ଶସ୍ତା ତୈଳ ପାଇଁ ଭାରତ ରୁଷିଆକୁ ସମର୍ଥନ ନ କରୁ, ଆମେରିକାର ବିବୃତି…

ଓ୍ବାଶିଂଟନ, ୧୬।୩ : ରୁଷିଆ ଭାରତକୁ ରିହାତି ମୂଲ୍ୟରେ ଅଶୋଧିତ ତୈଳ ଦେବାକୁ କହିବା ପରେ ଅନ୍ତର୍ଜାତୀୟସ୍ତରରେ ଏବେ ସମସ୍ତଙ୍କର ଦୃଷ୍ଟି ଭାରତ ଉପରେ ରହିଛି। ଆମେରିକା କହିଛି ଯେ, ଶସ୍ତା ତୈଳ ପାଇଁ ଭାରତ ରୁଷିଆକୁ ସମର୍ଥନ ନକରୁ। ଯଦି ଭାରତ ଏହି ଚୁକ୍ତିକୁ ସ୍ବୀକାର କରେ ତେବେ ଭୁଲ ପକ୍ଷକୁ ସମର୍ଥନ କରୁଥିବା କୁହାଯିବ।

ହ୍ବାଇଟ ହାଉସର ପ୍ରେସ ସଚିବ ଜେନ ସୋକି କହିଛନ୍ତି ଯେ ଯଦି ଭାରତ ଏହି ଡିଲକୁ ଗ୍ରହଣ କରେ ତେବେ ଏହା ପ୍ରତିବନ୍ଧକର ଉଲ୍ଲଂଘନ ତ ହେବ ନାହିଁ। ତେବେ ଏହି ଡିଲ ନିଶ୍ଚିତ ଭାବରେ ଭାରତକୁ ଭୁଲ ପକ୍ଷରେ ରଖିପାରେ। ତେଣୁ ରୁଷିଆର ଡିଲ୍‌କୁ ଗ୍ରହଣ କରିବା ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ବୋଲି ସେ ସତର୍କ କରାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ-ଭାଜପା କର୍ମୀ ଖଣ୍ଡଯୁଦ୍ଧ

କୋଲକାତା,୯।୧୦:କୋଲକାତାରେ ଗୁରୁବାର ଭାଜପାର ‘ନବାନ୍ନ ରାଲି’ ବେଳେ ସଂଘର୍ଷ ଦେଖିବାକୁ ମିଳିଛି। ଭାଜପା ସମର୍ଥକମାନେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ କାର୍ଯ୍ୟାଳୟ ଅଭିମୁଖେ ରାଲିରେ ବାହାରିଥିବାବେଳେ...

କରୋନା ଯୋଗୁ ମିଳିଲାନି ଗନ୍‌ କ୍ୟାରେଜ, ଭ୍ୟାନରେ ଗଲା ପୂର୍ବତନ ରାଷ୍ଟ୍ରପତିଙ୍କ ପାର୍ଥିବ ଶରୀର

ନୂଆଦିଲ୍ଲୀ,୧।୯: ଦେଶର ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ କିଛିଦିନର ଅସୁସ୍ଥତା ପରେ ସୋମବାର ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ବ୍ରେନ୍‌ ସର୍ଜରୀ ସହ କରୋନାରେ ଆକ୍ରାନ୍ତ...

ବଢୁଛି ଆର୍ଯ୍ୟନଙ୍କ ସମସ୍ୟା: ସୋମବାର ପୂର୍ବରୁ ହେବନାହିଁ ଜାମିନ ଶୁଣାଣି

ମୁମ୍ବାଇ,୯ ।୧୦: ବଲିଉଡ୍ ବାଦଶାହା ଶାହାରୁଖ ଖାଁଙ୍କ ପୁଅ ଆର୍ଯ୍ୟନଙ୍କ ସମସ୍ୟା କମ୍ ହେବାର ନାଁ ନେଉନି । ଶନିବାର-ରବିବାର କୋର୍ଟ ବନ୍ଦ ରହୁଥିବାରୁ ତାଙ୍କ...

ନେପାଳ ସୀମାରେ ସଂକ୍ରମଣ ବଢ଼ାଇପାରେ ପାକ୍‌

ନୂଆଦିଲ୍ଲୀ, ୧୬।୪: ଭାରତ-ନେପାଳରେ ସୀମାରେ କରୋନା ଭୂତାଣୁ ସଂକ୍ରମଣ ବଢ଼ାଇବା ଲାଗି ପାକିସ୍ତାନ ଷଡ଼ଯନ୍ତ୍ର କରିପାରେ ବୋଲି ଭାଜପା ଏମ୍‌ପି ବିଜୟ ଦୁବେ ଆଶଙ୍କା ବ୍ୟକ୍ତ...

ମୋଦି-ପୁଟିନ୍‌ଙ୍କ ମିଳିତ ବିବୃତି: ଦେଶର ଆଭ୍ୟନ୍ତରୀଣ ମାମଲାରେ ଅନ୍ୟ କାହାର ହସ୍ତକ୍ଷେପ ବରଦାସ୍ତ କରାଯିବନି

ଭ୍ଲାଡ଼ିଭୋସ୍ତକ,୪।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରୁଷିଆ ଗସ୍ତରେ ଯାଇଛନ୍ତି। ଭ୍ଲାଡ଼ିଭୋସ୍ତକଠାରେ ଏକ ଖବରଦାତା ସମ୍ମିଳନୀରେ ମୋଦି ଏବଂ ରୁଷିଆ ରାଷ୍ଟ୍ରପତି ଭ୍ଲାଡ଼ିମୀର୍‌ ପୁଟିନ୍‌ ମିଳିତ ଭାବେ...

କରୋନା ସହିତ ଲଢ଼ିବା ଲାଗି ଉପଯୁକ୍ତ ମତାମତ ଦେଲେ ପୁରସ୍କାର ମିଳିବ ଲକ୍ଷେ ୭୫ ହଜାର: ମୋଦି

ନୂଆଦିଲ୍ଲୀ,୧୮।୩: କରୋନା ଭାରତରେ ଆତଙ୍କ ସୃଷ୍ଟି କରିଛି। ତେବେ ସରକାର ଏହାର ମୁକାବିଲା କରିବା ପାଇଁ ଅଣ୍ଟା ଭିଡ଼ିଛନ୍ତି। କରୋନା ସହିତ ଲଢ଼ିବା ଲାଗି ଉପଯୁକ୍ତ...

ପ୍ରଥମେ ବିଧାୟକ, ଏମ୍‌ପିଙ୍କୁ ଟିକା ଲଗାଇବା ପ୍ରସ୍ତାବରେ ରାଜି ନୁହେଁ : ମୋଦି

ନୂଆଦିଲ୍ଲୀ,୧୨ ।୧: ସାରା ଦେଶରେ ଜାନୁୟାରୀ ୧୬ରୁ ଆରମ୍ଭ ହେବାକୁ ଯାଉଛି କରୋନା ଟିକାକରଣ ଅଭିଯାନ ଏହା ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ପଷ୍ଟ କରିଛନ୍ତି...

୧୨ ରେଳଯାତ୍ରୀଙ୍କୁ କରୋନା

ନୂଆଦିଲ୍ଲୀ,୨୨।୩(ପି.ଟି.): ଦୁଇଟି ଟ୍ରେନରୁ ୧୨ ଜଣଙ୍କଠାରେ କରୋନା ପଜିଟିଭ୍‌ ଚିହ୍ନଟ କରାଯାଇଛି। ସେମାନଙ୍କ ମଧ୍ୟରୁ ଗତ ୧୩ ତାରିଖରେ ଏପି ସମ୍ପର୍କ କ୍ରାନ୍ତି ଏକ୍ସପ୍ରେସରେ ୮...

Advertisement
Archives

Model This Week