅଟେ ।
କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତୀନ ଗଡକରୀଙ୍କ ଉପସ୍ଥିତିରେ ଏହି ବସକୁ ଶୋ’ କେସ କରାଯାଇଛି । ସ୍ୱିଚ ଇଆଇଭି ୨୨ ଲାଟେଷ୍ଟ ଟେକ୍ନୋଲୋଜି, ଅଲଟ୍ରା ମର୍ଡନ ହେବା ସହ ଏଥିରେ ସୁରକ୍ଷାର ଭିନ୍ନ ଭିନ୍ନ ବ୍ୟବସ୍ଥା ରହିଛି । ସ୍ୱିଚ ଇଆଇଭି ୨୨କୁ ଏମିତି ଭାବେ ଡିଜାଇନ କରାଯାଇଛି ଯାହା ପବ୍ଲିକ ଟ୍ରାନ୍ସପୋର୍ଟରେ ବଡ କ୍ରାନ୍ତି ଆଣିବ ।
ସ୍ୱିଚ ଇଆଇଭି ୨୨ର ଏହି ଡବଲ ଡେକର ଇଲେକ୍ଟ୍ରିକ ବସ ବିଶ୍ୱର ପ୍ରଥମ ସେମି ଲୋ-ଫ୍ଲୋର ଏୟାର କଣ୍ଡିଶନର ବସ, ଯେଉଁଥିରେ ଓଭରହ୍ୟାଙ୍ଗ ଓ ରିୟର ଷ୍ଟେୟରକେସ ଦରୱାଜା ଖୁବ ଚଉଡା ରହିଛି । ସିଙ୍ଗଲ ଡେକର ଅପେକ୍ଷା ଏଥିରେ ଦୁଇଗୁଣା ଯାତ୍ରୀ ଏକାଥରେ ଯାତ୍ରା କରିପାରିବେ । ଏବେ ପର୍ଯ୍ୟନ୍ତ ୱିଚ ଇଣ୍ଡିଆକୁ ୨୦୦ ଇଲେକ୍ଟ୍ରିକ ବସର ଅର୍ଡର ମିଳି ସାରିଲାଣି ।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶ କୁମାରଙ୍କ ଆଗରେ ରାହୁଲଙ୍କ ବଡ଼ ସର୍ତ୍ତ: କହିଲେ- ଏମିତି କଲେ ଆମେ ଛାଡ଼ିଦେବୁ…

ନୂଆଦିଲ୍ଲୀ,୧୨।୧୦: ସରକାରଙ୍କୁ ଘେରିଛନ୍ତି କଂଗ୍ରେସ ସମେତ ବିରୋଧୀ ଦଳ। ସୋମବାର (୧୨ ଅକ୍ଟୋବର) ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଜ୍ଞାନେଶ କୁମାରଙ୍କୁ ଇସ୍ତଫା ଦେଇ ଏହି…

ଭାରତୀୟ କ୍ରିକେଟ୍‌ର ଗୁମର ଖୋଲିଲେ ଗାଭାସ୍କର: ଦେଲେ ଚାଞ୍ଚଲ୍ୟକର ମନ୍ତବ୍ୟ

ନୂଆଦିଲ୍ଲୀ,୧୨।୧୦:ଭାରତୀୟ ଘରୋଇ କ୍ରିକେଟର ସବୁଠାରୁ ପ୍ରତିଷ୍ଠିତ ପ୍ରଥମ ଶ୍ରେଣୀ ଟୁର୍ନାମେଣ୍ଟ ରଣଜୀ ଟ୍ରଫିର ମାନକୁ ନେଇ ପ୍ରଶ୍ନ ଉଠାଇଛନ୍ତି କିମ୍ବଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କର। ରଣଜୀ ଟ୍ରଫିରେ…

ସୁସ୍ଥ ଶରୀର ପାଇଁ ଜଳ ଜରୁରୀ, ହାର୍ଟ-ଲିଭରକୁ ସୁରକ୍ଷା ଦେବା ସହ…

ଆମ ଶରୀର ପାଇଁ ଜଳ କେତେ ଉପକାରୀ, ତାହା କହିବା ବାହୁଲ୍ୟ ମାତ୍ର। ସୁସ୍ଥ ଶରୀର ପାଇଁ ସୁଷମ ଖାଦ୍ୟ ବ୍ୟତୀତ ଆବଶ୍ୟକ ମୁତାବକ ପାଣି ପିଇବା…

ଏମିତି କରି T20ରେ ବିଶ୍ୱ ରେକର୍ଡ ସ୍ଥାପନ କରିଛି ୱେଷ୍ଟଇଣ୍ଡିଜ; ଭାରତ ରହିଛି ପଛରେ

ନୂଆଦିଲ୍ଲୀ,୧୨।୧୦: ୱେଷ୍ଟଇଣ୍ଡିଜ କ୍ରିକେଟ ଦଳ T20 କ୍ରିକେଟରେ ଇତିହାସ ସୃଷ୍ଟି କରିଛି। ରବିବାର ଭାରତ ବିପକ୍ଷ ତୃତୀୟ T20 ମ୍ୟାଚରେ କାରିବିଆନ ଦଳ ମୋଟ ୧୩ଟି ଛକା…

ଦୁଇ ବାଇକ୍‌ଆରୋହୀଙ୍କୁ ଧକ୍କାଦେଲା ଅଜଣା ଗାଡ଼ି, ଚାଲିଗଲା ଜୀବନ, କ୍ଷତିପୂରଣ ଦାବି କରି…

ହେମଗିର,୧୨ା୧୦(ଚୈତନ୍ୟ ପୁଟେଲ): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅନ୍ତର୍ଗତ ଡୁରୁବଗା ବାଇପାସ ରାସ୍ତାରେ ଅଜଣା ଗାଡ଼ି ଧକ୍କାରେ ଦୁଇ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ହୋଇଛି। ମୃତ ଯୁବକ…

ବଦଳିଲା କ୍ରିକେଟ ମ୍ୟାଚର ସ୍ଥାନ, ଏଥିପାଇଁ ଦାୟୀ ରହିବ କି ପାକିସ୍ତାନ ରାଜନୀତି? ଜାଣନ୍ତୁ…

ଇସଲାମାବାଦ,୧୨।୧୦: ପାକିସ୍ତାନର ରାଜନୈତିକ ସଙ୍କଟର ପ୍ରଭାବ ବର୍ତ୍ତମାନ କ୍ରିକେଟ ଉପରେ ମଧ୍ୟ ପଡ଼ିବା ଆରମ୍ଭ ହୋଇଛି। ଖୈବର ପଖତୁନଖୱା ଅଞ୍ଚଳରେ ପାକିସ୍ତାନ ସରକାରଙ୍କ ଦ୍ୱାରା ନିକଟରେ ଜରୁରୀକାଳୀନ…

‘ମୋ ବାପା ସବୁକିଛି ସମ୍ଭାଳି ନେବେ’: ଧନୀ ଯୁବକଙ୍କ ଅହଂକାରୀ ଆଚରଣ; ମା’ ଜନ୍ମଦିନରେ ଉପହାର ଦେଇଥିବା କାର ଚଢାଇ ୩ ଛାତ୍ର ମୃତ

କୋଚି,୧୨।୧୦: କେରଳର ନେଦୁମ୍ବାସେରୀରେ ତିନିଜଣ ଛାତ୍ରୀଛାତ୍ରଙ୍କ ଜୀବନ ନେଇଥିବା ଏକ ଭୟଙ୍କର ସଡ଼କ ଦୁର୍ଘଟଣା ପରେ ଅହଂକାର ଓ ଅବହେଳାର ଏକ ଚାଞ୍ଚଲ୍ୟକର ଚିତ୍ର ସାମ୍ନାକୁ ଆସିଛି।…

ମହାକାଳପଡ଼ାରେ ବିଜେଡି-ଭାଜପା ଛାତ୍ର ଗୋଷ୍ଠୀ ମୁହାଁମୁହିଁ, ପୋଲିସ ପହଞ୍ଚି…

ମହାକାଳପଡ଼ା,୧୨ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ାସ୍ଥିତ ପ୍ରମୁଖ ଶିକ୍ଷାନୁଷ୍ଠାନ ବାୟାବାବା କଲେଜରେ ଛାତ୍ର ସଂସଦ ନିର୍ବାଚନକୁ କେନ୍ଦ୍ରକରି ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ହୋଇପଡ଼ିଛି। ସୋମବାର ମଧ୍ୟାହ୍ନରେ କଲେଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?