Posted inଜାତୀୟ

ରାଷ୍ଟ୍ରପତି ଭବନରେ ସୌଦି କ୍ରାଉନ ପ୍ରିନ୍ସଙ୍କୁ ଔପଚାରିକ ସ୍ବାଗତ

ନୂଆଦିଲ୍ଲୀ,୧୧।୯: ଜି -୨୦ ଶିଖର ସମ୍ମିଳନୀ ଆରମ୍ଭ ହେବା ପରେ ସୌଦି ଆରବର କ୍ରାଉନ ପ୍ରିନ୍ସ ମହମ୍ମଦ ବିନ ସଲମାନଙ୍କ ଭାରତକୁ ସରକାରୀ ଗସ୍ତ ସୋମବାର ଆରମ୍ଭ ହୋଇଛି। ସୋମବାର ସକାଳେ ସେ ରାଷ୍ଟ୍ରପତି ଭବନରେ ପହଞ୍ଚିବା ପରେ ସେଠାରେ ତାଙ୍କୁ ଆନୁଷ୍ଠାନିକ ଭାବେ ସ୍ବାାଗତ କରାଯାଇଥିଲା। ଏହି ସମୟରେ ପ୍ରଧାନମନ୍ତ୍ରୀ ମୋଦି ତାଙ୍କୁ ଆଲିଙ୍ଗନ କରି କ୍ରାଉନ ପ୍ରିନ୍ସଙ୍କୁ ଅଭିବାଦନ ଜଣାଇଥିଲେ। ମହମ୍ମଦ ବିନ ସଲମାନଙ୍କୁ ସ୍ବାଗତ କରିବା ପାଇଁ ରାଷ୍ଟ୍ରପତ ିଦ୍ରୌପଦୀ ମୁର୍ମୁ ମଧ୍ୟ ଉପସ୍ଥିତ ଥିଲେ।

ସୂଚନାଯୋଗ୍ୟ ଯେ ଏହି ସମ୍ମିଳନୀରେ ଭାଗ ନେବାକୁ ଆସିଥିବା ବିଭିନ୍ନ ଦେଶର ମୁଖ୍ୟମାନେ ରବିବାର ଫେରିଯାଇଛନ୍ତି। ତେବେ ଏହି ଦ୍ୱିପାକ୍ଷିକ ଆଲୋଚନା ପାଇଁ ସୋମବାର ପର୍ଯ୍ୟନ୍ତ ଏହି ସମ୍ମିଳନୀରେ ଯୋଗଦେବାକୁ ଆସିଥିବା କ୍ରାଉନ ପ୍ରିନ୍ସଙ୍କ ବିଦେଶ ଗସ୍ତ ସୋମବାର ପର୍ଯ୍ୟନ୍ତ ଜାରି ରହିବ। ଆୟୋଜକ ଭାବରେ ଭାରତ ସୌଦି ଆରବକୁ ଏକ ବିଶେଷ ଅତିଥି ଭାବରେ ନିମନ୍ତ୍ରଣ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମରେ ବିଫଳ ପରେ ପ୍ରେମିକର ଭୟଙ୍କର ଷଡ଼ଯନ୍ତ୍ର; ବରଘରକୁ ପଠାଇଲେ ଯୁବତୀଙ୍କ ଅଶ୍ଳୀଳ ଫଟୋ, ତାପରେ….

ଜମନକିରା,୧୧।୮(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ଜମନକିରା ଥାନା ଅଞ୍ଚଳରେ ପ୍ରେମ ସମ୍ପର୍କ ଭାଙ୍ଗିଯିବା ଓ ଅନ୍ୟତ୍ର ବାହାଘର ଠିକ୍‌ ହେବା ପରେ ପ୍ରତିଶୋଧ ପରାୟଣ ହୋଇ…

ବରଗଡ଼ରେ ଆଇନଶୃଙ୍ଖଳା ହୁଗୁଳା: ଅସୁରକ୍ଷିତ ମଣୁଛନ୍ତି ସହରବାସୀ

ବରଗଡ଼,୧୧।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ଆଇନ ଶୃଙ୍ଖଳା ହୁଗୁଳା ହୋଇ ପଡ଼ିଛି। ବେଆଇନ ନିଶା କାରବାର ଯୋଗୁ ସହରରେ ଅପରାଧ ବଢ଼ି ଚାଲିଛି। ଦିନ ଦ୍ୱିପ୍ରହରେ ଘଟୁଥିବା ନିଶାଜନିତ…

ଗେରୁଆ ପତାକା ଦେଖି କାହିଁକି ରାଗିଲେ ଅମିତ ଶାହା? ଖୋଜିଲେ…

ପୁଡୁଚେରୀ,୧୧।୮: ୧୫ ଅଗଷ୍ଟ ପୂର୍ବରୁ ସାରା ଦେଶରେ ୨୦୨୬ ପାଇଁ ‘ହର ଘର ତ୍ରିରଙ୍ଗା’ (ପ୍ରତ୍ୟେକ ଘରେ ତ୍ରିରଙ୍ଗା) ଅଭିଯାନ ଆରମ୍ଭ ହୋଇଛି। ଏହି ପଦକ୍ଷେପର ଅଂଶ…

କିଏ ଏହି ଦୀପ୍ତି ଗୌର ମୁଖାର୍ଜୀ? NEET ପରୀକ୍ଷା ବିବାଦ ପରେ ମିଳିଲା ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୧୧।୮: NEET-UG ପେପର୍ ଲିକ୍ ମାମଲା ହେଉ କିମ୍ବା ଝାଡ଼ଖଣ୍ଡରେ ସରକାରୀ ନିଯୁକ୍ତିରେ ଜାଲିଆତି ଅଭିଯୋଗ, ବର୍ତ୍ତମାନ ସମୟରେ ଦେଶବ୍ୟାପୀ ଯୁବକମାନଙ୍କ ବିକ୍ଷୋଭ ଖବର ଚର୍ଚ୍ଚାରେ ରହିଛି…

ବ୍ରିଟେନ୍‌, ଫ୍ରାନ୍ସରେ ଆସୁଛି ପଞ୍ଚମ ହିଟ୍‌ଓ୍ବେଭ୍‌

ପ୍ୟାରିସ୍‌, ୧୧।୮(ପି.ଟି): ପଶ୍ଚିମ ୟୁରୋପରେ ଜଳବାୟୁ ପରିବର୍ତ୍ତନର ପ୍ରଭାବ ଦିନକୁ ଦିନ ଭୟଙ୍କର ରୂପ ନେଉଥିବାବେଳେ ବ୍ରିଟେନ ଏବଂ ଫ୍ରାନ୍ସ ଚଳିତ ମୌସୁମୀର ପଞ୍ଚମ ପ୍ରଚଣ୍ଡ ତାତି…

କ୍ରିକେଟ ପରେ ଟିଭି ପରଦାରେ ‘ହିଟମ୍ୟାନ୍’ଙ୍କ ଜଲୱା: ଛୋଟ ପରଦାରେ ଡେବ୍ୟୁ କରିବେ ରୋହିତ!

ନୂଆଦିଲ୍ଲୀ,୧୧।୮: ଭାରତୀୟ କ୍ରିକେଟ୍ ଦଳର ଷ୍ଟାର୍ କ୍ୟାପ୍ଟେନ୍ ରୋହିତ ଶର୍ମା ଆନ୍ତର୍ଜାତୀୟ ଟି-୨୦ ଏବଂ ଟେଷ୍ଟ କ୍ରିକେଟରୁ ଅବସର ନେବା ପରେ ଏବେ ନୂଆ ରୂପରେ ନଜର…

ଲୁଚି ପଳାଇଲେ ଟ୍ରମ୍ପ! ହେଲେ ଏହା ପଛର ରହସ୍ୟ କ’ଣ? ଜାଣନ୍ତୁ…

ଓ୍ବାଶିଂଟନ,୧୧।୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସୁରକ୍ଷା ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ୱାଶିଂଟନ ପୋଷ୍ଟର ଏକ ରିପୋର୍ଟ ଅନୁଯାୟୀ, ଟ୍ରମ୍ପ ଗତ ମାସରେ…

ଗାଙ୍ଗୁଲିଙ୍କ ଜୀବନ ପ୍ରତି ବିପଦ!

ନୂଆଦିଲ୍ଲୀ,୧୧।୮: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି ଏବଂ ତାଙ୍କ ପତ୍ନୀ ଡୋନା ଗାଙ୍ଗୁଲିଙ୍କୁ ହତ୍ୟା ଧମକ ମିଳିଛି। ବର୍ତ୍ତମାନ କ୍ରିକେଟ ଆସୋସିଏସନ ଅଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri