Posted inଖେଳ

ଟି୨୦ ବିଶ୍ୱକପ୍‌ରେ ସର୍ବାଧିକ ସ୍କୋର ଛିଡ଼ାକଲା ଭାରତ

ଆବୁଧାବି,୩।୧୧: ଚଳିତ ଟି୨୦ ବିଶ୍ୱକପ୍‌ରେ ଲଗାତାର ଦୁଇ ମ୍ୟାଚ୍‌ରେ ବ୍ୟାଟିଂ ବିପର୍ଯ୍ୟୟ ଭୋଗିଥିବା ଭାରତୀୟ ଦଳର ବ୍ୟାଟରମାନେ ବୁଧବାର ଖେଳାଯାଇଥିବା ଆଫଗାନିସ୍ତାନ ବିପକ୍ଷ ମ୍ୟାଚ୍‌ରେ କମାଲ ଦେଖାଇଛନ୍ତି। ପ୍ରଥମେ ବ୍ୟାଟିଂ କରିଥିବା ଟିମ୍‌ ଇଣ୍ଡିଆ ୨୦ ଓଭରରେ ୨ ଉଇକେଟ ହରାଇ ୨୧୦ ରନ୍‌ କରିଛି। ଏହା ଚଳିତ ଟି୨୦ ବିଶ୍ୱକପ୍‌ର ସର୍ବାଧିକ ଦଳଗତ ସ୍କୋର।

ଆରମ୍ଭରୁ ଛକା, ଚୌକା ବର୍ଷା କରିଥିଲା ରୋହିତ ଶର୍ମା ଓ ଲୋକେଶ ରାହୁଲଙ୍କ ଓପନିଂ ଯୋଡ଼ି। ଦୁହେଁ ପ୍ରଥମ ଉଇକେଟ ପାଇଁ ଯୋଡ଼ିଥିଲେ ୧୪୦ ରନ୍‌। ଏହା ଟି୨୦ ଫର୍ମାଟରେ ଭାରତ ପାଇଁ ସବୁଠୁ ବଡ଼ ଭାଗିଦାରୀ। ରାହୁଲ ୬୯ (୬ ଚୌକା ଓ ୨ ଛକା) ଓ ରୋହିତ ୭୪ (୮ ଚୌକା ଓ ୩ ଛକା) ରନ୍‌ର ଇନିଂସ ଖେଳିଥିଲେ। ଦୁଇ ଓପନର ଆଉଟ୍‌ ହେବା ପରେ ଛକା, ଚୌକା ଭାର ସମ୍ଭାଳିଥିଲେ ରିଷଭ ପନ୍ତ ଓ ହାର୍ଦ୍ଦିକ ପାଣ୍ଡ୍ୟା। ଉଭୟ ବ୍ୟାଟର ୩ୟ ଉଇକେଟ ପାଇଁ୨୧ ବଲରେ ଯୋଡ଼ିଥିଲେ ୬୩ ରନ୍‌। ୧୩ ଲେଖାଏ ବଲ ଖେଳି ପନ୍ତ ୨୭ (୧ ଚୌକା ଓ ୩ ଛକା) ଓ ପାଣ୍ଡ୍ୟା ୩୫ (୪ ଚୌକା ଓ ୨ ଛକା) ରନ୍‌ କରିଥିଲେ। ଫଳରେ ଭାରତ ୨୦ ଓଭରରେ ୨ ଉଇକେଟ ହରାଇ ୨୧୦ ରନ୍‌ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

Video: ନେପାଳରେ ଭୟଙ୍କର ବନ୍ୟାର ୩ ଦିନ ପରେ ଜୀବନ୍ତ ଉଦ୍ଧାର ହୋଇ ସମସ୍ତଙ୍କୁ ଚକିତ କରିଦେଲେ ଏହି ଶିଶୁ

କାଠମାଣ୍ଡୁ,୩୦।୮: ନେପାଳର ରାସୁୱା ଜିଲାରେ ଭୟଙ୍କର ବନ୍ୟା ଆସିବାର ତିନି ଦିନ ପରେ, ଜଣେ ୨ ବର୍ଷର ଶିଶୁକୁ କାଦୁଅ ଏବଂ ଭଗ୍ନାବଶେଷ ତଳୁ ଜୀବନ୍ତ ବାହାର…

ବଢୁଛି ଅନଲାଇନ ଓ୍ବେଡିଂ ଟ୍ରେଣ୍ଡ, ଚଳିତ ବର୍ଷ ୩୮% ବିବାହ ଅନଲାଇନରେ ଅନୁଷ୍ଠିତ ହୋଇଛି , ଜାଣନ୍ତୁ ଏହାର କାରଣ କ’ଣ

କ୍ୱିଭ,୩୦।୮: ପ୍ରଚଣ୍ଡ ସୂର୍ଯ୍ୟ ତାପ ମଧ୍ୟରେ, ଟେଟିଆନା – ଏକ ବର ପୋଷାକ ପିନ୍ଧିଥିବା ଏବଂ ଓଲେକଜାଣ୍ଡର – ସାମରିକ ପୋଷାକ ପିନ୍ଧି କ୍ରାମଟୋର୍ସ୍କର କେନ୍ଦ୍ରୀୟ ଶାନ୍ତି…

ମୃତ୍ୟୁମୁହଁରୁ ୧୬୪୩ ପିଲାଙ୍କୁ ଟାଣିଆଣିଲେ ଶିକ୍ଷକ; ନେପାଳ ବନ୍ୟାରେ ସାଜିଲେ ହିରୋ, ଚାରିଆଡେ ଚର୍ଚ୍ଚା

କାଠମାଣ୍ଡୁ,୩୦ା୮: ଅଗଷ୍ଟ ୨୬ରେ ନେପାଳରେ ଆସିଥିବା ଭୟଙ୍କର ବନ୍ୟାରେ ଅନେକ ଅଞ୍ଚଳ ଛାରଖାର ହୋଇଯାଇଛି। ହଠାତ୍ ନଦୀର ପାଣି ବସ୍ତି ଓ ରାସ୍ତାରେ ପଶିଯିବାରୁ ଚାରିଆଡ଼େ ଆତଙ୍କ…

ଜନ୍ମାଷ୍ଟମୀରେ ଦୁର୍ଲଭ ଗ୍ରହ ସଂଯୋଗ: ୪ଟି ରାଶିର ଚମକିବ ଭାଗ୍ୟ, କ୍ୟାରିୟରରେ ଗ୍ରୋଥ୍‌ ସାଙ୍ଗକୁ ଅଚାନକ ଧନଲାଭ

ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଏଥର ଜନ୍ମାଷ୍ଟମୀ ପର୍ୱ ଅତ୍ୟନ୍ତ ଖାସ ବୋଲି ମାନାଯାଉଛି। ୪ ସେପ୍ଟେମ୍ୱର ୨୦୨୬ ଜନ୍ମାଷ୍ଟମୀ ଦିନ ଅନେକ ପ୍ରମୁଖ ଗ୍ରହ ଶୁଭ ସ୍ଥିତିରେ…

ଭଲିବଲ୍‌ରେ ଡିଏଭି ଚାମ୍ପିଅନ୍‌

ଭଞ୍ଜନଗର, ୩୦।୮ (ବାବୁଲା ପ୍ରଧାନ): ଜାତୀୟ କ୍ରୀଡ଼ା ଦିବସ ଅବସରରେ ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଶନିବାର ଏକ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। ଏଥିସହ କିଛି…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଉଜବେକିସ୍ତାନର ସର୍ବୋଚ୍ଚ ସମ୍ମାନ: ଏପର୍ଯ୍ୟନ୍ତ ୩୬ଟି ଦେଶ ଦ୍ୱାରା ସମ୍ମାନିତ ହେଲେଣି…

ତାସକେଣ୍ଟ,୩୦।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଉଜବେକିସ୍ତାନର ସର୍ବୋଚ୍ଚ ରାଷ୍ଟ୍ର ସମ୍ମାନ ‘ଓଲି ଦାରାଜଲି ଦୋ’ଷ୍ଟଲିକ’ (ସର୍ବୋଚ୍ଚ ଡିଗ୍ରୀର ବନ୍ଧୁତା କ୍ରମ) ପ୍ରଦାନ କରାଯାଇଥିଲା। ଉଜବେକିସ୍ତାନର ରାଷ୍ଟ୍ରପତି ଶାଭକତ…

ଦୁଲୀପ ଟ୍ରଫି ସେମିଫାଇନାଲରେ କାହିଁକି ବୈଭବ ସୂର୍ଯ୍ୟବଂଶୀଙ୍କୁ ଦିଆଗଲା ଅଧିନାୟକ ଦାୟିତ୍ୱ? ହେଲାଣି ଖୁବ୍‌…

ନୂଆଦିଲ୍ଲୀ,୩୦।୮: ଦୁଲୀପ ଟ୍ରଫିର ପ୍ରଥମ ସେମିଫାଇନାଲ ମ୍ୟାଚ ବର୍ତ୍ତମାନ ସେଣ୍ଟ୍ରାଲ ଜୋନ ଏବଂ ପୂର୍ବ ଜୋନ ମଧ୍ୟରେ ଚାଲିଛି। ବିସିସିଆଇ ସେଣ୍ଟର ଅଫ ଏକ୍ସଲେନ୍ସ ଗ୍ରାଉଣ୍ଡରେ ଖେଳାଯାଉଥିବା…

ମେସିଙ୍କ ଇଭେଣ୍ଟକୁ ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, କହିଲେ ମିଳିବ କ୍ଷତିପୂରଣ

କୋଲକାତା,୩୦।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ଲିଓନେଲ ମେସିଙ୍କ ଗସ୍ତକୁ ନେଇ ସୃଷ୍ଟି ହୋଇଥିବା ବିଶୃଙ୍ଖଳା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ ଘୋଷଣା କରିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri