Posted inଖେଳ

୩୩୦ ରନ୍ କରି ମଧ୍ୟ ୩ ୱିକେଟରୁ ହାରିଲା ଭାରତ: କଠିନ ହେଲା ସେମିଫାଇନାଲ୍ ପଥ

ବିଶାଖାପାଟ୍ଟନମ୍,୧୨।୧୦: ମହିଳା ବିଶ୍ୱ କପ୍ ୨୦୨୫ର ୧୩ମ ମ୍ୟାଚରେ ଅଷ୍ଟ୍ରେଲିୟା ୩ ୱିକେଟରୁ ଭାରତକୁ ହରାଇଛି। ଏହା ଟିମ୍ ଇଣ୍ଡିଆର ଲଗାତାର ଦ୍ୱିତୀୟ ପରାଜୟ। ପ୍ରଥମେ ବ୍ୟାଟିଂ କରିଥିବା ଭାରତ ୩୩୦ ରନ୍ କରିଥିଲା, କିନ୍ତୁ ଅଷ୍ଟ୍ରେଲିୟା ୪ ବଲ୍ ବାକି ରଖି ୩୩୧ ରନ୍ ଲକ୍ଷ୍ୟ ଅନୁସରଣ କରି ୩ ୱିକେଟରେ ବିଜୟୀ ହୋଇଛି। ଏହା ମହିଳା ଦିନିକି ଇତିହାସର ସର୍ବାଧିକ ସଫଳ ରନ୍ ଚେଜ୍।

ଅଷ୍ଟ୍ରେଲିୟାର ଅଧିନାୟକ ଏଲିସା ହିଲିଙ୍କ ୮୫ ବଲ୍‌ରେ ଶତକୀୟ ଇନିଂସ ଭାରତକୁ ବିଜୟରୁ ଦୂରେଇଦେଇଛି। ସେ ୮୪ ବଲ୍‌ରେ ଶତକ ପୂରଣ କରି ଅଷ୍ଟ୍ରେଲିୟାକୁ ନିୟନ୍ତ୍ରଣରେ ରଖିଥିଲେ। ଏହା ତାଙ୍କର ୬ମ ଦିନିକିଆ ସେଣ୍ଟୁରି ଏବଂ ବିଶ୍ୱକପ୍‌ରେ ତୃତୀୟ ଶତକ। ଏଲିସ୍ ପେରି ମ୍ୟାଚ ଅଧାରୁ ରିଟାୟାର୍ଡ଼ ହାର୍ଟ ହୋଇଥିଲେ ମଧ୍ୟ ବିପଦରେ ପଡିଥିବା ଦଳକୁ ସାହାଯ୍ୟ ପାଇଁ ଶେଷରେ ବ୍ୟାଟିଂ ଆସିଥିଲେ ଏବଂ ସହାୟତା କରି ମ୍ୟାଚ୍ ଶେଷ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୮ରୁ ମାଟ୍ରିକ୍‌ ସପ୍ଲିମେଣ୍ଟାରି ଫର୍ମ ପୂରଣ

କଟକ,୬ା୫(କାର୍ତ୍ତିକ ସାହୁ): ଚଳିତ ବର୍ଷର ମାଟ୍ରିକ ସପ୍ଲିମେଣ୍ଟାରି (ରେଗୁଲାର, ଏକ୍ସ-ରେଗୁଲାର, ପତ୍ର ମାଧ୍ୟମ ରେଗୁଲାର ଓ ଏକ୍ସ-ରେଗୁଲାର) ପରୀକ୍ଷା ପାଇଁ ଫର୍ମ ପୂରଣ ଆସନ୍ତା ୮ ତାରିଖରୁ…

ଆଇସିସି ଟି୨୦ ଟିମ୍‌ ର଼୍ୟାଙ୍କିଙ୍ଗ୍ସ: ଶୀର୍ଷସ୍ଥାନ ବଜାୟ ରଖିଲା ଭାରତ, ଜାଣନ୍ତୁ ଦ୍ୱିତୀୟ, ତୃତୀୟ ସ୍ଥାନରେ କେଉଁ ଦେଶ…

ଦୁବାଇ,୫ା୫: ୩ ଥରର ବିଶ୍ୱକପ୍‌ ବିଜେତା ଭାରତ ମଙ୍ଗଳବାର ଆଇସିସି ଟି୨୦ ଟିମ୍‌ ର଼୍ୟାଙ୍କିଙ୍ଗ୍ସରେ ଶୀର୍ଷସ୍ଥାନ ବଜାୟ ରଖିଛି। ଗତ ମାର୍ଚ୍ଚରେ ଭାରତ ପ୍ରଥମ ଦଳ ଭାବେ…

ଟିକେଟ ଲାଗି ୫ କୋଟି ଦାବି କରୁଥିଲା ଟିଏମ୍‌ସି, ସାଙ୍ଘାତିକ ଅଭିଯୋଗ ଆଣିଲେ ଏହି ପୂର୍ବତନ କ୍ରିକେଟର

କୋଲକାତା,୫ା୫: ୫ କୋଟି ଟଙ୍କା ନ ଦେବାରୁ ହାଓ୍ବରାର ଶିବପୁର ନିର୍ବାଚନ ମଣ୍ଡଳୀରୁ ମୋତେ ତୃଣମୂଳ କଂଗ୍ରେସ (ଟିଏମ୍‌ସି) ଟିକେଟ ଦେବାକୁ ମନା କରିଥିଲା। ପଶ୍ଚିମବଙ୍ଗ ବିଧାନସଭା…

ବିଜୁ ଜନତାଦଳ ରାଜ୍ୟ ସମ୍ପାଦକ ହେଲେ ବିପ୍ଳବ: ଦିଗପହଣ୍ଡିରେ ଦଳୀୟ କର୍ମୀ ଉଲ୍ଲସିତ

ଦିଗପହଣ୍ଡି,୫|୫(ଅଶେଷ ନାଥ ମିଶ୍ର)  ବିଜୁ ଜନତାଦଳ ରାଜ୍ୟ ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର  ରାଜ୍ୟ ଦଳୀୟ ସଙ୍ଗଠନ ର ପୁନର୍ବିନ୍ୟାସ କରିବା ସହ…

ପଶ୍ଚିମବଙ୍ଗରେ ରାଷ୍ଟ୍ରପତି ଶାସନ: ମମତା ଇସ୍ତଫା ନ ଦେବାର ଘୋଷଣା ପରେ ବେଙ୍ଗଲରେ ଚହଳ!

କୋଲକାତା,୫।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନର ଫଳାଫଳ ପରେ, ଟିଏମସି ମୁଖ୍ୟ ମମତା ବାନାର୍ଜୀ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ନ ଦେବା ପାଇଁ ଅଟଳ ରହିଛନ୍ତି। ମଙ୍ଗଳବାର ଏକ…

ମମତାଙ୍କ ଯୁଦ୍ଧଂଦେହି ଡାକରା: ଆମେ ନିର୍ବାଚନ ହାରି ନାହୁଁ, ମୁଁ ଇସ୍ତଫା ଦେବି ନାହିଁ…

କୋଲକାତା,୫।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ଶୋଚନୀୟ ପରାଜୟ ପରେ ମଧ୍ୟ ତୃଣମୂଳ କଂଗ୍ରେସ (TMC) ମୁଖ୍ୟ ମମତା ବାନାର୍ଜୀଙ୍କ ଆଭିମୁଖ୍ୟ କୋହଳ ହୋଇନାହିଁ। ନିର୍ବାଚନ ଫଳାଫଳ ପରେ…

ପଶ୍ଚିମବଙ୍ଗରେ କିଏ ଧରିବ ମଙ୍ଗ? ଶାହାଙ୍କ ସହ ମୋହନଙ୍କୁ ଗୁରୁଦାୟିତ୍ୱ ଦେଲା ଭାଜପା

ନୂଆଦିଲ୍ଲୀ/ଭୁବନେଶ୍ୱର,୫।୫: ଭାରତୀୟ ଜନତା ପାର୍ଟିର ସଂସଦୀୟ ବୋର୍ଡ ମଙ୍ଗଳବାର ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଚୟନ ନେଇ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ଭାବରେ ନିଯୁକ୍ତ…

ଖେଳାଳିଙ୍କ ଗର୍ଲଫ୍ରେଣ୍ଡ ପାଇଁ ବିସିସିଆଇ ଆଣିବ କଡ଼ା ଗାଇଡ୍‌ଲାଇନ

ମୁମ୍ୱାଇ,୫ା୫: ଚଳିତ ଆଇପିଏଲ୍‌ରେ କିଛି ନିର୍ଦ୍ଦିଷ୍ଟ ଖେଳାଳି ସେମାନଙ୍କ ଗର୍ଲଫ୍ରେଣ୍ଡ ସହ ସର୍ୱସାଧାରଣରେ ନଜର ଆସିବା ଘଟଣା ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)କୁ କ୍ଷୁବ୍ଧ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri