Posted inଖେଳ

ଆୟାରଲାଣ୍ଡ ଟି-୨୦ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା: ହାର୍ଦ୍ଦିକ ପାଣ୍ଡ୍ୟା ଅଧିନାୟକ

ନୂଆଦିଲ୍ଲୀ,୧୫।୬: ଆୟାରଲାଣ୍ଡ ବିପକ୍ଷ ଦୁଇଟି ଟି-୨୦ ସିରିଜ ପାଇଁ ବୁଧବାର ୧୭ ଜଣିଆ ଭାରତୀୟ ଦଳ ଘୋଷଣା କରାଯାଇଛି। ଏହି ସିରିଜ ପାଇଁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଅଧିନାୟକ କରାଯାଇଛି।
ସୂର୍ଯ୍ୟକୁମାର ଯାଦବ ଏବଂ ସଞ୍ଜୁ ସାମସନ ୧୭ ଜଣିଆ ଦଳକୁ ଫେରିଛନ୍ତି। ଆଇପିଏଲରେ ସନରାଇଜର୍ସ ହାଇଦ୍ରାବାଦ ପାଇଁ ଚମତ୍କାର ପ୍ରଦର୍ଶନ କରିଥିବା ରାହୁଲ ତ୍ରିପାଠୀଙ୍କୁ ପ୍ରଥମ ଥର ପାଇଁ ଟିମ ଇଣ୍ଡିଆରେ ସାମିଲ କରାଯାଇଛି। ଦକ୍ଷିଣ ଆଫ୍ରିକା ବିପକ୍ଷ ସିରିଜ ପାଇଁ ସାମସନ ଏବଂ ରାହୁଲ ତ୍ରିପାଠୀଙ୍କୁ ଦଳ ଚୟନ ନ କରିବାରୁ ବିସିସିଆଇ ସମାଲୋଚିତ ହୋଇଥିଲା।
ହାର୍ଦ୍ଦିକ ପାଣ୍ଡ୍ୟା ଟି-୨୦ରେ ଭାରତର ନବମ ଅଧିନାୟକ ହେବେ। ତାଙ୍କ ପୂର୍ବରୁ ବୀରେନ୍ଦ୍ର ସେହ୍ବାଗ, ଏମଏସ ଧୋନୀ, ସୁରେଶ ରାଇନା, ଅଜିଙ୍କେ ରାହାଣେ, ବିରାଟ କୋହଲି, ରୋହିତ ଶର୍ମା, ଶିଖର ଧାୱନ ଏବଂ ରିଷଭ ପନ୍ତ ଟି-୨୦ ଅନ୍ତର୍ଜାତୀୟ ସ୍ତରରେ ଭାରତର ଅଧିନାୟକତ୍ୱ କରିଛନ୍ତି। ଅନ୍ତର୍ଜାତୀୟ କ୍ରିକେଟରେ ପାଣ୍ଡ୍ୟା ଭାରତର ୪୩ତମ ଅଧିନାୟକ ହେବେ।
ଆୟର୍ଲାଣ୍ଡ ବିପକ୍ଷ ଟି-୨୦ ସିରିଜ ପାଇଁ ଭାରତୀୟ ଦଳ: ହାର୍ଦ୍ଦିକ ପାଣ୍ଡ୍ୟା (ଅଧିନାୟକ), ଭୂବନେଶ୍ୱର କୁମାର (ଉପ-ଅଧିନାୟକ), ଇଶାନ କିଶନ (ଉଇକେଟ୍‌ କିପର୍‌), ରିତୁରାଜ ଗାଇକ୍ୱାଡ, ସଞ୍ଜୁ ସାମସନ, ସୂର୍ଯ୍ୟକୁମାର ଯାଦବ, ଭେଙ୍କଟେଶ ଆୟର, ଦୀପକ ହୁଡା, ରାହୁଲ ତ୍ରିପାଠୀ, ଦୀନେଶ କାର୍ତ୍ତିକ (ଉଇକେଟ୍‌ କିପର୍‌), ୟୁଜବେନ୍ଦ୍ର ଚହଲ, ଅକ୍ଷର ପଟେଲ, ଆର ବିଷ୍ଣୋଇ, ହର୍ଷଲ ପଟେଲ, ଆଭେଶ ଖାନ, ଅର୍ଶଦୀପ ସିଂ, ଉମରାନ ମଲିକ।


Enter your email to get our daily news in your inbox.

All Right Reserved By Dharitri.Com

ଆଦାନୀ ଗ୍ରୁପ କଲା ବଡ଼ ଡିଲ୍‌, ଭାରତରେ ପାଇଲଟ ଟ୍ରେନିଂ ଓ ପ୍ରତିରକ୍ଷା ସିମୁଲେସନରେ ହେବ ପରିବର୍ତ୍ତନ!

ନୂଆଦିଲ୍ଲୀ,୯।୧୨: ଆଡାନୀ ଗ୍ରୁପର ପ୍ରତିରକ୍ଷା ଓ ଏରୋସ୍ପେସ ଆର୍ମ ADSTL (ଆଡାନୀ ଡିଫେନ୍ସ ସିଷ୍ଟମ୍ସ ଏଣ୍ଡ ଟେକ୍ନୋଲୋଜିଜ ଲିମିଟେଡ) ଏବଂ ପ୍ରାଇମ ଏରୋ ସର୍ଭିସେସ LLP...

ପାଦରେ ସୁନା ପିନ୍ଧିବା କାହିଁକି ଅଶୁଭ? ପିନ୍ଧିଲେ ମାଡ଼ି ଆସିବ…

ବର୍ତ୍ତମାନ, ସୁନା ବିଶ୍ୱର ସବୁଠାରୁ ମହଙ୍ଗା ଧାତୁ ମଧ୍ୟରୁ ଗୋଟିଏ। ସୁନା ସମସ୍ତଙ୍କୁ ଆକର୍ଷିତ କରେ। ମହିଳାମାନେ ସୁନା ଅଳଙ୍କାରକୁ ଭଲ ପାଆନ୍ତି। ଅଳଙ୍କାର ପିନ୍ଧିବା...

ବାରବାଟୀରେ ଭାରତର ବଡ଼ ବିଜୟ! ଦକ୍ଷିଣ ଆଫ୍ରିକାକୁ ୧୦୧ ରନରେ ହରାଇଲା ‘ସୂର୍ଯ୍ୟ’ ଟିମ୍

କଟକ,୯।୧୨: ମଙ୍ଗଳବାର ବାରବାଟୀ ଷ୍ଟାଡିୟମରେ ଖେଳାଯାଇଥିବା ୫ ମ୍ୟାଚ୍ ବିଶିଷ୍ଟ ଟି-୨୦ ଶୃଙ୍ଖଳାର ପ୍ରଥମ ମ୍ୟାଚରେ ଭାରତୀୟ କ୍ରିକେଟ୍ ଟିମ୍ ଦକ୍ଷିଣ ଆଫ୍ରିକାକୁ ୧୦୧ ରନର...

ନୂଆବର୍ଷରେ ୩ ରାଶିରେ ଭୟଙ୍କର ଶନି ଦଶା ! ପାଦେ ପାଦେ ବିପଦ, ନୂଆବର୍ଷରେ…

ଶନିଦେବତାଙ୍କୁ ନ୍ୟାୟପ୍ରିୟ ଓ କର୍ମଫଳ ପ୍ରଦାତା ଭାବେ ଗ୍ରହଣ କରାଯାଇଛି । ଶନି ପ୍ରତି ଅଢେଇ ବର୍ଷରେ ଥରେ ରାଶି ପରିବରର୍ତ୍ତନ କରିଥାନ୍ତି । ଶନିଙ୍କର...

ଭାରତ ପାଇଁ ସତ୍ୟ ନାଡେଲାଙ୍କ ବଡ଼ ଘୋଷଣା: AI ପାଇଁ ମାଇକ୍ରୋସଫ୍ଟ ନିବେଶ କରିବ ୧.୫ ଲକ୍ଷ କୋଟି ଟଙ୍କା

ନୂଆଦିଲ୍ଲୀ,୯।୧୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ବିକାଶ ପାଇଁ ଏକ ବଡ଼ ପଦକ୍ଷେପ ନେଇ ମାଇକ୍ରୋସଫ୍ଟର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (CEO) ସତ୍ୟ ନାଡେଲା...

IND vs SA: ବାରବାଟୀରେ ହାର୍ଦ୍ଦିକଙ୍କ ଛକା ବର୍ଷା, ଦକ୍ଷିଣ ଆଫ୍ରିକାକୁ ଟାର୍ଗେଟ…

କଟକ,୯।୧୨: ପ୍ରଥମ ଟି-୨୦ରେ ପ୍ରଥମେ ବ୍ୟାଟିଂ କରି ଭାରତ ୧୭୫ ରନ କରିଛି। ହାର୍ଦ୍ଦିକ ପାଣ୍ଡ୍ୟା ଦଳକୁ ୫୯ ରନର ଚମତ୍କାର ସ୍କୋରରେ ପହଞ୍ଚାଇଛନ୍ତି। ସଙ୍କଟରେ...

Ayushman Card: ବର୍ଷକୁ କେବଳ ଏତିକି ଥର ମିଳେ ମାଗଣା ଚିକିତ୍ସା, ନିୟମ ନ ଜାଣିଲେ ପକେଟରୁ ବାଜିବ ଟଙ୍କା!

ନୂଆଦିଲ୍ଲୀ,୯।୧୨: ଭାରତରେ ସାଧାରଣ ଲୋକଙ୍କ ପାଇଁ ସ୍ୱାସ୍ଥ୍ୟସେବା ସୁଲଭ କରିବା ପାଇଁ ସରକାର ଅନେକ ପ୍ରମୁଖ ପଦକ୍ଷେପ ନେଇଛନ୍ତି, ଯାହା ମଧ୍ୟରୁ ସବୁଠାରୁ ପ୍ରମୁଖ ହେଉଛି...

ବାରବାଟୀରେ ଘଣ୍ଟି ବଜାଇ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ୍ ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

କଟକ,୯ା୧୨: କଟକର ବାରବାଟୀ ଷ୍ଟାଡିୟମ୍‌ରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ ଖେଳାଯାଉଛି। ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri