Posted inଜାତୀୟ

ଏଣିକି ଶ୍ରୀଲଙ୍କା ସହ ୟୁପିଆଇ ମାଧ୍ୟମରେ ପେମେଣ୍ଟ: ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଶ୍ରୀଲଙ୍କା ରାଷ୍ଟ୍ରପତି ରାନିଲ ବିକ୍ରମସିଂଘେଙ୍କ ଉପସ୍ଥିତିରେ ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଅନେକ ଚୁକ୍ତି ବିନିମୟ ହୋଇଛି। ଏହି ଚୁକ୍ତିନାମା ମଧ୍ୟରୁ ଗୋଟିଏ ହେଉଛି ଶ୍ରୀଲଙ୍କାରେ ୟୁପିଆଇ ସ୍ବୀକୃତି ପାଇଁ ଏକ ନେଟୱାର୍କ-ଟୁ-ନେଟୱାର୍କ ଡିଲ ମଧ୍ୟ ସାମିଲ ରହିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଶ୍ରୀଲଙ୍କା ରାଷ୍ଟ୍ରପତି ରାନିଲ ବିକ୍ରମସିଂଘେଙ୍କ ମଧ୍ୟରେ ବ୍ୟାପକ ଆଲୋଚନା ପରେ ଅଥନୈତିକ ଭାଗିଦାରୀକୁ ବିସ୍ତାର କରିବା ପାଇଁ ଭାରତ ଏବଂ ଶ୍ରୀଲଙ୍କା ଶୁକ୍ରବାର ଏକ ଉଚ୍ଚାଭିଳାଷୀ ଦଲିଲ ଗ୍ରହଣ କରିଛି। ଏହି ସମୟରେ ପ୍ରଧାନମନ୍ତ୍ରୀ କହିଛନ୍ତି, ଆଜି ଆମେ ଆମର ଅର୍ଥନୈତିକ ଭାଗିଦାରୀ ପାଇଁ ଏକ ଭିଜନ ଡକ୍ୟୁମେଣ୍ଟ ଗ୍ରହଣ କରିଛୁ। ଏହି ଦୃଷ୍ଟିକୋଣ ହେଉଛି ଦୁଇ ଦେଶର ଲୋକଙ୍କ ମଧ୍ୟରେ ସାମୁଦ୍ରିକ, ବାୟୁ, ଶକ୍ତି ଏବଂ ଲୋକମାନଙ୍କ ମଧ୍ୟରେ ଯୋଗାଯୋଗକୁ ମଜବୁତ କରିବା।


Enter your email to get our daily news in your inbox.

All Right Reserved By Dharitri.Com

ବଢିବ ସିୟାଙ୍କ ସମସ୍ୟା! କସାବକୁ ମୃତ୍ୟୁଦଣ୍ଡ ଦେଇଥିବା ଓକିଲ ଲଢ଼ିବେ କେତନଙ୍କ ହତ୍ୟା ମାମଲା

ପୁଣେ,୨୬।୬: ପୁଣେର ପ୍ରସିଦ୍ଧ ବ୍ୟବସାୟୀ କେତନ ଅଗ୍ରୱାଲଙ୍କ ସନ୍ଦେହଜନକ ମୃତ୍ୟୁ ମାମଲାରେ ଏକ ବଡ଼ ଘଟଣା ସାମ୍ନାକୁ ଆସିଛି। ଏହି ହାଇପ୍ରୋଫାଇଲ ହତ୍ୟାକାଣ୍ଡକୁ ନେଇ ସାରା ମହାରାଷ୍ଟ୍ରରେ…

ଅନଶନକାରୀଙ୍କ ସହ ଜିଲାପାଳ-ଏସ୍‌ପିଙ୍କ ରୁଦ୍ଧଦ୍ୱାର ବୈଠକ, ଫଳାଫଳ ଉପରେ ସମସ୍ତଙ୍କ ନଜର

ପଟ୍ଟାମୁଣ୍ଡାଇ,୨୬ା୬(କଳ୍ପତରୁ ନାୟକ): ପଟ୍ଟାମୁଣ୍ଡାଇ ଜଳସମ୍ପଦ ବିଭାଗ ଅଳଭା-୨ ଅଧୀନ ୧୬ନଂ କେନାଲ ରାସ୍ତା କାର୍ଯ୍ୟ ପାଇଁ ଆସିଥିବା ଅର୍ଥ ଆଦୌ ବିନିଯୋଗ ନ ହୋଇ ମିଥ୍ୟା ବିଲ୍‌…

ସାବଧାନ! ୧ ଜୁଲାଇରୁ ବଦଳିଯିବ ଏହି ସବୁ ନିୟମ; ମହଙ୍ଗା ପଡ଼ିବ ନା ଆଶ୍ୱସ୍ତି ମିଳିବ? ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୬: ପ୍ରତି ମାସର ପହିଲା ତାରିଖ ନିଜ ସହିତ କିଛି ନୂଆ ନିୟମ ନେଇ ଆସିଥାଏ। ଜୁନ ମାସ ଏବେ ଶେଷ ହେବାକୁ ଯାଉଛି ଏବଂ ଜୁଲାଇ…

‘ସୂର୍ଯ୍ୟବଂଶୀଙ୍କ ଉପରେ ଖୁବ ଶୀଘ୍ର ବଢ଼ିବ ଚାପ, ତେଣୁ ଏବେ…’: ଭାଇରାଲ ହେଉଛି ଅଶ୍ୱିନଙ୍କ ବିଶେଷ ଉପଦେଶ

ନୂଆଦିଲ୍ଲୀ,୨୬।୬: ପୂର୍ବତନ ଭାରତୀୟ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ଯୁବ ବ୍ୟାଟସମ୍ୟାନ ବୈଭବ ସୂର୍ଯ୍ୟବଂଶୀଙ୍କୁ ମୂଲ୍ୟବାନ ପରାମର୍ଶ ଦେଇ କହିଛନ୍ତି ଯେ ଏହି ପର୍ଯ୍ୟାୟରେ ସେ କୌଣସି ଚାପ…

ମୋତେ ମଦ ଦିଅ…ଜେଲ୍‌ରେ ଥାଇ ପୋଲିସ ଆଗରେ ଏମିତି ଡିମାଣ୍ଡ କଲେ ସିୟା

ପୁଣେ,୨୬।୬: ମହାରାଷ୍ଟ୍ର ଲୋହଗଡ଼ ଦୁର୍ଗରେ ୨୬ ବର୍ଷୀୟ କେତନ ଅଗ୍ରୱାଲଙ୍କ ମୃତ୍ୟୁକୁ ନେଇ ଥମୁନି ଚର୍ଚ୍ଚା। ଏହି ଘଟଣାରେ ଗୋଟିଏ ପରେ ଗୋଟିଏ ଗୁମର ଖୋଲୁଛି। ସିୟା…

ବୈଭବ ସୂର୍ଯ୍ୟବଂଶୀଙ୍କ ଡେବ୍ୟୁ ମ୍ୟାଚ ପୂର୍ବରୁ, ଆୟର୍ଲାଣ୍ଡ ଖେଳାଳି ଦେଲେ ବଡ଼ ବୟାନ କହିଲେ -‘ସେ ୧୫ ବର୍ଷ ବୟସର ଆଉ…’

ନୂଆଦିଲ୍ଲୀ,୨୬।୬: ଭାରତ ଏବଂ ଆୟର୍ଲାଣ୍ଡ ମଧ୍ୟରେ ପ୍ରଥମ ଟି-୨୦ ମ୍ୟାଚ ଆଜି, ଅର୍ଥାତ ଶୁକ୍ରବାର ଜୁନ ୨୬ରେ ଅନୁଷ୍ଠିତ ହେବ। ଏହି ମ୍ୟାଚରେ ୧୫ ବର୍ଷୀୟ ବୈଭବ…

ବଲିଉଡ ଇଣ୍ଡଷ୍ଟ୍ରିରେ ୩୪ ବର୍ଷ ପୂରଣ କଲେ ଶାହରୁଖ

ବଲିଉଡର କିଙ୍ଗ୍‌ ଶାହରୁଖ ଖାନ ଇଣ୍ଡଷ୍ଟ୍ରିରେ ୩୪ ବର୍ଷ ପୂରଣ କରିଛନ୍ତି। ଏହି କୃତିତ୍ୱ ପାଇଁ ଚାରିଆଡୁ ଛୁଟୁଛି ଶୁଭେଚ୍ଛାର ସୁଅ। ୨୫ ଜୁନ ୧୯୯୨ରେ ବଲିଉଡର…

ଅତିରିକ୍ତ ତହସିଲଦାରଙ୍କୁ ଆକ୍ରମଣ ଉଦ୍ୟମ

ରାଜନଗର,୨୬ା୬(ଭାସ୍କର ରାଉତରାୟ): ସମଗ୍ର ରାଜ୍ୟରେ କେଉଁଠି କେଉଁଠି ବେଆଇନ ବାଲି ଚାଲାଣକୁ ନେଇ ପୋଲିସ ପ୍ରଶାସନଙ୍କ ସହିତ ମାଫିଆଙ୍କର ମୁକାବିଲା ଏପରକି ଆକ୍ରମଣ ଭଳି ଅନେକ ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri