Odisha Elections 2024
Posted inଖେଳ

ଆଜି ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟେଷ୍ଟ: ଜାଣନ୍ତୁ କେତେବେଳେ, କେଉଁଠି ଦେଖିପାରିବେ ମ୍ୟାଚ୍‌

ସେଞ୍ଚୁରିଅନ,୨୬।୧୨: ଆଜିଠାରୁ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଟେଷ୍ଟ ସିରିଜ ଆରମ୍ଭ ହେବାକୁ ଯାଉଛି। ଦକ୍ଷିଣ ଆଫ୍ରିକା ଗସ୍ତରେ ଯାଇଥିବା ଟିମ ଇଣ୍ଡିଆ ପ୍ରଥମେ ଟି-୨୦ ସିରିଜ ଏବଂ ପରେ ଦିନିକି ସିରିଜ ଜିତିଥିଲା। ବର୍ତ୍ତମାନ ଟେଷ୍ଟ ସିରିଜରେ ଇତିହାସ ସୃଷ୍ଟି କରିବାକୁ ପ୍ରସ୍ତୁତ। ଭାରତୀୟ କ୍ରିକେଟ ଦଳ ଆଜି ପର୍ଯ୍ୟନ୍ତ ଦକ୍ଷିଣ ଆଫ୍ରିକାରେ ଟେଷ୍ଟ ସିରିଜ ଜିତି ନାହିଁ।
ଏଥର ରୋହିତ ଶର୍ମାଙ୍କ ଅଧିନାୟକତ୍ୱରେ ଟିମ ଇଣ୍ଡିଆ ପ୍ରଥମ ଥର ପାଇଁ ଦକ୍ଷିଣ ଆଫ୍ରିକାରେ ଟେଷ୍ଟ ସିରିଜ ଆରମ୍ଭ କରିବାକୁ ଯାଉଛି। ନୂତନ ଅଧିନାୟକଙ୍କ ସହ ଟିମ ଇଣ୍ଡିଆ ଦକ୍ଷିଣ ଆଫ୍ରିକାରେ ଏକ ନୂତନ ରେକର୍ଡ ସୃଷ୍ଟି କରିବ ଏବଂ ଏକ ନୂତନ ଇତିହାସ ସୃଷ୍ଟି କରିବ।
ଏହି ସିରିଜର ପ୍ରଥମ ମ୍ୟାଚ ଆଜି ସେଞ୍ଚୁରିଅନ ଗ୍ରାଉଣ୍ଡରେ ଖେଳାଯିବ। ଏହି ମ୍ୟାଚ ଭାରତୀୟ ସମୟ ଦିନ ୧.୩୦ରେ ଆରମ୍ଭ ହେବ। ଏହି ମ୍ୟାଚ୍‌ରେ ସିଧା ପ୍ରସାରଣ ଷ୍ଟାର ସ୍ପୋର୍ଟସ ନେଟୱାର୍କର ଚ୍ୟାନେଲରେ ଉପଭୋଗ କରିପାରିବେ। ମୋବାଇଲ ଫୋନରେ ଡିଜନି ପ୍ଲସ ହଟଷ୍ଟାର୍‌ରେ ସିଧାସଳଖ ଭାରତ ବନାମ ଦକ୍ଷିଣ ଆଫ୍ରିକାର ଟେଷ୍ଟ ମ୍ୟାଚ ଦେଖିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କୋଲକାତା ବିପକ୍ଷରେ ଟସ୍‌ ଜିତିଲା ହାଇଦ୍ରାବାଦ, ନେଲା ଏହି ନିଷ୍ପତ୍ତି

ଅହମ୍ମଦାବାଦ,୨୧।୫: ଆଇପିଏଲ୍‌ କ୍ୱାଲିଫାୟର- ୧ ମୁକାବିଲା ମଙ୍ଗଳବାର କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌) ଏବଂ ସନରାଇଜର୍ସ ହାଇଦ୍ରାବାଦ ମଧ୍ୟରେ ଖେଳାଯାଉଛି। ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଉଥିବା...

ଗମ୍ଭୀର ନା ଫ୍ଲେମିଂ, କିଏ ହେବେ ଭାରତର କୋଚ୍‌? ମହେନ୍ଦ୍ର ସିଂ ଧୋନୀ ନେବେ ନିଷ୍ପତ୍ତି !

ନୂଆଦିଲ୍ଲୀ,୨୧।୫: ଟି୨୦ ବିଶ୍ୱକପ୍‌ ପରେ ଟିମ୍‌ ଇଣ୍ଡିଆର ମୁଖ୍ୟ କୋଚ୍‌ ପଦ ଖାଲି ହୋଇଯିବ। ଏଥିଲାଗି ବିସିସିଆଇ ନୂଆ କୋଚ୍‌ ଖୋଜିବା ଆରମ୍ଭ କରିଛି। ନ୍ୟାଶନାଲ...

ତୁମକୁ ଫାଇନାଲ୍‌ ଜିତିବାକୁ ପଡ଼ିବ…କୋହଲିଙ୍କୁ ଧୋନୀଙ୍କ ମେସେଜ୍‌

ନୂଆଦିଲ୍ଲୀ,୨୧।୫: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମେ ୧୮ରେ ଚେନ୍ନାଇ ସୁପର କିଙ୍ଗ୍ସକୁ ପରାସ୍ତ କରି ପ୍ଲେ ଅଫରେ ସ୍ଥାନ ହାସଲ କରିଛି । ପ୍ଲେ ଅଫରେ...

ମୁଁ କାହାର ପାଦ ଛୁଏଁ ନାହିଁ, ସେଥିପାଇଁ ମୋତେ….କାହିଁକି ଏମିତି କହିଲେ ଗୌତମ ଗମ୍ଭୀର

ନୂଆଦିଲ୍ଲୀ,୨୧।୫: ପୂର୍ବତନ ଭାରତୀୟ କ୍ରିକେଟର ଗୌତମ ଗମ୍ଭୀର ତାଙ୍କର ତାଙ୍କ ବିବୃତ୍ତି ପାଇଁ ପ୍ରାୟତ ଚର୍ଚ୍ଚାରେ ଥାନ୍ତି। ନିକଟରେ ଟିମ ଇଣ୍ଡିଆର ଅଫ ସ୍ପିନର ରବି...

୪୦୦ ମିଟରରେ ଦୀପ୍ତିଙ୍କ ବିଶ୍ୱରେକର୍ଡ

କୋବ୍‌ (ଜାପାନ), ୨୧ା୫ (ପି.ଟି.): ଭାରତର ଦୀପ୍ତି ଜୀବନଜୀ ଏଠାରେ ଚାଲିଥିବା ବିଶ୍ୱ ପାରା ଆଥ୍‌ଲେଟିକ୍ସ ଚାମ୍ପିୟନଶିପ୍‌ ମହିଳା ୪୦୦ମିଟର ଟି୨୦ କାଟେଗୋରିରେ ବିଶ୍ୱ ରେକର୍ଡ...

୧୫ତମ ଷ୍ଟେଜ୍‌ରେ ପୋଗାକାର ବିଜୟୀ

ରୋମ୍‌, ୨୧।୫: ଟାଡେଜ ପୋଗାକାର (ସ୍ଲୋଭାକିଆ/ ୟୁଏଇ ଟିମ୍‌ ଏମିରେଟ୍ସ) ଗିରୋ ଡି’ ଇଟାଲିଆ ସାଇକେଲ ରେସ୍‌ର ୧୫ତମ ଷ୍ଟେଜ୍‌ ଜିତିଛନ୍ତି। ସେ ୬ ଘଣ୍ଟା...

ଟିକେଟ୍‌ ବିକ୍ରି ବୃଦ୍ଧି ପାଇଁ କ୍ୟାମ୍ପେନ୍‌

ପ୍ୟାରିସ୍‌,୨୧ା୫(ପି.ଟି): ପ୍ୟାରିସ୍‌ ପାରାଲିମ୍ପିକ୍ସକୁ ଆଉ ୧୦୦ ଦିନ ବାକି ରହିଛି। ଅଗଷ୍ଟ ୨୮ରୁ ସେପ୍ଟେମ୍ବର ୮ ତାରିଖ ଯାଏ ଏହି ମେଗା ଇଭେଣ୍ଟ ଅନୁଷ୍ଠିତ ହେବ।...

ପାରାମାଉଣ୍ଟ ‘ଏ’ ଫାଇନାଲରେ

ଭୁବନେଶ୍ୱର, ୨୧ା୫ (ବିଜୟ ରଣା): ସ୍ଥାନୀୟ ପାରାମାଉଣ୍ଟ ସ୍ପୋର୍ଟିଙ୍ଗ୍ସ ଆନୁକୂଲ୍ୟରେ ଅରବିନ୍ଦମେମୋରିଆଲ ପାରାମାଉଣ୍ଟ କପ୍‌ କ୍ରିକେଟ ଟୁର୍ନାମେଣ୍ଟରେ ପ୍ରଥମ ଦଳ ଭାବେ ଫାଇନାଲରେ ପ୍ରବେଶ କରିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri