ଭାରତ ବନ୍ଦ ପ୍ରଭାବ: ବାଲେଶ୍ୱରରେ ଅଟକିଲା ବାଙ୍ଗିରିପୋଷି-ପୁରୀ ଏକ୍ସପ୍ରେସ

ବାଲେଶ୍ୱର,୧୨।୨(ବାଞ୍ଛାନିଧି ଦେ):ବାଲେଶ୍ୱର ଷ୍ଟେଶନରେ ଗୁରୁବାର ଟ୍ରେଡ ୟୁନିଅନ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ସକାଳେ ବାଙ୍ଗିରିପୋଷି-ପୁରୀ ଏକ୍ସପ୍ରେସ ଟ୍ରେନକୁ ଅଟକାଇ ପ୍ରତିବାଦ କରାଯାଇଛି। ଏଥିସହ ସହରର ବିଭିନ୍ନ ସ୍ଥାନରେ ଆନ୍ଦୋଳନକାରୀଙ୍କ ବିକ୍ଷୋଭ ଜାରି ରହିଛି l କେନ୍ଦ୍ର ସରକାରଙ୍କ ଶ୍ରମିକ ସ୍ବାର୍ଥ ବିରୋଧୀ ୪ଟି ଶ୍ରମ କୋଡ ବାତିଲ ଓ ଅନ୍ୟାନ୍ୟ ଦାବିରେ ଏହି ବନ୍ଦ ଡାକରା ଦିଆଯାଇଛି l କେନ୍ଦ୍ରୀୟ ଶ୍ରମିକ ସଂଗଠନ ସମୂହ ମିଳିତ ମଞ୍ଚ ଏବଂ ବାଲେଶ୍ୱର ଟିୟୁଏସିସି ପକ୍ଷରୁ ଟ୍ରେନ ଅଟକାଇବା ସହ ସହରର ବିଭିନ୍ନ ସ୍ଥାନରେ ପିକେଟିଂ ଜାରି ରହିଛି l

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

୨ ଛାତ୍ରବତ୍ସଳ ଶିକ୍ଷକଙ୍କ ଅବସର: ବିଦ୍ୟାଳୟ ପ୍ରତି ନିଷ୍ଠାକୁ ଭୂୟସୀ ପ୍ରଶଂସା

କେସିଙ୍ଗା,୧।୭(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନୁର୍ଗତ ବାଲସି ଗ୍ରାମ ଅଧିନସ୍ଥ ଜବହାର ଉଚ୍ଚ ବିଦ୍ୟାପୀଠ-କର ଦୁଇଜଣ ଶିକ୍ଷକ ଚାକିରିରୁ ଅବସର ନେଇଛନ୍ତି। ଏହି ଉପଲକ୍ଷେ…

ଛାତ୍ରୀଛାତ୍ରଙ୍କ ପ୍ରେରଣାର ଉତ୍ସ ଥିଲେ ଶଙ୍କର ପ୍ରସାଦ: ସୁପ୍ରଶାସକଙ୍କ ଭାବପୂର୍ଣ୍ଣ ଅବସର

ଦିଗପହଣ୍ଡି,୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସ ରାୟ ବିଜ୍ଞାନ କଲେଜର ଅଧ୍ୟକ୍ଷ ମେଜର୍‌ ଡ. ଶଙ୍କର ପ୍ରସାଦ ଅଧିକାରୀଙ୍କୁ ତାଙ୍କର…

ବଢ଼ୁଛି ସହରୀକରଣ: ୨୧୦୦ ସୁଦ୍ଧା ୩୮% ଲୋକ ବଡ଼ ସହରରେ କରିବେ ବାସ

ନୂଆଦିଲ୍ଲୀ,୧।୭ (ପିଟି):ସମୟର ତାଳେ ତାଳେ ସାରା ବିଶ୍ୱରେ ସହରୀକରଣ ବୃଦ୍ଧି ପାଇବାରେ ଲାଗିଛି। ଆଉ ଏହି ଧାରା ଜାରି ରହିଲେ ୨୧୦୦ ମସିହା ସୁଦ୍ଧା ୩୮% ଲୋକ…

ଧାର୍ମିକ ଦୁର୍ନୀତି

ଉତ୍ତରପ୍ରଦେଶର ଅଯୋଧ୍ୟାରେ ରାମ ଜନ୍ମଭୂମି ବାବ୍ରୀ ମସ୍‌ଜିଦ୍‌ ବିବାଦରେ ସମାଧାନ ଘଟିବା ପରେ ସେହି ସ୍ଥାନରେ ଶ୍ରୀରାମ ମନ୍ଦିର ସ୍ଥାପନ ହୋଇ ୨୨ ଜାନୁଆରୀ ୨୦୨୪ରେ ରାମଲାଲାଙ୍କ…

ସାଧାରଣ ଜନତାଙ୍କୁ ବଡ଼ ଆଶ୍ୱସ୍ତି: କମିଲା ଗ୍ୟାସ୍‌ ଦର

ନୂଆଦିଲ୍ଲୀ,୧।୭: ଜୁଲାଇ ମାସ ଆରମ୍ଭରୁ ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି। ମାର୍କେଟିଂ କମ୍ପାନୀଗୁଡ଼ିକ ୧୯ କିଲୋଗ୍ରାମ ବାଣିଜି୍ୟକ ଏଲପିଜି ସିଲିଣ୍ଡରର ମୂଲ୍ୟ ୧୮୩.୫୦ ହ୍ରାସ କରିଛନ୍ତି। ଏହି ନିଷ୍ପତ୍ତି…

ଇଂଲଣ୍ଡ ପହଞ୍ଚୁ ପହଞ୍ଚୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା: ଦିନିକିଆ ସିରିଜରୁ ବାଦ୍‌ ପଡ଼ିବେ ଏହି ଷ୍ଟାର ଖେଳାଳି!

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍ ହରାଇବା ପରେ ଭାରତୀୟ ଦଳ ଏବେ ଇଂଲଣ୍ଡରେ ପହଞ୍ଚି ସାରିଛି। ଜୁଲାଇ ୧ ତାରିଖରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ପୁଣି ମିଳିବନି ସୁଯୋଗ? ଡେବ୍ୟୁକୁ ନେଇ ଏ କ’ଣ କହିଦେଲେ ଅଧିନାୟକ

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍‌ରେ ଆଶ୍ଚର୍ଯ୍ୟଜନକ ପରାଜୟ ପରେ ଭାରତୀୟ ଦଳର ବ୍ୟାଟିଂ ଲାଇନ୍-ଅପ୍‌କୁ ନେଇ ଅନେକ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ବିଶେଷ କରି ଚମତ୍କାର…

ବରଗଡ଼ ଆସିବେ ଅମିତ୍ ଶାହା: ୨ଜି ଇଥାନଲ ପ୍ଲାଣ୍ଟର କରିବେ ଉଦଘାଟନ, ଗସ୍ତ ପୂର୍ବରୁ ପ୍ରଶାସନ ତତ୍ପର

ବରଗଡ଼,୩୦।୬(ପ୍ରେମାନନ୍ଦ ଖମାରୀ)- ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହା ଆସନ୍ତା ଜୁଲାଇ ମାସ ୪ତାରିଖ ବରଗଡ଼ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତରେ ଆସି ସେ ଭଟଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri