ପାକିସ୍ତାନର ୫୦ ଡ୍ରୋନ୍‌ ଖସାଇଲା ଭାରତ

ନୂଆଦିଲ୍ଲୀ,୯ା୫: ପାକିସ୍ତାନ ଭାରତ ବିରୋଧରେ ପୁଣି ହୀନ ଚକ୍ରାନ୍ତ କରିଛି। LOC ଏବଂ IBରେ ଡ୍ରୋନ୍‌ ଆକ୍ରମଣ କରିଛି। ତେବେ ଏହାର କଡ଼ା ଜବାବ ଦେଇଛି ଭାରତ। ପାକିସ୍ତାନର ୫୦ରୁ ଅଧିକ ଡ୍ରୋନ୍‌କୁ ଖସାଇ ଦେଇଛି ଭାରତ। L-୭୦ ଗନ୍ସ, ZU-୨୩MM ଏବଂ ସିଲକାର ବ୍ୟବହାର କରିଛି ଭାରତ। ଅତ୍ୟାଧୁନିକ ଅସ୍ତ୍ରଶସ୍ତ୍ରର ବ୍ୟବହାରରେ ପାକିସ୍ତାନ ଡ୍ରୋନ୍‌ଗୁଡ଼ିକ ଧ୍ବଂସ ପାଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ: ସଙ୍କଟରେ ବନ୍ୟଜନ୍ତୁ

ଉଦଳା,୧୪।୩(ସନ୍ତୋଷ କୁମାର ବାଛିନୀ): ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ। ଶିମିଳିପାଳର ଆଭ୍ୟନ୍ତରୀଣ ଅଞ୍ଚଳରେ ଲାଗିଛି ନିଆଁ। ୩ ରୁ ୪ ଘଣ୍ଟା ହେବ ଜଳି ଚାଲିଛି ନିଆଁ।…

ଆମେରିକା ତଦନ୍ତରେ ଭାରତ-ଚାଇନା ଦୋଷୀ ସାବ୍ୟସ୍ତ ହେଲେ କ’ଣ ହେବ? କେଉଁ କାର୍ଯ୍ୟାନୁଷ୍ଠାନ ନେବେ ଟ୍ରମ୍ପ, ଜାଣନ୍ତୁ…

ନୂଆଦିଲ୍ଲୀ,୧୪।୩: ଡୋନାଲ୍ଡ ଟ୍ରମ୍ପଙ୍କ ଆମେରିକା ରାଷ୍ଟ୍ରପତି ପଦକୁ ଫେରିବା ବିଶ୍ୱ ବାଣିଜ୍ୟର ଗତିଶୀଳତାକୁ ଦୋହଲାଇ ଦେଇଛି। ଏଥର, ଟ୍ରମ୍ପ ପ୍ରଶାସନର ସବୁଠାରୁ ଶକ୍ତିଶାଳୀ ଅସ୍ତ୍ର ହେଉଛି “ଧାରା…

ଇରାନରେ ସବୁଠାରୁ ଶକ୍ତିଶାଳୀ ଆକ୍ରମଣ! ଖାର୍ଗ ଦ୍ୱୀପରେ ବୋମା ପକାଇଲା ଆମେରିକା, ଧ୍ବଂସ ହେଲା…

ନୂଆଦିଲ୍ଲୀ,୧୪।୩: ଆମେରିକୀୟ ସେନା (CENTCOM) ଇରାନର ଗୁରୁତ୍ୱପୂର୍ଣ୍ଣ ଖାର୍ଗ ଦ୍ୱୀପରେ ସବୁଠାରୁ ଶକ୍ତିଶାଳୀ ବିମାନ ଆକ୍ରମଣ କରିଛି। ଏନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ପଷ୍ଟ କରି…

ଇରାକ୍‌ରେ ଖସିଲା ଆମେରିକା ବିମାନ: ୪ ମୃତ

ଦୁବାଇ,୧୪ା୩: ଇରାନ୍‌ ବିରୋଧୀ ଯୁଦ୍ଧରେ ଆମେରିକାର ସାମରିକ ବିମାନଗୁଡ଼ିକୁ ତୈଳ ଯୋଗାଉଥିବା ଏକ କେସି-୧୩୫ ଏୟାରକ୍ରାଫ୍ଟ ପଶ୍ଚିମ ଇରାକ୍‌ରେ ଖସିପଡ଼ିଛି। ବିମାନରେ ନିଅଁା ଲାଗିଯିବାରୁ ସେଥିରେ ଥିବା…

କୁଆଡ଼େ ଗଲେ ଦାଶରଥି: ବିଜେଡି ଛାଡ଼ିବେନି ଶପଥ କଲେ ୨ ପ୍ରାର୍ଥୀ

ଭୁବନେଶ୍ୱର,୧୪ା୩(ସୁନିତ୍‌ ମିଶ୍ର):ରାଜ୍ୟ ସଭା ନିର୍ବାଚନ ପାଇଁ ମଝିରେ ମାତ୍ର ୨ ଦିନ ରହିଲା। ରାଜ୍ୟର ୩ ପ୍ରମୁଖ ଦଳ ବିଜେଡି, ଭାଜପା ଏବଂ କଂଗ୍ରେସ ନିଜ ବିଧାୟକମାନଙ୍କୁ…

ମୋଜତବାଙ୍କୁ ଧରାଇଦେଲେ ୧୦ ନିୟୁତ ଡଲାର: ପୁରସ୍କାର ଘୋଷଣା କଲା ଆମେରିକା

ଓ୍ବାଶିଂଟନ୍‌,୧୪ା୩:ଇରାନ୍‌ର ନୂଆ ସୁପ୍ରିମ ଲିଡର ମୋଜତବା ଖାମେନେଇ ଓ ଇସ୍‌ଲାମିକ୍‌ ରିଭୋଲ୍ୟୁଶନାରି ଗାର୍ଡ କର୍‌ (ଆଇଆର୍‌ଜିସି)ର ବରିଷ୍ଠ ନେତାମାନଙ୍କ ସମ୍ପର୍କରେ ସୂଚନା ଦେଲେ ସମ୍ପୃକ୍ତ ସୂଚନାଦାତାଙ୍କୁ ଆମେରିକା…

ଭାରତ ପାଇଁ ‘ହୋର୍ମୁଜ ଦ୍ୱାର’ ଖୋଲିଲା ଇରାନ, ନିଭାଇଲା ବନ୍ଧୁତା, LPG ସଙ୍କଟରୁ ମିଳିବ ମୁକ୍ତି !

ନୂଆଦିଲ୍ଲୀ,୧୩।୩: ଦେଶରେ ରନ୍ଧନ ଗ୍ୟାସର ଅଭାବକୁ ନେଇ ଚିନ୍ତା ବଢୁଥିବା ବେଳେ ଇରାନ ଭାରତକୁ ବନ୍ଧୁତାର ହାତ ବଢ଼ାଇଛି। ହୋର୍ମୁଜ ଷ୍ଟ୍ରେଟ୍‌ରେ ଫସି ରହିଥିବା ଭାରତର ଦୁଇଟି…

‘ହୋର୍ମୁଜ ଷ୍ଟ୍ରେଟ୍‌’ରେ ଭାରତର ଦବଦବା! ଇରାନ ରାଷ୍ଟ୍ରଦୂତ ଦେଲେ ବଡ଼ ସଂକେତ, କିଛି ସମୟରେ ବଡ଼ ଘୋଷଣା…  

ନୂଆଦିଲ୍ଲୀ,୧୩।୩: ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ବଢୁଥିବା ଯୁଦ୍ଧ ପରିସ୍ଥିତି ମଧ୍ୟରେ ଭାରତ ପାଇଁ ଏକ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ପାରସ୍ୟ ଉପସାଗରରେ ଜାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri