ଡିସେମ୍ବର ୯ରେ ବାରବାଟୀରେ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ: ଷ୍ଟାଡିୟମ ବୁଲି ଦେଖିଲେ IIT ଭୁବନେଶ୍ବର ଟିମ୍‌

ଭୁବନେଶ୍ୱର,୨୧।୧୧: କଟକ ବାରବାଟୀ ଷ୍ଟାଡିୟମରେ IIT ଭୁବନେଶ୍ବରର ବୈଷୟିକ ଟିମ୍‌। ଭାରତ-ଦକ୍ଷିଣ ଆଫ୍ରିକା ଟି -୨୦ ପୂର୍ବରୁ ଷ୍ଟାଡିୟମ ବୁଲି ଦେଖିଛନ୍ତି। ୮ ଜଣିଆ ଟିମ ଗ୍ୟାଲେରୀ, କର୍ପୋରେଟର ବକ୍ସ, VVIP ବକ୍ସ, ପ୍ୟାଭିଲିୟନ ବୁଲିଛନ୍ତି। ଅନୁଧ୍ୟାନ ପରେ ସରକାରଙ୍କୁ ସ୍ଥିତି ସଂପର୍କରେ ଟିମ ରିପୋର୍ଟ ଦେବ। ଡିସେମ୍ବର ୯ରେ ଭାରତ-ଦକ୍ଷିଣ ଆଫ୍ରିକା ପ୍ରଥମ ଟି ଟ୍ବେଣ୍ଟି ଖେଳାଯିବ।

 

Dharitri – The Largest & Most Trusted Odia Daily

Share
Tags: odisha