Posted inଖେଳ

୨୬୫ ରନ୍‌ରେ ଅଟକିଲା ଟିମ୍‌ ଇଣ୍ଡିଆ

ଅହମ୍ମଦାବାଦ,୧୧।୨: ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଶୁକ୍ରବାର ଚାଲିଥିବା ଭାରତ-ଓ୍ବେଷ୍ଟଇଣ୍ଡିଜ ମ୍ୟାଚର ଶେଷ ଦିନିକିଆରେ ଭାରତ ୫୦ ଓଭରରେ ୨୬୫ ରନ୍‌ କରିଛି। ଫଳରେ ଓ୍ବେଷ୍ଟଇଣ୍ଡିଜକୁ ବିଜୟ ପାଇଁ ୨୬୬ ରନ୍‌ର ଟାର୍ଗେଟ ରହିଛି।

ଟସ୍‌ ଜିତି ଅଧିନାୟକ ରୋହିତ ଶର୍ମା ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲେ । ଓପନିଂ ଯୋଡି ଭାବେ ଓହ୍ଲାଇଥିଲେ ଶିଖର ଧାୱନ ଓ ଅଧିନାୟକ ରୋହିତ। ହେଲେ ଦଳ ମାତ୍ର ୪୨ ରନ୍‌ରେ ଟପ-୩ ବ୍ୟାଟ୍ସମ୍ୟାନଙ୍କୁ ହରାଇ ଅଡୁଆରେ ପଡିଯାଇଥିଲା। ହେଲେ ଶ୍ରେୟାସଙ୍କ ୮୦ ରନ୍‌ ଓ ରିଷଭଙ୍କ ୫୬ ରନ୍‌ର ଇଂନିସ ଫଳରେ ଦଳର ସ୍କୋର ଆଗକୁ ବଢିଥିଲା ।

ଶେଷ ଆଡକୁ ୱାସିଂଟନ ସୁନ୍ଦର ୩୩ ରନ୍‌ ଓ ଦୀପକ ଚହର ୩୮ ରନ୍‌ର ସହଯୋଗ ବଳରେ ଦଳ ୫୦ ଓଭରରେ ୨୬୫ ରନ୍‌ କରିଥିଲା। ୱେଷ୍ଟଇଣ୍ଡିଜ ପକ୍ଷରୁ ଜାସନ ହୋଲଡର ୪ଟି ଉଇକେଟ ନେଇଥିବା ବେଳେ ଜୋସେଫ ଓ ହେଡେନ ୨ଟି ଲେଖାଏ ସଫଳତା ପାଇଥିଲେ। ଓଡେନ ସ୍ମିଥ ଗୋଟିଏ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନା ଖୋଲିଲା ହର୍ମୁଜ, ନା ହେଲା କୌଣସି ଚୁକ୍ତି… ଏହାପରେ ବି କାହିଁକି ଯୁଦ୍ଧ ବନ୍ଦ କରିବାକୁ ଚାହୁଁଛନ୍ତି ଟ୍ରମ୍ପ୍‌? ଜାଣନ୍ତୁ କ’ଣ ରହିଛି ଏହାର ବଡ଼ କାରଣ

ଓ୍ବାଶିଂଟନ,୧।୪: ଇରାନ ଏବଂ ଆମେରିକା ମଧ୍ୟରେ ସଂଘର୍ଷ ଏକ ନୂତନ ମୋଡ଼ ନେଇଛି। ଇରାନ ସହିତ ଯୁଦ୍ଧ ଏବେ ଯେକୌଣସି ମୁହୂର୍ତ୍ତରେ ଶେଷ ହୋଇପାରେ। ଆମେରିକା ମଧ୍ୟ…

ଓଲଟିଲା ମାଛ ବୋଝେଇ ମିନି ଟ୍ରକ: ଆଉ ତା’ପରେ ଘଟିଲା…

ଗଞ୍ଜାମ,୧।୪(ଅନାଥ ତରାଇ): ଗଞ୍ଜାମ ଥାନା ଅନ୍ତର୍ଗତ ବିଞ୍ଚଣାପଲି ଛକ ୧୬ ନମ୍ବର ଜାତୀୟ ରାଜପଥଠାରେ ଗତକାଲି ବିଳମ୍ବିତ ରାତି ପ୍ରାୟ ୧୨ଟା ୩୦ ମିନିଟ ସମୟରେ ଏକ…

ଗଞ୍ଜାମ ଜିଲାକୁ ୩ ଜାତୀୟ ପୁରସ୍କାର: ଚାରିଆଡ଼ୁ ଛୁଟିଲା ଶୁଭେଚ୍ଛାର ସୁଅ

ଛତ୍ରପୁର, ୧/୪(ଦିଲ୍ଲୀପ ସାମଲ): ପୁଣି ରାଜ୍ୟରେ ଗଞ୍ଜାମ ଜିଲା ସୁନାମ ଆଣିଛି । ଜିଲାକୁ ୩ଟି ଜାତୀୟ ପୁରସ୍କାର ମିଳିଛି । ଦୀନଦୟାଲ ଉପାଧ୍ୟାୟ ପଞ୍ଚାୟତ ସତତ…

ବଡ଼ ଦୁର୍ଘଟଣା, ସେନା ବିମାନ ଦୁର୍ଘଟଣାଗ୍ରସ୍ତ, ୨୯ ମୃତ

ମସ୍କୋ,୧।୪: ରୁଷିଆରେ ଏକ ବଡ଼ ବିମାନ ଦୁର୍ଘଟଣାର ରିପୋର୍ଟ ସାମ୍ନାକୁ ଆସିଛି। ରୁଷିଆ ପ୍ରତିରକ୍ଷା ମନ୍ତ୍ରଣାଳୟକୁ ଉଦ୍ଧୃତ କରି, ସମ୍ବାଦ ସଂସ୍ଥା TASS ବୁଧବାର ରିପୋର୍ଟ କରିଛି…

ବଦଳିଛି ମାନଚିତ୍ର, ବାଟବଣା ବିକାଶ ପଥ: ଜିଲା ଗଠନକୁ ପୂରିଲା ୩୩ବର୍ଷ

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଗଠନକୁ ୩୩ବର୍ଷ ପୂରିଛି। ନୂତନ ଜିଲା ମନ୍ୟତା ପାଇବା ପରେ ୧୯୯୩ ଅପ୍ରେଲ ୧ ତାରିଖ ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ସ୍ବର୍ଗତ…

ଆଜି ସମଲେଶ୍ବରୀଙ୍କ ମହାସ୍ନାନ: ମନ୍ଦିରରେ ଶ୍ରଦ୍ଧାଳୁଙ୍କ ସମାଗମ

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ)- ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଶ୍ବରୀଙ୍କ ବୁଧବାର ମହାସ୍ନାନ ହୋଇଛି। ଏହି କ୍ରମରେ ଶୀତଳଧାରା ଅର୍ପଣ ପୂର୍ବକ ପ୍ରାତଃ ୪ଟା ୫୧ମିନିଟରୁ ଭକ୍ତମାନଙ୍କ ଦ୍ୱାରା…

ଜନଗଣନା ପାଇଁ ପ୍ରସ୍ତୁତି ଜୋରଦାର: ଗଣନାକାରୀ, ପର୍ଯ୍ୟବେକ୍ଷକଙ୍କୁ ତାଲିମ

ଦାରିଙ୍ଗବାଡି, ୧ା୪ (ଅରୁଣ ସାହୁ)କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଓଡିଶା ଆଦର୍ଶ ବିଦ୍ୟାଳୟ ପରିସରରେ ୩ ଦିନିଆ ଜନ ଗଣନା-୨୦୨୭ ପାଇଁ ଗଣନାକାରୀ ଓ ପର୍ଯ୍ୟବେକ୍ଷକଙ୍କୁ ନେଇ…

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri