ଭାରତ-ଶ୍ରୀଲଙ୍କା ସୌରଶକ୍ତି ଚୁକ୍ତି: ସ୍ଥାପିତ ହେବ ୧୩୫ ମେଗାଓ୍ବାଟ ସୋଲାର ପ୍ଲାଣ୍ଟ…

ନୂଆଦିଲ୍ଲୀ,୩୦।୩ : ଦ୍ୱିପାକ୍ଷିକ ଅର୍ଥନୈତିକ ଭାଗିଦାରୀକୁ ମଜବୁତ କରିବା ପାଇଁ ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ସୌୀଶକ୍ତି ଚୁକ୍ତି ହୋଇଛି। ଏହା ଅନ୍ତର୍ଗତ ଶ୍ରୀଲଙ୍କର ଉପକୂଳବର୍ତ୍ତୀ ପୂର୍ବ ଜିଲାର ଟ୍ରିନକୋମାଲିରେ ଦୁଇ ପର୍ଯ୍ୟାୟରେ ୧୩୫ ମେଗାୱାଟ ସୌର ବିଦ୍ୟୁତ ଉତ୍ପାଦନ କେନ୍ଦ୍ର ନିର୍ମାଣ କରିବାକୁ ନିଷ୍ପତ୍ତି ହୋଇଛି। ଶ୍ରୀଲଙ୍କାର କ୍ୟାବିନେଟ ମଧ୍ୟ ଏହାକୁ ଅନୁମୋଦନ କରିଛି। ଅକ୍ଷୟ ଶକ୍ତି କ୍ଷେତ୍ରରେ ଉଭୟ ଦେଶ ମଧ୍ୟ ପରସ୍ପରକୁ ସହଯୋଗ କରିବେ। ନିକଟରେ ଏହି ବିଷୟରେ ଦୁଇ ଦେଶ ମଧ୍ୟରେ ଏକ ଚୁକ୍ତି ହୋଇଥିଲା।

୨୦୩୦ ସୁଦ୍ଧା ସୌର ଶକ୍ତିରୁ ୭୦ ପ୍ରତିଶତ ବିଦ୍ୟୁତ ଉତ୍ପାଦନ କରିବାକୁ ଶ୍ରୀଲଙ୍କା ଲକ୍ଷ୍ୟ ରଖିଛି। ଅନୁଷ୍ଠିତ ଏକ କ୍ୟାବିନେଟ ବୈଠକରୁ କୁହାଯାଇଛି ଯେ ନ୍ୟାଶନାଲ ଥର୍ମାଲ ପାୱାର କର୍ପୋରେଶନ ଅଫ ଇଣ୍ଡିଆ ଏବଂ ସିଲନ ବିଦ୍ୟୁତ ବୋର୍ଡ ମିଳିତ ଭାବେ ଦୁଇଟି ପର୍ଯ୍ୟାୟରେ ସୌର ବିଦ୍ୟୁତ ପ୍ରକଳ୍ପ କାର୍ଯ୍ୟକାରୀ କରିବାକୁ ଚୁକ୍ତିବଦ୍ଧ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆହୁରି ବଢ଼ିବ ତାତି: ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୧୫।୪ (ବନ୍ଦନା ସେଠୀ): ରାଜ୍ୟରେ ଆହୁରି ବଢିବ ତାତି। ଗରମ ତାୱାରେ ଜଳିବ ଓଡ଼ିଶା। ସେହିପରି ଆସନ୍ତା ୬ଦିନ ପର୍ଯ୍ୟନ୍ତ ଗ୍ରୀଷ୍ମର ପ୍ରକୋପ ଲାଗିରହିବ। ଦିନର…

ଆମେରିକାକୁ ଚେତାବନୀ ଦେଲା ଚାଇନା: ହର୍ମୁଜକୁ ନେଇ ହଲଚଲ

ବେଜିଂ,୧୫ା୪(ଏଜେନ୍ସି):ପାକିସ୍ତାନ ମଧ୍ୟସ୍ଥତାରେ ଇସ୍‌ଲାମାବାଦରେ ୨୧ ଘଣ୍ଟିଆ ଶାନ୍ତି ଆଲୋଚନାରୁ ନିଷ୍କର୍ଷ ନ ବାହାରିବାରୁ ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌ରେ ଆମେରିକା ଓ ଇରାନ୍‌ ପୁଣି ମୁହଁାମୁହଁି ହୋଇଛନ୍ତି। ଆମେରିକୀୟ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଦଳରେ ଏହି ଖେଳାଳିଙ୍କୁ ସୁଯୋଗ; ରାଜସ୍ଥାନ ନିଷ୍ପତ୍ତିରେ ଅସନ୍ତୁଷ୍ଟ ଯୁବ ଓପନର!

ନୂଆଦିଲ୍ଲୀ,୧୪।୪: ଆଇପିଏଲ୍‌ ୨୦୨୬ରେ ନିଜର ବିସ୍ଫୋରକ ବ୍ୟାଟିଂ ଜରିଆରେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିବା ୧୫ ବର୍ଷୀୟ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ ଟିମ୍‌ ମ୍ୟାନେଜମେଣ୍ଟ…

ଏଲପିଜିକୁ ନେଇ ରାଜ୍ୟ ସରକାରଙ୍କୁ ମୋଦିଙ୍କ ବଡ଼ ନିର୍ଦ୍ଦେଶ, ଏପ୍ରିଲ ୧୩…

ନୂଆଦିଲ୍ଲୀ,୧୪।୪: ମଧ୍ୟପ୍ରାଚ୍ୟର ବର୍ତ୍ତମାନର ପରିସ୍ଥିତିକୁ ଦୃଷ୍ଟିରେ ରଖି, ଭାରତ ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପେଟ୍ରୋଲ, ଡିଜେଲ କିମ୍ୱା ଅନ୍ୟାନ୍ୟ ପେଟ୍ରୋଲିୟମ ଉତ୍ପାଦର କୌଣସି ଅଭାବ…

ବାଇକ୍‌ରେ ଆସୁଥିବା ବେଳେ ଧକ୍କା ଦେଲା ପିକ୍‌ଅପ୍‌: ଚାଲିଗଲା ମା’-ବାପା,ଦେଢ଼ ବର୍ଷର ପୁଅର ଜୀବନ; ଉତ୍ତ୍ୟକ୍ତ ଲୋକେ…

ବଲାଙ୍ଗୀର,୧୪।୪(ସୁନିଲ କୁମାର ମହାନ୍ତି):  ପିକ୍‌ଅପ୍‌ ଧକ୍କାରେ ବାପା ପୁଅ ମୃତ। ମା’ ଗୁରୁତର। ଏପରି ଏକ ଦୁଖଦ ଘଟଣା ଘଟିଛି ବଲାଙ୍ଗୀର-ସୋନପୁର ଏନ୍‌.ଏଚ୍‌ ୫୭ ର ଟୋଲଗେଟ…

ବିହାରର ସବୁଠାରୁ ପଢୁଆ ନେତା କିଏ? ଲିଷ୍ଟରେ ନୀତିଶ କୁମାରଙ୍କ ସ୍ଥାନ ଏଇଠି…

ପାଟନା,୧୪।୪: ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ଆସିଛି। ନୀତିଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଏବଂ ସମ୍ରାଟ ଚୌଧୁରୀଙ୍କୁ ବିଧାୟକ ଦଳର ନେତା ଭାବରେ…

୬ ମାସ ପୂର୍ବରୁ ଶାହା ଲେଖିଥିଲେ ନୀତିଶଙ୍କ ବିଦାୟର ସ୍କ୍ରିପ୍ଟ? ସତ ହୋଇଗଲା ସଙ୍କେତ, ନିର୍ବାଚନ ସମୟରେ ହିଁ…

ପାଟନା,୧୪।୪: ବିହାର ରାଜନୀତିରେ ମଙ୍ଗଳବାର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି। ନୀତିଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ବିହାରରେ ’ନୀତିଶ ଯୁଗ’ର…

୪୦ମିନିଟ ଧରି କଥା ହେଲେ ମୋଦି-ଟ୍ରମ୍ପ, ଯୁଦ୍ଧକୁ ନେଇ କହିଦେଲେ ବଡ଼କଥା!

ନୂଆଦିଲ୍ଲୀ,୧୪।୪: ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ବିଫଳ ହେବା ପରେ, ମଙ୍ଗଳବାର ଦିନ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri