ବାଲିଷ୍ଟିକ ମିଶାଇଲ ପ୍ରଳୟର ସଫଳ ପରୀକ୍ଷଣ

ବାଲେଶ୍ବର ଅଫିସ,୭।୧୧: ମଙ୍ଗଳବାର ଭାରତ ସଫଳତାର ସହ ଭୂପୃଷ୍ଠରୁ ଭୂପୃଷ୍ଠକୁ ନିକ୍ଷେପ କରୁଥିବା ବାଲିଷ୍ଟିକ ମିଶାଇଲ ପ୍ରଳୟର ପରୀକ୍ଷଣ କରିଛି। ଏହି ପରୀକ୍ଷଣ ଓଡିଶା ଉପକୂଳର ଅବଦୁଲ କଲାମ ଦ୍ୱୀପରୁ କରାଯାଇଛି। ସୂଚନାଯୋଗ୍ୟ, ଡିଆରଡିଓ ଦ୍ୱାରା ପ୍ରଳୟ ମିଶାଇଲ ବିକଶିତ ହୋଇଛି। ଏହି ପରୀକ୍ଷଣ ସକାଳ ୯.୫୦ ରେ କରାଯାଇଛି। କ୍ଷେପଣାସ୍ତ୍ରର ଫଳାଫଳ ନେଇ ସମୀକ୍ଷା ଚାଲିଛି । ଏହାର ଲକ୍ଷ୍ୟଭେଦ କ୍ଷମତା ୩୫୦ରୁ ୫୦୦ କିମି ମଧ୍ୟରେ ରହିଛି । ସେହିପରି ଏଥିରେ ୩୫୯ରୁ ୭୦୦ କେଜି ପର୍ଯ୍ୟନ୍ତ ଉଭୟ ଆଣବିକ ଓ ପାରମ୍ପରିକ ଯୁଦ୍ଧାସ୍ତ୍ର ବ୍ୟବହାର କରାଯାଇପାରିବ । ପ୍ରଳୟର ଓଜନ ୫ ଟନ୍‌ ହୋଇଥିବାବେଳେ ଏହା ୮୦୦ କେଜି ପର୍ଯ୍ୟନ୍ତ ଉଭୟ ଆଣବିକ ଓ ପାରମ୍ପରିକ ଯୁଦ୍ଧାସ୍ତ୍ର ବହନ କରିବାର କ୍ଷମତା ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

Under 19 World Cup 2026: ଷଷ୍ଠ ଥର ପାଇଁ ଭାରତ ଚାମ୍ପିୟନ, ୧୭୫ ରନ୍‌ର ଇନିଂସ ଖେଳି ଇଂଲଣ୍ଡର ଆଶାକୁ ଧୂଳିସାତ କଲେ…

ହରାରେ, ୬।୨: ବୈଭବ ସୂର୍ଯ୍ୟବଂଶୀଙ୍କ ରେକର୍ଡ ବ୍ରେକିଂ ଇନିଂସ ସହାୟତାରେ ଭାରତ ୬ଷ୍ଠ ଥର ପାଇଁ ୧୯ ବର୍ଷରୁ କମ୍‌ ଦିନିକିଆ କ୍ରିକେଟ ବିଶ୍ୱକପ ଚାମ୍ପିୟନ ହୋଇଛି।…

ହାତ ଯୋଡ଼ି ପ୍ରାର୍ଥନା କଲେ, ପରେ ୧୭ ମହଲାରୁ ଡେଇଁ ପଡ଼ିଲେ; ଚମକାଉଛି ବେକରୀ ମାଲିକଙ୍କ ମୃତ୍ୟୁ ପୂର୍ବର ଭିଡିଓ… 

ମୁମ୍ବାଇ,୬।୨: ମହାରାଷ୍ଟ୍ରର ସୋଲାପୁରରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି। ଏଠାର ପ୍ରସିଦ୍ଧ ମୁଲତାନି ବେକେରୀର ୬୦ ବର୍ଷୀୟ ମାଲିକ ସୁନୀଲ ସଦରଙ୍ଗାନୀ ବିଜୟପୁର ରୋଡରେ…

ଛାନିଆ ହୋଇଗଲେ କି ଯାତ୍ରା ମାଲିକ ନାଣ୍ଡୁ! ସାଇ ସତ୍ୟଜିତଙ୍କ ମା’ଙ୍କ ଅଭିଯୋଗ ପରେ…

ଭୁବନେଶ୍ୱର,୬।୨: ଖଳନାୟକ ସାଇ ସତ୍ୟଜିତଙ୍କ ମା’ଙ୍କ ଅଭିଯୋଗ ପରେ ଖଣ୍ଡଗିରି ଥାନାରେ ହାଜର ହେଲେ ‘ତୁଳସୀ’ ଗଣନାଟ୍ୟ ମାଲିକ ଅନନ୍ତ ଧଳ ଓରଫ ନାଣ୍ଡୁ। ସାଇଙ୍କ ମା’ଙ୍କ…

ରାଜଧାନୀରୁ ନକଲି ଡାକ୍ତର ଗିରଫ: ପ୍ରେମ ଜାଲରେ ଫସାଇଲେ ମହିଳା ଡାକ୍ତରଙ୍କୁ

ଭୁବନେଶ୍ୱର,୬।୨:ରାଜଧାନୀରୁ ନକଲି ଡାକ୍ତର ସରୋଜ ମିଶ୍ର ଓରଫ ସିଦ୍ଧାର୍ଥ ଶଙ୍କରଙ୍କୁ ଗିରଫ କରାଯାଇଛି। ମଞ୍ଚେଶ୍ୱର ପୋଲିସ ସିଦ୍ଧାର୍ଥଙ୍କୁ ୧ଲକ୍ଷ ୩୦ ହଜାର ଟଙ୍କା ଠକେଇ ଅଭିଯୋଗରେ ଗିରଫ…

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି କଂଗ୍ରେସ…

ଭଞ୍ଜନଗର,୬ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା କଂଗ୍ରେସ (ପଶ୍ଚିମ) ସଂଗଠନ ପକ୍ଷରୁ ଦେଶରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି ଶୁକ୍ରବାର ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରାଙ୍କୁ ଏକ…

ପଞ୍ଚମ ଶ୍ରେଣୀ ମେଧା ବୃତ୍ତି ପରୀକ୍ଷାଫଳ ପ୍ରକାଶିତ: କିଏ କେଉଁ ତାଲିକାରେ ରହିଲେ ଦେଖନ୍ତୁ ପୂରା ଲିଷ୍ଟ…

ପାଟଣା,୬।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ପଞ୍ଚମ ଶ୍ରେଣୀ ମେଧା ବୃତ୍ତି ଓ ଅର୍ଥନୈତିକ ଅନଗ୍ରସର ବୃତ୍ତି ପରୀକ୍ଷାଫଳ ୨୦୨୫ ଶୁକ୍ରବାର ପ୍ରକାଶ ପାଇଛି।…

ଜମୁଛି ସ୍କାଉଟ, ଗାଇଡ କ୍ୟାମ୍ପ: ଦ୍ୱିତୀୟ ଦିନରେ ଛାତ୍ରୀଛାତ୍ରଙ୍କୁ ଆକର୍ଷଣ କଲା…

ଦାରିଙ୍ଗବାଡି, ୬ ।୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ୩ ଦିନିଆ ୨୨ତମ ଜିଲାସ୍ତରୀୟ…

ଟପ୍‌ ମାଓବାଦୀ ନେତା ନିଖିଲଙ୍କ ଆତ୍ମସମର୍ପଣ ପରେ ଏମିତି କହିଲେ ଡିଜିପି

ଭୁବନେଶ୍ୱର,୬।୨: ମାଓବାଦୀ ନେତା ନିଖିଲ ଆତ୍ମସମର୍ପଣ କରିଛନ୍ତି। ଓଡ଼ିଶାର ଟପ ମାଓବାଦୀ ନେତା ନିଖିଲ ଓରଫ ନିରଞ୍ଜନ ଆତ୍ମସମର୍ପଣ କରିଥିବା ବେଳେ ତାଙ୍କ ସହ ସ୍ତ୍ରୀ ଇନ୍ଦୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri