Posted inଖେଳ

କାଲିଠୁ ଜୁନିୟର ହକି ବିଶ୍ୱକପ୍‌ ଆରମ୍ଭ: ଭାରତ-କୋରିଆ ମୁହାଁମୁହିଁ

କୁଆଲାଲମ୍ପୁର,୪ା୧୨: ଜୁନିୟର ପୁରୁଷ ହକି ବିଶ୍ୱକପ୍‌ ମଙ୍ଗଳବାରଠାରୁ ଆରମ୍ଭ ହେବା। ଭାରତ-କୋରିଆ ମଧ୍ୟରେ ପ୍ରଥମ ମ୍ୟାଚ୍‌ ଖେଳାଯିବ। କୋରିଆ ବିପକ୍ଷ ମ୍ୟାଚ୍‌ରେ ଭାରତ ଫେଭରିଟ ରହିଛି।

ଭାରତ ପୁଲ୍‌ ସି’ରେ ସ୍ପେନ୍‌, କାନାଡା ଓ କୋରିଆ ସହିତ ସ୍ଥାନ ପାଇଛି। ପ୍ରତ୍ୟେକ ଗ୍ରୁପ୍‌ର ଶ୍ରେଷ୍ଠ ଦୁଇ ଦଳ କ୍ୱାର୍ଟର ଫାଇନାଲ ପାଇଁ ଯୋଗ୍ୟତା ହାସଲ କରିବାକୁ ଥିବା ବେଳେ ଭାରତ ଏହି ଦୌଡରେ ଆଗୁଆ ରହିଛି। ପରବର୍ତ୍ତୀ ମ୍ୟାଚ୍‌ଗୁଡିକ ମଧ୍ୟରେ ଭାରତ ଗୁରୁବାର ସ୍ପେନ୍‌ ଓ ଶନିବାର କାନାଡା ବିପକ୍ଷରେ ଖେଳିବ।

ଭୁବନେଶ୍ୱରରେ ୨୦୨୧ ଜୁନିୟର ହକି ବିଶ୍ୱକପ ଶେଷ ହେବା ପରେ ଭାରତୀୟ ଜୁନିୟର ହକି ଦଳ ସୁଲତାନ ଅଫ୍‌ ଜୋହର କପ୍‌ ଓ ଜୁନିୟର ଏସିଆ କପ୍‌ ବିଜୟୀ ହୋଇଛି। ଭାରତ ୨୦୨୧ରେ ଚତୁର୍ଥ ସ୍ଥାନରେ ରହିଥିବା ବେଳେ ୨୦୧୧ ଓ ୨୦୧୬ ସଂସ୍କରଣରେ ଚାମ୍ପିୟନ ହୋଇଛି। ଉତ୍ତମ କୁମାରଙ୍କ ନେତୃତ୍ୱରେ ଭାରତ ବିଶ୍ୱକପ୍‌ ଖେଳିବ।


Enter your email to get our daily news in your inbox.

All Right Reserved By Dharitri.Com

ବିହାରରେ ସୁରକ୍ଷାକୁ ନେଇ ରାଜନୈତିକ ବିବାଦ: ଲାଲୁ-ରାବ୍ରିଙ୍କ ପାଇଁ Z+ ସୁରକ୍ଷା ପ୍ରତ୍ୟାହାର କରିବା ପରେ ଏମିତି କଲେ ତେଜସ୍ବୀ

ପାଟନା,୬।୬: ବିହାର ରାଜନୀତିରେ ସୁରକ୍ଷା ବ୍ୟବସ୍ଥାକୁ ନେଇ ସରକାର ଏବଂ ବିରୋଧୀ ଦଳ ମଧ୍ୟରେ ବିବାଦ ପୁଣି ଥରେ ଶୀର୍ଷରେ ପହଞ୍ଚିଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ…

ITDA ଯନ୍ତ୍ରୀଙ୍କ ଧର୍ମଶାଳା ଘରେ ଚାଲିଛି ରେଡ୍‌, ମୋଟ୍‌ ୯ଟି ସ୍ଥାନରେ ରହିଛି…

ଧର୍ମଶାଳା,୬ା୬(ଶିବ ପ୍ରସାଦ ମହାନ୍ତି): ITDA ବାଲିଗୁଡ଼ା ଯନ୍ତ୍ରୀ ବୈକୁଣ୍ଠନାଥ ବେହେରାଙ୍କ ଘରେ ଭିଜିଲାନ୍ସ ରେଡ୍‌ ହୋଇଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୯ଟି ସ୍ଥାନରେ ଚଢ଼ାଉ…

ଜଙ୍ଗଲରୁ ହାତୀ ଶାବକର ମୃତଦେହ ଜବତ

ରିଆମାଳ,୬ା୬(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ କୁଣ୍ଢେଇଗୋଳା ଫରେଷ୍ଟ ସେକ୍ସନ ସଙ୍ଘାପଶି ଖସଡ଼ା ଜଙ୍ଗଲରୁ ଶନିବାର ଏକ ଅଣ୍ଡିରା ଶିଶୁ ଶାବକ ହାତୀର ମୃତଦେହ ଜବତ…

ଭିନ୍ନ ଏକ ରେବତୀ: ବାପା ଦିନ ମଜୁରିଆ, ଝିଅ ହେଲେ ରାଜେନ୍ଦ୍ର ବିଶ୍ବବିଦ୍ୟାଳୟ ଟପ୍ପର, କହିଲେ-ଆଗକୁ ମୁଁ…

ବଲାଙ୍ଗୀର, ୬।୬ (ବୀରେନ୍ଦ୍ର କୁମାର ଝାଙ୍କର/ସୁନୀଲ କୁମାର ମହାନ୍ତି): ବ୍ୟାସକବି ଫକୀର ମୋହନ ଗଳ୍ପ ସେନାପତିଙ୍କ କାଳଜୟୀ ‘ରେବତୀ’କୁ ନେଇ ଓଡ଼ିଆ ସାହିତ୍ୟ ଜଗତ ମୁଖରିତ। ନାରୀ…

ଫାୟାରିଂ ମାମଲାରେ ସରେଣ୍ଡର କଲେ ଖାନ୍‌ ସାର, ଏବେ ଆଗକୁ…

ପାଟନା,୬।୬: ବିହାରର ଜଣାଶୁଣା ଶିକ୍ଷକ ତଥା ‘ଖାନ ଗ୍ଲୋବାଲ ଷ୍ଟଡିଜ’ର ପ୍ରତିଷ୍ଠାତା ଖାନ ସାର୍‌ କୋଚିଂ ସଂସ୍ଥାନରେ ହୋଇଥିବା ହିଂସା ଏବଂ ଗୁଳିଚାଳନା (ଫାୟାରିଂ) ମାମଲାରେ ଆତ୍ମସମର୍ପଣ…

ପୂର୍ବତନ ବାର୍‌ ଆସୋସିଏଶନ ସଭାପତିଙ୍କ ପରଲୋକ, ଶୋକ ବ୍ୟକ୍ତ କଲେ ବିଧାୟକ

ଭଞ୍ଜନଗର,୬ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନର ପୂର୍ବତନ ସଭାପତି ବଂଶୀଧର ପ୍ରଧାନ(୭୭) ଶୁକ୍ରବାର ରାତିରେ ପରଲୋକ ଗମନ କରିଛନ୍ତି। ଏହି ଖବର ଜଣାପଡ଼ିବା ପରେ…

ଭୟଙ୍କର ଦୁର୍ଘଟଣା, ଜଣଙ୍କ ଜୀବନ ବଞ୍ଚାଇବାକୁ ଯାଇ ଗୋଟିଏ ଗାଁର ୫ ଯୁବକ ମୃତ

ଅହମଦାବାଦ,୬।୬: ମୋର୍ବି-ହାଲଭାଡ ରାଜପଥର ଚରଦ୍ବା ଗ୍ରାମ ଉପକଣ୍ଠରେ ଗତକାଲି ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି, ଯେଉଁଥିରେ ରଣଛୋଡଗଡ଼ ଗ୍ରାମର ପାଞ୍ଚ ଜଣ ଯୁବକଙ୍କ ମୃତ୍ୟୁ…

CJP Protest: ଭାରତରେ ଲ୍ୟାଣ୍ଡ କରୁକରୁ ପ୍ରଥମ ପ୍ରତିକ୍ରିୟା ଦେଲେ କକ୍ରୋଚ୍‌ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ , ଜାଣନ୍ତୁ କ’ଣ କହିଲେ

ନୂଆଦିଲ୍ଲୀ,୬।୬: ‘କକ୍ରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଦିଲ୍ଲୀର ଜନ୍ତର ମନ୍ତରରେ ପ୍ରତିବାଦ ପାଇଁ ଭାରତରେ ପହଞ୍ଚିବା ପରେ ତାଙ୍କର ପ୍ରଥମ ପ୍ରତିକ୍ରିୟା ପ୍ରକାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri